ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: ମିଳିବ ୫୧,୦୦୦ ଟଙ୍କା, ଜାଣନ୍ତୁ ଯୋଗ୍ୟତା ଓ କିପରି କରିବେ ଆବେଦନ ଭୁବନେଶ୍ୱର,୧୮ା୧୨: ରାଜ୍ୟର ଗରିବ ଓ ଆର୍ଥିକ ଅନଗ୍ରସର ପରିବାରର ଝିଅମାନଙ୍କ ବିବାହ ପାଇଁ ଓଡ଼ିଶା ସରକାର ଏକ ବଡ଼ ଘୋଷଣା କରିଛନ୍ତି। ନୂତନ ଭାବେ ଆରମ୍ଭ ହୋଇଥିବା ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’ (MKBY) ମାଧ୍ୟମରେ ଯୋଗ୍ୟ ହିତାଧିକାରୀଙ୍କୁ ୫୧,୦୦୦...