Tag Archives: Odisha Police

ଜଗତସିଂହପୁର ପୀଡ଼ିତା ହୋମଗାର୍ଡଙ୍କ ଚାଞ୍ଚଲ୍ୟକର ଅଭିଯୋଗ: ମିଳୁଛି ହତ୍ୟା ଧମକ, ଟଙ୍କା ନେଇ…

ଜଗତସିଂହପୁର,୨୭।୨: ବିବାହର ମିଥ୍ୟା ପ୍ରତିଶ୍ରୁତି ଦେଇ ମହିଳା ହୋମଗାର୍ଡଙ୍କ ସହ ଶାରୀରିକ ସମ୍ପର୍କ ରଖିବା ଏବଂ ପ୍ରତାରଣା ଘଟଣା ଓଡିଶା ପୋଲିସର ଛବି ମଳିନ କରିଥିବା ବେଳେ ଏହି ଘଟଣାରେ ଆଉ ଏକ ବଡ ଅଭିଯୋଗ ଲାଗିଛି। ଟଙ୍କା ନେଇ ମାମଲାର…

ରାଜ୍ୟରେ ଦୁର୍ଘଟଣା ରୋକିବାକୁ ଆଇଆଇଟି ମାଡ୍ରାସ ସହିତ ହାତ ମିଶାଇଲେ ଓଡ଼ିଶା ସରକାର

ଭୁବନେଶ୍ୱର, ୬।୨: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ପାଇଁ ଓଡ଼ିଶା ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ଏହି ପଦକ୍ଷେପର ଅଂଶ ସ୍ୱରୂପ, ସରକାରଙ୍କ ସହ ସହଭାଗୀତା କରିଥିବା IIT ମାଡ୍ରାସର ଦଳ ଗତକାଲି DGP YB ଖୁରାନିଆଙ୍କୁ ଭେଟିଥିଲେ। ଗୁରୁବାର…

ହାଇକୋର୍ଟଙ୍କ ବଡ଼ ରାୟ: କୋହଳ ହେବ ଡ୍ରାଇଭର ନିଯୁକ୍ତି ବୟସ ସୀମା

ଭୁବନେଶ୍ୱର,୧୭।୧୨: ଓଡ଼ିଶା ପୋଲିସର ବିଭିନ୍ନ ବର୍ଗରେ ବର୍ତମାନ ନିଯୁକ୍ତି ଚାଲିଥିବା ବେଳେ କିଛି ପଦବୀରେ ବୟସସୀମାକୁ ନେଇ ହାଇକୋର୍ଟରେ ମାମଲା ଚାଲିଛି। ମଙ୍ଗଳବାର ଏକ ମାମଲାର ଶୁଣାଣି କରି କୋର୍ଟ ଡ୍ରାଇଭର ମାନଙ୍କୁ ନିଯୁକ୍ତି ଆଇନ ଚାଲିଥିବା ପ୍ରକ୍ରିୟାରେ ବୟସସୀମା କୋହଳ…

ଅପରାଧୀଠାରୁ ପାଦେ ଆଗରେ ରହିବାକୁ ପୋଲିସକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ଵର, ୧୬।୧୨: ଆଜିକାଲି ଅପରାଧୀମାନେ ନୂଆ ନୂଆ ଉପାୟ ଅବଲମ୍ବନ କରୁଛନ୍ତି। ତେଣୁ, ପୋଲିସକୁ ମଧ୍ୟ ଅପରାଧୀଙ୍କ ଠାରୁ ପାଦେ ଆଗରେ ରହିବାକୁ ହେବ। ସୋମବାର କଟକରେ ୬୯ତମ ପୋଲିସ ଡ୍ୟୁଟି ମିଟ୍‌ ୨୦୨୪ର ଉଦଯାପନୀ ସମାରୋହରେ ପୋଲିସ ବାହିନୀକୁ ଉଦ୍‌ବୋଧନ…

ନିଖୋଜ ଶିଶୁ ଉଦ୍ଧାର ଅଭିଯାନ, ୩୩୪ ଶିଶୁ ପରିବାର ଲୋକଙ୍କୁ ହସ୍ତାନ୍ତର

କଟକ,୩ା୧୨ (କାର୍ତ୍ତିକ ସାହୁ): ଭୁବନେଶ୍ବରସ୍ଥିତ ଓଡ଼ିଶା ରାଜ୍ୟ ମହିଳା ଓ ଶିଶୁ ଅପରାଧ ନିରାକରଣ ଶାଖା ପକ୍ଷରୁ ରାଜ୍ୟରେ ଆଜି ପର୍ଯ୍ୟନ୍ତ ନିଖୋଜ ଥିବା ଶିଶୁମାନଙ୍କୁ ଉଦ୍ଧାର କରିବା ପାଇଁ ଏକ ସ୍ବତନ୍ତ୍ର ଅଭିଯାନ ଗତ ନଭେମ୍ବର ୧୮ରୁ ୨୩ ତାରିଖ…

ଡିଜିଟାଲ ଆରେଷ୍ଟ କରି କୋଟିଏ ଟଙ୍କା ଠକେଇ ମାମଲା, ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

କଟକ,୨୮।୧୧: ନିଜକୁ ଟ୍ରାଇ ଏବଂ ମୁମ୍ବାଇ ସାଇବର କ୍ରାଇମ ଡିଭିଜନ ପୋଲିସ କର୍ମଚାରୀର ପରିଚୟ ଦେଇ ଗିରଫ କରିବାର ଧମକ ଦେବା ସହ ଜଣେ ବ୍ୟକ୍ତିଙ୍କ ଠାରୁ କୋଟିଏରୁ ଉର୍ଦ୍ଧ୍ଵ ଟଙ୍କା ଠକିବାର ଅଭିଯୋଗରେ କ୍ରାଇମବ୍ରାଞ୍ଚ ଜଣେ ଅଭିଯୁକ୍ତକୁ ଗିରଫ କରିଛି…

ଓଡ଼ିଶା ପୋଲିସ ନିଯୁକ୍ତି ୨୦୨୪: ବଢ଼ିଲା ପଦବୀ ସଂଖ୍ୟା, ଆବେଦନ ସମୟସୀମା

ଭୁବନେଶ୍ୱର,୨୪।୧୦: ଓଡ଼ିଶା ପୋଲିସ ଷ୍ଟେଟ୍ ସିଲେକ୍ସନ ବୋର୍ଡ(ଏସଏସବି) ପକ୍ଷରୁ ହେବାକୁ ଥିବା କନଷ୍ଟେବଳ ନିଯୁକ୍ତି ୨୦୨୪ ପାଇଁ ପଦବୀ ସଂଖ୍ୟା ବୃଦ୍ଧି କରାଯାଇଛି। ଓଡ଼ିଶା ପୋଲିସ ପକ୍ଷରୁ ପ୍ରକାଶ ପାଇଥିବା ସବିଶେଷ ବିଜ୍ଞପ୍ତି ଅନୁଯାୟୀ ଏହି ନିଯୁକ୍ତି ପ୍ରକ୍ରିୟାରେ ଅତିରିକ୍ତ ୭୨୦…

ଏସ୍‌ପି ସ୍ତରରେ ବ୍ୟାପକ ଅଦଳ ବଦଳ: ବଦଳିଲେ ଏସବୁ ଜିଲାର ପୋଲିସ ମୁଖିଆ

ଭୁବନେଶ୍ୱର,୨୯।୯: ରବିବାର ରାଜ୍ୟ ସରକାର ଆଇପିଏସ ସ୍ତରରେ ଆମୂଳଚୂଳ ପରିବର୍ତ୍ତନ କରିଛନ୍ତି। ବରିଷ୍ଠ ଅଧିକାରୀଙ୍କ ଠାରୁ ଆରମ୍ଭ କରି ବିଭିନ୍ନ ବିଭାଗ ତଥା ଅନେକ ଜିଲାର ଆରକ୍ଷୀ ଅଧ୍ୟକ୍ଷ(ଏସ୍‌ପି) ଙ୍କୁ ମଧ୍ୟ ପରିବର୍ତ୍ତନ କରିଛନ୍ତି। ନିକଟରେ ଭଦ୍ରକ ଜିଲାରେ ଦେଖା ଦେଇଥିବା…

