କୋଟିଆରେ ଆନ୍ଧ୍ର ନିର୍ବାଚନ କରିବା ପ୍ରସଙ୍ଗ: ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ ରାଜ୍ୟ ସରକାର
ଭୁବନେଶ୍ୱର, ୨୩।୧୦(ସୁନିତ୍ ମିଶ୍ର): କୋଟିଆକୁ ନେଇ ରାଜ୍ୟ ରାଜନୀତି ଜୋର୍ ଧରିବାରେ ଲାଗିଛି। କୋଟିଆର କେତୋଟି ପଞ୍ଚାୟତରେ ଆନ୍ଧ୍ର ସରକାର ପଞ୍ଚାୟତ ନିର୍ବାଚନ କରିବାକୁ ଯାଉଥିବାରୁ ଓଡ଼ିଶାରେ ଏହାକୁ ନେଇ ପ୍ରତିକ୍ରିୟା ପ୍ରକାଶ ପାଇଛି। ସବୁ ରାଜନୈତିକ ଦଳ ପକ୍ଷରୁ ଏହାକୁ…

