Odisha Panchayat election

୨୦୨୭ ଏହି ମାସରେ ହେବ ପଞ୍ଚାୟତ ନିର୍ବାଚନ: ବଡ ସୂଚନା ଦେଲେ ଓଡ଼ିଶା ନିର୍ବାଚନ କମିଶନର

ଭୁବନେଶ୍ୱର,୧୭।୧: ଓଡ଼ିଶାରେ ଆସନ୍ତା ବର୍ଷ (୨୦୨୭) ଜାନୁଆରୀ ଓ ଫେବୃଆରୀ ମାସରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହୋଇପାରେ। ଶନିବାର ଗଣମାଧ୍ୟମକୁ ସୂଚନା ଦେଇ ରାଜ୍ୟ ନିର୍ବାଚନ…

6 hours ago