ମହଙ୍ଗା ପଡ଼ିଲା ଭରତପୁର ଥାନା ମାମଲା: ବଦଳିଲେ ଟ୍ୱିନ୍ ସିଟି କମିଶନର, ଭୁବନେଶ୍ୱର ଡିସିପି

ଭୁବନେଶ୍ୱର,୨୯।୯: କମିସନରେଟ ପୋଲିସ ଉପରେ ଭାରି ପଡିଛି ଭରତପୁର ଥାନା ମାମଲା। ଏକାସାଙ୍ଗରେ ବଦଳିଛନ୍ତି କଟକ-ଭୁବନେଶ୍ୱର କମିଶନର ସଞ୍ଜୀବ ପଣ୍ଡା ଏବଂ ଭୁବନେଶ୍ୱର ଡିସିପି ପ୍ରତୀକ ସିଂହ। ସଞ୍ଜୀବଙ୍କୁ ଏଡିଜି ଟ୍ରେନିଂ, ବିପିଏସପିଏ ନିର୍ଦ୍ଦେଶକ ନିଯୁକ୍ତ କରାଯାଇଥିବା ବେଳେ ପ୍ରତୀକ ସିଂହଙ୍କୁ…

ଖଣି ମାଫିଆଙ୍କ ହାତବାରିସୀ ସାଜିଛି ପୋଲିସ: ଗୁମର ଫିଟାଇଲା ଏଡିଜିଙ୍କ ଚିଠି

କଟକ,୨୬ା୯: ଡ୍ୟୁଟି ଛାଡ଼ି ଅଣ ପୋଲିସ କାର୍ଯ୍ୟରେ ମାତିଛନ୍ତି ଅଧିକାରୀ। ଖଣି ଓ ଶିଳ୍ପାଞ୍ଚଳରେ ପରିବହନ କାର୍ଯ୍ୟରେ ପୋଲିସ କରୁଛନ୍ତି ସହାୟତା। ଏସ୍‌ପି ଓ ଡିସିପିଙ୍କୁ ଏଡିଜି ପଠାଇଥିବା ଚିଠି ଏଭଳି ସାଙ୍ଘାତିକ ସତ୍ୟର ଗୁମର ଫିଟାଇ ଦେଇଛି। ରାଜ୍ୟରେ ଏବେ…

ସେନା ଅଧିକାରୀ, ତାଙ୍କ ବାନ୍ଧବୀଙ୍କୁ ଭରତପୁର ଥାନାରେ ଅପବ୍ୟବହାର ମାମଲା: ରିପୋର୍ଟ ମାଗିଲେ ଜାତୀୟ ମହିଳା କମିଶନ

ଭୁବନେଶ୍ୱର,୧୯।୯: ଶିଖ୍ ରେଜିମେଣ୍ଟର ଭାରତୀୟ ସେନା ଅଧିକାରୀ ମେଜର ଗୁରୁଭାନ୍ସ ସିଂ ଏବଂ ତାଙ୍କ ବାନ୍ଧବୀଙ୍କୁ ଭରତପୁର ଥାନାରେ ଅପବ୍ୟବହାର ସହିତ ମାଡ଼ ମାରିବା ଘଟଣାରେ ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ(ଡିଜିପି) ୱାୟୀ.ବି ଖୁରାନିଆଙ୍କୁ ଚିଠି ଲେଖି ରିପୋର୍ଟ ମାଗିଛନ୍ତି ଜାତୀୟ ମହିଳା…

ପୋଲିସ ଡିଜି ଭାବେ ଦାୟିତ୍ୱ ନେଲେ ୱାଇ.ବି ଖୁରାନିଆ

କଟକ,୧୬।୮: ୧୯୯୦ ବ୍ୟାଚ୍‌ ଆଇପିଏସ୍‌ ଅଫିସର ଯୋଗେଶ ବାହାଦୁର ଖୁରାନିଆ ଶୁକ୍ରବାର ରାଜ୍ୟ ପୋଲିସ ମୁଖ୍ୟାଳୟରେ ନୂତନ ପୋଲିସ ଡିଜି ଭାବେ ବିଧିବଦ୍ଧ ଦାୟିତ୍ୱ ଗ୍ରହଣ କରିଛନ୍ତି। ନବନିଯୁକ୍ତ ପୋଲିସ ଡିଜି ୱାଇ.ବି ଖୁରାନିଆ କଟକ ପୋଲିସ ମୁଖ୍ୟାଳୟରେ ପହଞ୍ଚିବା ପରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri