SI ପରୀକ୍ଷା ସ୍କାମ: ବିଜେଡିର ସାଂଘାତିକ ଖୁଲାସା, ମାଷ୍ଟରମାଇଣ୍ଡ ସହ ମୁଖ୍ୟମନ୍ତ୍ରୀଙ୍କ ଫଟୋ ଭୁବନେଶ୍ୱର,୩।୧୦: SI ପ୍ରଶ୍ନପତ୍ର ଲିକ ଘଟଣାରେ ବିଜେଡି ଭାଜପା ସରକାରଙ୍କୁ କଡ଼ା ଟାର୍ଗେଟ କରିଛି। ପେପର୍ ଲିକ ଘଟଣାରେ କିଏ ସମ୍ପୃକ୍ତ ତାହା ଜାଣିବାକୁ ବିଜେଡି ମୁଖ୍ୟମନ୍ତ୍ରୀଙ୍କୁ ସିଧା ପ୍ରଶ୍ନ କରିଛି। ସୂଚନା ଅନୁଯାୟୀ, ଶଙ୍କର ପୃଷ୍ଟିଙ୍କ କମ୍ପାନୀ ପଞ୍ଚସଫ୍ଟ...