Tag Archives: Odisha Police

ରାଜ୍ୟରେ ଅସୁରକ୍ଷିତ ମହିଳା ପୋଲିସ କର୍ମଚାରୀ, ୩ ବର୍ଷରେ ୧୮ଟି ମାମଲା ରୁଜୁ

ଭୁବନେଶ୍ୱର,୧।୧୨: ଓଡିଶାରେ ମହିଳାଙ୍କ ବିରୋଧରେ ବଢୁଥିବା ଅପରାଧ ମଧ୍ୟରେ ରାଜ୍ୟ ପୋଲିସ ପ୍ରତିଷ୍ଠାନରେ ମଧ୍ୟ ମହିଳା କର୍ମଚାରୀଙ୍କ ସୁରକ୍ଷା ପ୍ରସଙ୍ଗ ସାମ୍ନାକୁ ଆସିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ବିଧାନସଭାରେ ସୂଚନା ଦେଇଛନ୍ତି ଯେ ଗତ ତିନି ବର୍ଷ (୨୦୨୩ରୁ…

SI ସ୍କାମ୍‌: ୧୧୪ ପରୀକ୍ଷାର୍ଥୀଙ୍କୁ ମିଳିଲା ଜାମିନ

ବ୍ରହ୍ମପୁର,୨୯ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଓଡିଶା ପୋଲିସ ନିଯୁକ୍ତି ବୋର୍ଡ୍ (ଓପିଆର ବି) ଦ୍ୱାରା ଆୟୋଜିତ ସବ୍-ଇନ୍ସପେକ୍ଟର୍ ପରୀକ୍ଷା ଜାଲିଆତି ମାମଲାରେ ମୋଟ ୧୨୩ ଜଣ ଵ୍ରହ୍ମପୁର ମଣ୍ଡଳ କାରାଗାରରେ ଅଛନ୍ତି। ସେମାନଙ୍କ ମଧ୍ୟରୁ  ୧୧୪ ଜଣ(ଅଶାୟୀ) ପରୀକ୍ଷାର୍ଥୀ ୭ଜଣ ଦଲାଲ ଏପରି…

SI ନିଯୁକ୍ତି ଘୋଟାଲା: ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦେଶ, ‘ଅଭିଯୁକ୍ତଙ୍କୁ ପାତାଳରୁ ଖୋଜି ଗିରଫ କରାଯିବ’

ଭୁବନେଶ୍ୱର,୭।୧୦: ଓଡ଼ିଶାରେ ପୋଲିସ ସବ-ଇନ୍ସପେକ୍ଟର (ଏସ୍‌ଆଇ) ନିଯୁକ୍ତି ପରୀକ୍ଷାରେ ହୋଇଥିବା ଦୁର୍ନୀତି ଓ ଅନିୟମିତତାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗମ୍ଭୀର ଚିନ୍ତା ପ୍ରକଟ କରିଛନ୍ତି। ଏହି ଘୋଟାଲାରେ ସମ୍ପୃକ୍ତ ଅପରାଧୀଙ୍କୁ କଠୋର ଦଣ୍ଡ ଦେବାକୁ ସେ ନିର୍ଦେଶ ଦେଇଛନ୍ତି।…

SI ନିଯୁକ୍ତି ପରୀକ୍ଷା: ସନ୍ଦେହରେ ପୋଲିସର ଭୂମିକା, ବରିଷ୍ଠ ପୋଲିସ ଅଧିକାରୀ କରୁଥିଲେ ଜାଲିଆତି

ଭୁବନେଶ୍ୱର,୭।୧୦: ଓଡ଼ିଶା ପୋଲିସ ସବ-ଇନ୍ସପେକ୍ଟର (ଏସ୍‌ଆଇ) ନିଯୁକ୍ତି ପରୀକ୍ଷା ଘୋଟାଲାରେ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। କ୍ରାଇମ୍‌ ବ୍ରାଞ୍ଚ୍‌ ତଦନ୍ତରେ ପୂର୍ବତନ ଡିଆଇଜି କୁଳମଣି ବେହେରାଙ୍କ ପୁଅ ଅମୀୟ ବେହେରାଙ୍କୁ ଗିରଫ କରାଯାଇଛି। ଏହାସହ ପରୀକ୍ଷା ଆୟୋଜନରେ ସମ୍ପୃକ୍ତ ଘରୋଇ…

SI ନିଯୁକ୍ତି କେଳେଙ୍କାରୀ: ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟିର ଏସବୁ ଜିଲାରେ ରହିଛି ନକଲି ପରୀକ୍ଷା ସେଣ୍ଟର

ଭୁବନେଶ୍ୱର,୫ା୧୦: ଓଡ଼ିଶା ପୋଲିସ ସବ୍‌-ଇନ୍‌ସ୍ପେକ୍ଟର (ଏସ୍‌ଆଇ) ନିଯୁକ୍ତି ପରୀକ୍ଷା କେଳେଙ୍କାରୀ ମାମଲାରେ ରାଜ୍ୟ କ୍ରାଇମ୍‌ବ୍ରାଞ୍ଚ ରବିବାର ଭୁବନେଶ୍ୱରର ରଘୁନାଥପୁରସ୍ଥିତ ଏକ ନକଲି ଅନଲାଇନ ପରୀକ୍ଷା କେନ୍ଦ୍ରରେ ଚଢ଼ଉ କରିଛି। ଏହି କେନ୍ଦ୍ରରେ ନିଯୁକ୍ତି ପ୍ରକ୍ରିୟା ସହ ଜଡ଼ିତ ଅନୈତିକ କାରବାର ହେଉଥିବା…

ମାଛମୁଣ୍ଡ ପାଇଁ ଗଡିଥିଲା ମୁଣ୍ଡ, ପଶ୍ଚିମବଙ୍ଗରୁ ଦୁଇ ଅଭିଯୁକ୍ତଙ୍କୁ ଗିରଫ କଲା ଓଡିଶା ପୋଲିସ

ପୁରୁଷୋତ୍ତମପୁର,୩୧।୮(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଉପକଣ୍ଠ ପାଣ୍ଡିଆ ଛକ ନିକଟ ରୁଷିକୁଲ୍ୟା ନଦୀ ବ୍ରିଜ ନିର୍ମାଣ କାର୍ଯ୍ୟରେ ନିୟୋଜିତ ଶ୍ରମିକ ଲୋକମାନ ସେଖ (୪୫)ଙ୍କ ହତ୍ୟା ମାମଲାରେ ପୁରୁଷୋତ୍ତମପୁର ପୋଲିସ ପଶ୍ଚିମବଙ୍ଗରୁ ଦୁଇ ଅଭିଯୁକ୍ତ ସୁନ୍ଦର ସେଖ (୨୮) ଓ…

OISF-OSSF ରେ ଖୁବ୍‌ଶୀଘ୍ର ୧୨୦୦୦ ପୋଲିସ ପଦବୀ ପୂରଣ କରାଯିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯।୪: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ପ୍ରାୟ ୧୨,୦୦୦ ଖାଲି ପୋଲିସ ପଦବୀ ପୂରଣ ପାଇଁ ଏକ ଯୋଜନା ଉନ୍ମୋଚନ କରିଛନ୍ତି। ନୂଆଦିଲ୍ଲୀରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ସହ ତାଙ୍କର ସାକ୍ଷାତ ପରେ ଏହି ଘୋଷଣା କରାଯାଇଛି। ମୁଖ୍ୟମନ୍ତ୍ରୀ…

ଜଗତସିଂହପୁର ପୀଡ଼ିତା ହୋମଗାର୍ଡଙ୍କ ଚାଞ୍ଚଲ୍ୟକର ଅଭିଯୋଗ: ମିଳୁଛି ହତ୍ୟା ଧମକ, ଟଙ୍କା ନେଇ…

ଜଗତସିଂହପୁର,୨୭।୨: ବିବାହର ମିଥ୍ୟା ପ୍ରତିଶ୍ରୁତି ଦେଇ ମହିଳା ହୋମଗାର୍ଡଙ୍କ ସହ ଶାରୀରିକ ସମ୍ପର୍କ ରଖିବା ଏବଂ ପ୍ରତାରଣା ଘଟଣା ଓଡିଶା ପୋଲିସର ଛବି ମଳିନ କରିଥିବା ବେଳେ ଏହି ଘଟଣାରେ ଆଉ ଏକ ବଡ ଅଭିଯୋଗ ଲାଗିଛି। ଟଙ୍କା ନେଇ ମାମଲାର…

