Tag Archives: Odisha Police

ପୋଲିସକୁ ଚିହ୍ନିବେ କେମିତି? କନଷ୍ଟେବଳଙ୍କଠାରୁ ଆରମ୍ଭ କରି ଆଇଜି-ଡିଜି ପର୍ଯ୍ୟନ୍ତ ଜାଣନ୍ତୁ ଏହି…

ପୋଲିସ ବିଭାଗରେ ଅନେକ ପଦ ପଦବୀ ରହିଛି। ମାତ୍ର ସାଧାରଣ ଲୋକଟିଏ ଏହି ଖାକି ପୋଷାକରୁ ସେମାନେ କିଏ କେଉଁ ପଦବୀରେ ଅଛନ୍ତି ଜାଣିବା ପାଇଁ ବେଳେବେଳେ ଦ୍ୱନ୍ଦ୍ୱରେ ପଡ଼ିଥାନ୍ତି। ତେବେ ଆସନ୍ତୁ ସେମାନେ ପିନ୍ଧୁଥିବା ପୋଷାକ ଏବଂ ଚିହ୍ନରୁ ଜାଣିବା…

ଚାକିରି ଛାଡ଼ିବା ପରେ ବଡ଼ କଥା କହିଦେଲେ ଭୁବନେଶ୍ୱର ଡିସିପି, ଓଡ଼ିଶାର ଲୋକେ…

ଭୁବନେଶ୍ୱର,୬ା୭: ଚାକିରି ଛାଡ଼ିବା ପରେ ଭୁବନେଶ୍ୱର ଡେପୁଟି କମିଶନର ଅଫ୍ ପୋଲିସ (ଡିସିପି) ଜଗମୋହନ ମୀନା ଓଡ଼ିଶାବାସୀଙ୍କ ପାଇଁ ଏକ ବଡ଼ କଥା କହିଛନ୍ତି। ସେ କହିଛନ୍ତି, ଓଡ଼ିଶାର ଲୋକେ ବହୁତ ଭଲ। ଜଗନ୍ନାଥଙ୍କ ଆଶୀର୍ବାଦ ମୋ’ ସର୍ବଦା ଉପରେ ରହୁ।…

ଚାକିରିରୁ ରିଜାଇନ ଦେଲେ ଭୁବନେଶ୍ୱର ଡିସିପି, କହିଲେ ଏହି କାରଣରୁ…

ଭୁବନେଶ୍ୱର,୬ା୭: ଭୁବନେଶ୍ୱର ଡେପୁଟି କମିଶନର ଅଫ୍ ପୋଲିସ(ଡିସିପି) ଜଗମୋହନ ମୀନା ଚାକିରିରୁ ରିଜାଇନ ଦେଇଛନ୍ତି। ଯାହାକି ରାଜଧାନୀ ପୋଲିସକୁ ଆଶ୍ଚର୍ଯ୍ୟ କରିଦେଇଛି। ବ୍ୟକ୍ତିଗତ କାରଣରୁ ସେ ଚାକିରି ଛାଡ଼ିଦେଇଥିବା କହିଛନ୍ତି। ଡିସିପି ଜଗମୋହନ ୨୦୧୩ ବ୍ୟାଚ୍‌ର ଆଇପିଏସ୍‌ ଅଫିସର ଅଟନ୍ତି। ପୂର୍ବରୁ…

ସକାଳୁ ସକାଳୁ ବ୍ଲକ ଉପାଧ୍ୟକ୍ଷଙ୍କ ଘରେ ଚଢ଼ାଉ, ସ୍ପେଶାଲ ସ୍କ୍ବାଡ୍‌ ନିଯୁକ୍ତ ହୋଇ…

କେନ୍ଦୁଝର/ହାଟଡିହୀ/ଛେନାପଦୀ/ବଞ୍ଚୋ ,୧୮ା୫(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ/ନିରାକାର ପରିଡ଼ା/ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଏସ୍‌ପି ନୀତିନ କୁଶଲକର ଦାଗୁଡଙ୍କ ନିର୍ଦ୍ଦେଶ କ୍ରମେ ପୋଲିସ ଏକାଧିକ ଟିମ୍‌ ଗଠନ କରି ଆନନ୍ଦପୁର ଉପଖଣ୍ଡର ୧୧ଟି ସ୍ଥାନ ଏବଂ ଘଟଗାଁ ଅଞ୍ଚଳର ଗୋଟିଏ ସ୍ଥାନ ଏହିପରି ମୋଟ୍‌…

ଆପଣଙ୍କ ଇମେଲ୍ ଏବଂ ତଥ୍ୟ ସୁରକ୍ଷିତ ତ? ଏମିତି କରନ୍ତୁ ଯାଞ୍ଚ

ଭୁବନେଶ୍ୱର,୬।୨: ବର୍ତ୍ତମାନର ଡିଜିଟାଲ ଯୁଗରେ ତଥ୍ୟ ଚୋରି ବା ‘ଡାଟା ବ୍ରିଚ୍’ ଏକ ବଡ଼ ସମସ୍ୟା ଭାବେ ଉଭା ହୋଇଛି। ଆପଣଙ୍କ ବ୍ୟକ୍ତିଗତ ଇମେଲ୍ ଆଇଡି (Email ID) କୌଣସି ସାଇବର ଆକ୍ରମଣର ଶିକାର ହୋଇଛି କି ନାହିଁ, ତାହା ଏବେ…

ରାଜ୍ୟରେ ଅସୁରକ୍ଷିତ ମହିଳା ପୋଲିସ କର୍ମଚାରୀ, ୩ ବର୍ଷରେ ୧୮ଟି ମାମଲା ରୁଜୁ

ଭୁବନେଶ୍ୱର,୧।୧୨: ଓଡିଶାରେ ମହିଳାଙ୍କ ବିରୋଧରେ ବଢୁଥିବା ଅପରାଧ ମଧ୍ୟରେ ରାଜ୍ୟ ପୋଲିସ ପ୍ରତିଷ୍ଠାନରେ ମଧ୍ୟ ମହିଳା କର୍ମଚାରୀଙ୍କ ସୁରକ୍ଷା ପ୍ରସଙ୍ଗ ସାମ୍ନାକୁ ଆସିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ବିଧାନସଭାରେ ସୂଚନା ଦେଇଛନ୍ତି ଯେ ଗତ ତିନି ବର୍ଷ (୨୦୨୩ରୁ…

SI ସ୍କାମ୍‌: ୧୧୪ ପରୀକ୍ଷାର୍ଥୀଙ୍କୁ ମିଳିଲା ଜାମିନ

ବ୍ରହ୍ମପୁର,୨୯ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଓଡିଶା ପୋଲିସ ନିଯୁକ୍ତି ବୋର୍ଡ୍ (ଓପିଆର ବି) ଦ୍ୱାରା ଆୟୋଜିତ ସବ୍-ଇନ୍ସପେକ୍ଟର୍ ପରୀକ୍ଷା ଜାଲିଆତି ମାମଲାରେ ମୋଟ ୧୨୩ ଜଣ ଵ୍ରହ୍ମପୁର ମଣ୍ଡଳ କାରାଗାରରେ ଅଛନ୍ତି। ସେମାନଙ୍କ ମଧ୍ୟରୁ ୧୧୪ ଜଣ(ଅଶାୟୀ) ପରୀକ୍ଷାର୍ଥୀ ୭ଜଣ ଦଲାଲ ଏପରି…

SI ନିଯୁକ୍ତି ଘୋଟାଲା: ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦେଶ, ‘ଅଭିଯୁକ୍ତଙ୍କୁ ପାତାଳରୁ ଖୋଜି ଗିରଫ କରାଯିବ’

ଭୁବନେଶ୍ୱର,୭।୧୦: ଓଡ଼ିଶାରେ ପୋଲିସ ସବ-ଇନ୍ସପେକ୍ଟର (ଏସ୍‌ଆଇ) ନିଯୁକ୍ତି ପରୀକ୍ଷାରେ ହୋଇଥିବା ଦୁର୍ନୀତି ଓ ଅନିୟମିତତାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗମ୍ଭୀର ଚିନ୍ତା ପ୍ରକଟ କରିଛନ୍ତି। ଏହି ଘୋଟାଲାରେ ସମ୍ପୃକ୍ତ ଅପରାଧୀଙ୍କୁ କଠୋର ଦଣ୍ଡ ଦେବାକୁ ସେ ନିର୍ଦେଶ ଦେଇଛନ୍ତି।…

SI ନିଯୁକ୍ତି ପରୀକ୍ଷା: ସନ୍ଦେହରେ ପୋଲିସର ଭୂମିକା, ବରିଷ୍ଠ ପୋଲିସ ଅଧିକାରୀ କରୁଥିଲେ ଜାଲିଆତି

ଭୁବନେଶ୍ୱର,୭।୧୦: ଓଡ଼ିଶା ପୋଲିସ ସବ-ଇନ୍ସପେକ୍ଟର (ଏସ୍‌ଆଇ) ନିଯୁକ୍ତି ପରୀକ୍ଷା ଘୋଟାଲାରେ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। କ୍ରାଇମ୍‌ ବ୍ରାଞ୍ଚ୍‌ ତଦନ୍ତରେ ପୂର୍ବତନ ଡିଆଇଜି କୁଳମଣି ବେହେରାଙ୍କ ପୁଅ ଅମୀୟ ବେହେରାଙ୍କୁ ଗିରଫ କରାଯାଇଛି। ଏହାସହ ପରୀକ୍ଷା ଆୟୋଜନରେ ସମ୍ପୃକ୍ତ ଘରୋଇ…

SI ନିଯୁକ୍ତି କେଳେଙ୍କାରୀ: ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟିର ଏସବୁ ଜିଲାରେ ରହିଛି ନକଲି ପରୀକ୍ଷା ସେଣ୍ଟର

ଭୁବନେଶ୍ୱର,୫ା୧୦: ଓଡ଼ିଶା ପୋଲିସ ସବ୍‌-ଇନ୍‌ସ୍ପେକ୍ଟର (ଏସ୍‌ଆଇ) ନିଯୁକ୍ତି ପରୀକ୍ଷା କେଳେଙ୍କାରୀ ମାମଲାରେ ରାଜ୍ୟ କ୍ରାଇମ୍‌ବ୍ରାଞ୍ଚ ରବିବାର ଭୁବନେଶ୍ୱରର ରଘୁନାଥପୁରସ୍ଥିତ ଏକ ନକଲି ଅନଲାଇନ ପରୀକ୍ଷା କେନ୍ଦ୍ରରେ ଚଢ଼ଉ କରିଛି। ଏହି କେନ୍ଦ୍ରରେ ନିଯୁକ୍ତି ପ୍ରକ୍ରିୟା ସହ ଜଡ଼ିତ ଅନୈତିକ କାରବାର ହେଉଥିବା…

ମାଛମୁଣ୍ଡ ପାଇଁ ଗଡିଥିଲା ମୁଣ୍ଡ, ପଶ୍ଚିମବଙ୍ଗରୁ ଦୁଇ ଅଭିଯୁକ୍ତଙ୍କୁ ଗିରଫ କଲା ଓଡିଶା ପୋଲିସ

ପୁରୁଷୋତ୍ତମପୁର,୩୧।୮(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଉପକଣ୍ଠ ପାଣ୍ଡିଆ ଛକ ନିକଟ ରୁଷିକୁଲ୍ୟା ନଦୀ ବ୍ରିଜ ନିର୍ମାଣ କାର୍ଯ୍ୟରେ ନିୟୋଜିତ ଶ୍ରମିକ ଲୋକମାନ ସେଖ (୪୫)ଙ୍କ ହତ୍ୟା ମାମଲାରେ ପୁରୁଷୋତ୍ତମପୁର ପୋଲିସ ପଶ୍ଚିମବଙ୍ଗରୁ ଦୁଇ ଅଭିଯୁକ୍ତ ସୁନ୍ଦର ସେଖ (୨୮) ଓ…

OISF-OSSF ରେ ଖୁବ୍‌ଶୀଘ୍ର ୧୨୦୦୦ ପୋଲିସ ପଦବୀ ପୂରଣ କରାଯିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯।୪: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ପ୍ରାୟ ୧୨,୦୦୦ ଖାଲି ପୋଲିସ ପଦବୀ ପୂରଣ ପାଇଁ ଏକ ଯୋଜନା ଉନ୍ମୋଚନ କରିଛନ୍ତି। ନୂଆଦିଲ୍ଲୀରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ସହ ତାଙ୍କର ସାକ୍ଷାତ ପରେ ଏହି ଘୋଷଣା କରାଯାଇଛି। ମୁଖ୍ୟମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?