ଡିଜିଟାଲ ଆରେଷ୍ଟ କରି କୋଟିଏ ଟଙ୍କା ଠକେଇ ମାମଲା, ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ
କଟକ,୨୮।୧୧: ନିଜକୁ ଟ୍ରାଇ ଏବଂ ମୁମ୍ବାଇ ସାଇବର କ୍ରାଇମ ଡିଭିଜନ ପୋଲିସ କର୍ମଚାରୀର ପରିଚୟ ଦେଇ ଗିରଫ କରିବାର ଧମକ ଦେବା ସହ ଜଣେ ବ୍ୟକ୍ତିଙ୍କ ଠାରୁ କୋଟିଏରୁ ଉର୍ଦ୍ଧ୍ଵ ଟଙ୍କା ଠକିବାର ଅଭିଯୋଗରେ କ୍ରାଇମବ୍ରାଞ୍ଚ ଜଣେ ଅଭିଯୁକ୍ତକୁ ଗିରଫ...
ଓଡ଼ିଶା ପୋଲିସ ନିଯୁକ୍ତି ୨୦୨୪: ବଢ଼ିଲା ପଦବୀ ସଂଖ୍ୟା, ଆବେଦନ ସମୟସୀମା
ଭୁବନେଶ୍ୱର,୨୪।୧୦: ଓଡ଼ିଶା ପୋଲିସ ଷ୍ଟେଟ୍ ସିଲେକ୍ସନ ବୋର୍ଡ(ଏସଏସବି) ପକ୍ଷରୁ ହେବାକୁ ଥିବା କନଷ୍ଟେବଳ ନିଯୁକ୍ତି ୨୦୨୪ ପାଇଁ ପଦବୀ ସଂଖ୍ୟା ବୃଦ୍ଧି କରାଯାଇଛି। ଓଡ଼ିଶା ପୋଲିସ ପକ୍ଷରୁ ପ୍ରକାଶ ପାଇଥିବା ସବିଶେଷ ବିଜ୍ଞପ୍ତି ଅନୁଯାୟୀ ଏହି ନିଯୁକ୍ତି ପ୍ରକ୍ରିୟାରେ ଅତିରିକ୍ତ...
ଏସ୍ପି ସ୍ତରରେ ବ୍ୟାପକ ଅଦଳ ବଦଳ: ବଦଳିଲେ ଏସବୁ ଜିଲାର ପୋଲିସ ମୁଖିଆ
ଭୁବନେଶ୍ୱର,୨୯।୯: ରବିବାର ରାଜ୍ୟ ସରକାର ଆଇପିଏସ ସ୍ତରରେ ଆମୂଳଚୂଳ ପରିବର୍ତ୍ତନ କରିଛନ୍ତି। ବରିଷ୍ଠ ଅଧିକାରୀଙ୍କ ଠାରୁ ଆରମ୍ଭ କରି ବିଭିନ୍ନ ବିଭାଗ ତଥା ଅନେକ ଜିଲାର ଆରକ୍ଷୀ ଅଧ୍ୟକ୍ଷ(ଏସ୍ପି) ଙ୍କୁ ମଧ୍ୟ ପରିବର୍ତ୍ତନ କରିଛନ୍ତି। ନିକଟରେ ଭଦ୍ରକ ଜିଲାରେ ଦେଖା...
ମହଙ୍ଗା ପଡ଼ିଲା ଭରତପୁର ଥାନା ମାମଲା: ବଦଳିଲେ ଟ୍ୱିନ୍ ସିଟି କମିଶନର, ଭୁବନେଶ୍ୱର ଡିସିପି
ଭୁବନେଶ୍ୱର,୨୯।୯: କମିସନରେଟ ପୋଲିସ ଉପରେ ଭାରି ପଡିଛି ଭରତପୁର ଥାନା ମାମଲା। ଏକାସାଙ୍ଗରେ ବଦଳିଛନ୍ତି କଟକ-ଭୁବନେଶ୍ୱର କମିଶନର ସଞ୍ଜୀବ ପଣ୍ଡା ଏବଂ ଭୁବନେଶ୍ୱର ଡିସିପି ପ୍ରତୀକ ସିଂହ। ସଞ୍ଜୀବଙ୍କୁ ଏଡିଜି ଟ୍ରେନିଂ, ବିପିଏସପିଏ ନିର୍ଦ୍ଦେଶକ ନିଯୁକ୍ତ କରାଯାଇଥିବା ବେଳେ ପ୍ରତୀକ...
ଖଣି ମାଫିଆଙ୍କ ହାତବାରିସୀ ସାଜିଛି ପୋଲିସ: ଗୁମର ଫିଟାଇଲା ଏଡିଜିଙ୍କ ଚିଠି
କଟକ,୨୬ା୯: ଡ୍ୟୁଟି ଛାଡ଼ି ଅଣ ପୋଲିସ କାର୍ଯ୍ୟରେ ମାତିଛନ୍ତି ଅଧିକାରୀ। ଖଣି ଓ ଶିଳ୍ପାଞ୍ଚଳରେ ପରିବହନ କାର୍ଯ୍ୟରେ ପୋଲିସ କରୁଛନ୍ତି ସହାୟତା। ଏସ୍ପି ଓ ଡିସିପିଙ୍କୁ ଏଡିଜି ପଠାଇଥିବା ଚିଠି ଏଭଳି ସାଙ୍ଘାତିକ ସତ୍ୟର ଗୁମର ଫିଟାଇ ଦେଇଛି। ରାଜ୍ୟରେ...
ସେନା ଅଧିକାରୀ, ତାଙ୍କ ବାନ୍ଧବୀଙ୍କୁ ଭରତପୁର ଥାନାରେ ଅପବ୍ୟବହାର ମାମଲା: ରିପୋର୍ଟ ମାଗିଲେ ଜାତୀୟ ମହିଳା କମିଶନ
ଭୁବନେଶ୍ୱର,୧୯।୯: ଶିଖ୍ ରେଜିମେଣ୍ଟର ଭାରତୀୟ ସେନା ଅଧିକାରୀ ମେଜର ଗୁରୁଭାନ୍ସ ସିଂ ଏବଂ ତାଙ୍କ ବାନ୍ଧବୀଙ୍କୁ ଭରତପୁର ଥାନାରେ ଅପବ୍ୟବହାର ସହିତ ମାଡ଼ ମାରିବା ଘଟଣାରେ ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ(ଡିଜିପି) ୱାୟୀ.ବି ଖୁରାନିଆଙ୍କୁ ଚିଠି ଲେଖି ରିପୋର୍ଟ ମାଗିଛନ୍ତି ଜାତୀୟ...
ପୋଲିସ ଡିଜି ଭାବେ ଦାୟିତ୍ୱ ନେଲେ ୱାଇ.ବି ଖୁରାନିଆ
କଟକ,୧୬।୮: ୧୯୯୦ ବ୍ୟାଚ୍ ଆଇପିଏସ୍ ଅଫିସର ଯୋଗେଶ ବାହାଦୁର ଖୁରାନିଆ ଶୁକ୍ରବାର ରାଜ୍ୟ ପୋଲିସ ମୁଖ୍ୟାଳୟରେ ନୂତନ ପୋଲିସ ଡିଜି ଭାବେ ବିଧିବଦ୍ଧ ଦାୟିତ୍ୱ ଗ୍ରହଣ କରିଛନ୍ତି। ନବନିଯୁକ୍ତ ପୋଲିସ ଡିଜି ୱାଇ.ବି ଖୁରାନିଆ କଟକ ପୋଲିସ ମୁଖ୍ୟାଳୟରେ ପହଞ୍ଚିବା...
ସାଧାରଣ ନିର୍ବାଚନ ପାଇଁ ଓଡ଼ିଶା ପୋଲିସର ପ୍ରସ୍ତୁତି, ନିର୍ବାଚନୀ ହିଂସା ଉପରେ ରହିବ କଡ଼ା ନଜର
କଟକ,୩୦ା୩(କାର୍ତ୍ତିକ ସାହୁ): ଆଗାମୀ ମେ’ ଓ ଜୁନ୍ ମାସରେ ଚାରୋଟି ପର୍ଯ୍ୟାୟରେ ଓଡ଼ିଶାରେ ହେବାକୁ ଥିବା ସାଧାରଣ ନିର୍ବାଚନ ପାଇଁ ଓଡ଼ିଶା ପୋଲିସର ପ୍ରସ୍ତୁତି ଚାଲିଛି। ଭିଡିଓ କନ୍ଫରେନ୍ସିଂ ଜରିଆରେ ପଡ଼ୋଶୀ ଛତିଶଗଡ଼ ରାଜ୍ୟର ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ...
ଡିଏସ୍ପି ସ୍ତରରେ ବଡ଼ ଧରଣର ଅଦଳବଦଳ, ୧୦୨ ଅଧିକାରୀଙ୍କ ଦାୟିତ୍ୱରେ ପରବର୍ତ୍ତନ
ଭୁବନେଶ୍ୱର,୩୧।୧(ସତ୍ୟଜିତ୍ ରାଉତ): ଡିଏସ୍ପି ସ୍ତରରେ ବୁଧବାର ବଡ଼ଧରଣର ଅଦଳବଦଳ ହୋଇଛି। ଷ୍ଟେଟ୍ ପୋଲିସ ଏଷ୍ଟାବ୍ଲିସ୍ମେଣ୍ଟ୍ ବୋର୍ଡର ନିଷ୍ପତ୍ତିକ୍ରମେ ଏନେଇ ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୦୨ ଅଧିକାରୀଙ୍କ ଦାୟିତ୍ୱରେ ପରବର୍ତ୍ତନ ହୋଇଛି। ପାପଡ଼ାହାଣ୍ଡି ଏସ୍ଡିପିଓ ଥିବା...
Archives