ରାଜ୍ୟରେ ଦୁର୍ଘଟଣା ରୋକିବାକୁ ଆଇଆଇଟି ମାଡ୍ରାସ ସହିତ ହାତ ମିଶାଇଲେ ଓଡ଼ିଶା ସରକାର

ଭୁବନେଶ୍ୱର, ୬।୨: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ପାଇଁ ଓଡ଼ିଶା ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ଏହି ପଦକ୍ଷେପର ଅଂଶ ସ୍ୱରୂପ, ସରକାରଙ୍କ ସହ ସହଭାଗୀତା କରିଥିବା IIT ମାଡ୍ରାସର ଦଳ ଗତକାଲି DGP YB ଖୁରାନିଆଙ୍କୁ ଭେଟିଥିଲେ। ଗୁରୁବାର…

ହାଇକୋର୍ଟଙ୍କ ବଡ଼ ରାୟ: କୋହଳ ହେବ ଡ୍ରାଇଭର ନିଯୁକ୍ତି ବୟସ ସୀମା

ଭୁବନେଶ୍ୱର,୧୭।୧୨: ଓଡ଼ିଶା ପୋଲିସର ବିଭିନ୍ନ ବର୍ଗରେ ବର୍ତମାନ ନିଯୁକ୍ତି ଚାଲିଥିବା ବେଳେ କିଛି ପଦବୀରେ ବୟସସୀମାକୁ ନେଇ ହାଇକୋର୍ଟରେ ମାମଲା ଚାଲିଛି। ମଙ୍ଗଳବାର ଏକ ମାମଲାର ଶୁଣାଣି କରି କୋର୍ଟ ଡ୍ରାଇଭର ମାନଙ୍କୁ ନିଯୁକ୍ତି ଆଇନ ଚାଲିଥିବା ପ୍ରକ୍ରିୟାରେ ବୟସସୀମା କୋହଳ…

ଅପରାଧୀଠାରୁ ପାଦେ ଆଗରେ ରହିବାକୁ ପୋଲିସକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ଵର, ୧୬।୧୨: ଆଜିକାଲି ଅପରାଧୀମାନେ ନୂଆ ନୂଆ ଉପାୟ ଅବଲମ୍ବନ କରୁଛନ୍ତି। ତେଣୁ, ପୋଲିସକୁ ମଧ୍ୟ ଅପରାଧୀଙ୍କ ଠାରୁ ପାଦେ ଆଗରେ ରହିବାକୁ ହେବ। ସୋମବାର କଟକରେ ୬୯ତମ ପୋଲିସ ଡ୍ୟୁଟି ମିଟ୍‌ ୨୦୨୪ର ଉଦଯାପନୀ ସମାରୋହରେ ପୋଲିସ ବାହିନୀକୁ ଉଦ୍‌ବୋଧନ…

ନିଖୋଜ ଶିଶୁ ଉଦ୍ଧାର ଅଭିଯାନ, ୩୩୪ ଶିଶୁ ପରିବାର ଲୋକଙ୍କୁ ହସ୍ତାନ୍ତର

କଟକ,୩ା୧୨ (କାର୍ତ୍ତିକ ସାହୁ): ଭୁବନେଶ୍ବରସ୍ଥିତ ଓଡ଼ିଶା ରାଜ୍ୟ ମହିଳା ଓ ଶିଶୁ ଅପରାଧ ନିରାକରଣ ଶାଖା ପକ୍ଷରୁ ରାଜ୍ୟରେ ଆଜି ପର୍ଯ୍ୟନ୍ତ ନିଖୋଜ ଥିବା ଶିଶୁମାନଙ୍କୁ ଉଦ୍ଧାର କରିବା ପାଇଁ ଏକ ସ୍ବତନ୍ତ୍ର ଅଭିଯାନ ଗତ ନଭେମ୍ବର ୧୮ରୁ ୨୩ ତାରିଖ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri