Tag Archives: Odisha Politics

ନାମାଙ୍କନ ଭରିଲେ ସଂତୃପ୍ତ ମିଶ୍ର, ପାଖରେ ଅଛନ୍ତି ନବୀନଙ୍କ ସହ…

ଭୁବନେଶ୍ୱର,୫ା୩: ରାଜ୍ୟ ସଭା ପାଇଁ ଗୁରୁବାର ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର। ବିଜେଡି ପ୍ରାର୍ଥୀ ଭାବେ ସଂତୃପ୍ତ ଆଜି ତାଙ୍କର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସେ ୩ ସେଟ୍‌ର ନାମାଙ୍କନ ଦାଖଲ କରିଛନ୍ତି। ନାମାଙ୍କନ ଭରିବା ସମୟରେ ବିଜେଡି ଏବଂ…

କୃତଜ୍ଞତା ଜଣାଇଲେ ଦିଲ୍ଲୀପ ରାୟ, ପ୍ରଧାନମନ୍ତ୍ରୀ-ମୁଖ୍ୟମନ୍ତ୍ରୀଙ୍କ ସମେତ…

ଭୁବନେଶ୍ୱର,୪ା୩: ରାଜ୍ୟ ସଭା ନିର୍ବାଚନ ପାଇଁ ଓଡ଼ିଶା ରାଜନୀତି ସରଗରମ ରହିଛି। ଆସନ୍ତା ୧୬ରେ ଅନୁଷ୍ଠିତ ହେବ ରାଜ୍ୟ ସଭା ନିର୍ବାଚନ। କହିବାକୁ ଗଲେ ୩ଟି ଆସନ ପାଇଁ ଭୋଟ ହେବାର ସମ୍ଭାବନା ନାହିଁ। ହେଲେ ୪ର୍ଥ ଆସନକୁ ନେଇ ଯେଉଁ…

ବିଜେଡିର ରାଜ୍ୟ ସଭା ପ୍ରାର୍ଥୀ ଘୋଷଣା ପରେ ନିଆଁବାଣ ପ୍ରଭାତ ବିଶ୍ୱାଳ, ଏକପାଖିଆ ନିଷ୍ପତ୍ତି କହି…

ଭୁବନେଶ୍ୱର,୨୮ା୨: ବିଜେଡିର ରାଜ୍ୟ ସଭା ପ୍ରାର୍ଥୀ ଘୋଷଣା ପରେ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳ। ସେ କହିଛନ୍ତି, ଯିଏ ଦଳ ପାଇଁ କାର୍ଯ୍ୟ କରିଛନ୍ତି ତାଙ୍କୁ ପ୍ରାର୍ଥୀ କରିଥିଲେ ଭଲ ହୋଇଥାନ୍ତା। ଏହା ଏକପାଖିଆ ନିଷ୍ପତ୍ତି…

ରାଜ୍ୟ ସଭା ପାଇଁ ୨ ପ୍ରାର୍ଥୀଙ୍କ ନାଁ ଘୋଷଣା କଲେ ନବୀନ, ଜାଣନ୍ତୁ କିଏ…

ଭୁବନେଶ୍ୱର,୨୮ା୨: ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟିଛି।  ରାଜ୍ୟ ସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଶନିବାର ୨ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛନ୍ତି। ଡାକ୍ତର ଦତ୍ତେଶ୍ୱର ହୋତା ଏବଂ ସଂତୃପ୍ତ ମିଶ୍ରଙ୍କୁ ପ୍ରାର୍ଥୀ…

ନବୀନ ନିବାସରେ ଦତ୍ତେଶ୍ୱର ହୋତା: ରାଜ୍ୟ ସଭା ନିର୍ବାଚନ ପ୍ରାର୍ଥୀ ଘୋଷଣାକୁ ନେଇ ବଢ଼ିଲା ଜୋର୍‌ଦାର ଚର୍ଚ୍ଚା,

ଭୁବନେଶ୍ୱର,୨୮ା୨: ରାଜ୍ୟ ସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିପାରେ ବିଜେଡି। ଅନ୍ୟପକ୍ଷରେ ଡାକ୍ତର ଦତ୍ତେଶ୍ୱର ହୋତା ନବୀନ ନିବାସରେ ପହଞ୍ଚିବା ପରେ ରାଜନୈତିକ ମହଲରେ ଜୋର୍‌ଦାର ଚର୍ଚ୍ଚା ବଢ଼ିଛି। ପୂର୍ବରୁ ପିସିସି ସଭାପତି ଭକ୍ତ ଦାସ ମଧ୍ୟ ଦତ୍ତେଶ୍ୱରଙ୍କ ନାଁ…

ଏଥର ଚତୁର୍ଥ ଆସନ ଲଢ଼ିବ ବିଜେଡି, ସାରଦା ଜେନା କହିଲେ ବର୍ତ୍ତମାନ ଦଳର ସବୁ ବିଧାୟକ…

ଭୁବନେଶ୍ୱର,୨୭ା୨: ରାଜ୍ୟ ସଭା ନିର୍ବାଚନକୁ ନେଇ ବିଜେଡି ବିଧାୟକ ସାରଦା ଜେନା ଶୁକ୍ରବାର ଏକ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ବିଜେଡି ଚତୁର୍ଥ ଆସନ ଲଢ଼ିବ। ବର୍ତ୍ତମାନ ବିଜେଡି ଏକ ହୋଇଛି, ବିରୋଧୀ ଦଳ ହିସାବରେ ଲଢ଼ିବ। ଦଳ ସୁପ୍ରିମୋ…

ବିଧାନସଭାରେ ନିଆରା ଦୃଶ୍ୟ: ନବୀନଙ୍କ ସହ ଭେଟ ହୋଇଗଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଆଉ ତା’ ପରେ…

ଭୁବନେଶ୍ୱର,୨୩ା୨: ସୋମବାର ବିଧାନସଭାରେ ଏକ ନିଆରା ଦୃଶ୍ୟ ଦେଖିବାକୁ ମିଳିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସହ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ଭେଟ ହୋଇଯାଇଛି।ଗୃହକୁ ପ୍ରବେଶ କରିବା ବେଳେ ଏକାଠି ଭେଟ ହୋଇଛନ୍ତି। ଏହା ପରେ ପ୍ରଭାତୀ…

ବିଧାନସଭାରୁ ଆସିଲା ସାଂଘାତିକ ଚିତ୍ର, ପୁଣି ବଢ଼ିଲା ଡ୍ରପ୍‌ ଆଉଟ୍‌, ୧୨.୮%ରୁ ବଢ଼ି…

ଭୁବନେଶ୍ୱର,୨୦ା୨: ଡ୍ରପ୍‌ ଆଉଟକୁ ନେଇ ବିଧାନସଭାରୁ ଆସିଛି ସାଂଘାତିକ ଚିତ୍ର। ପୁଣି ବଢ଼ିଛି ଡ୍ରପ୍‌ ଆଉଟ୍‌। ଏହା ୧୨.୮%ରୁ ବଢ଼ି ୧୫%ରେ ପହଞ୍ଚିଛି। ୨୦୨୪-୨୫ ଶିକ୍ଷାବର୍ଷରେ ୯ମ ଓ ୧୦ମର ସବୁଠୁ ଅଧିକ ପିଲା ପାଠ ଛାଡ଼ିଛନ୍ତି। ନବମ ଓ ଦଶମ…

ଗଞ୍ଜାମ ନଗର ସଭାପତି ପରେ ଛାତ୍ର-ଯୁବ ସଭାପତିଙ୍କ ଉପରେ ସମସ୍ତଙ୍କ ନଜର, ଲବିରେ ମନୋଜ ପ୍ରଧାନ

ଗଞ୍ଜାମ,୧୯।୨(ବିଦ୍ୟାଧର ସାହୁ): ବିଜୁ ଜନତା ଦଳର ଗଞ୍ଜାମ ଏନ୍‌ଏସି ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କ ନାଁ ଘୋଷଣା କରିଛନ୍ତି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ।ସୁଧୀର ପୂର୍ବରୁ ଏନ୍‌ଏସି ଯୁବ ସଭାପତି ଥିଲେ। ଏହାପରେ ଏବେ ଯୁବ ଓ ଛାତ୍ର…

ବିଜେଡି ମହିଳା ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ: ଜାଣନ୍ତୁ କାହାକୁ କେଉଁଠି ମିଳିଲା…

ଭୁବନେଶ୍ୱର,୧୫ା୨: ବିଜୁ ମହିଳା ଜନତା ଦଳ (BMJD) ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି। ଜିଲା ସଭାନେତ୍ରୀ ଓ କାର୍ଯ୍ୟକାରୀ ସଭାନେତ୍ରୀ ଭାବେ ଦାୟିତ୍ୱ ବଣ୍ଟନ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ୨୬ଟି ସାଂଗଠନିକ ଜିଲା ପାଇଁ ସଭାନେତ୍ରୀ, କାର୍ଯ୍ୟକାରୀ…

ଅବିନାଶଙ୍କୁ କଳାହାଣ୍ଡିର ବଡ଼ ଦାୟିତ୍ୱ ଦେଲେ ନବୀନ ପଟ୍ଟନାୟକ

ଭବାନୀପାଟଣା,୧୨ା୨(ଉତ୍ତମ କୁମାର ଦାଶ): ରାଜ୍ୟ ବିଜେଡି ସଭାପତି ନବୀନ ପଟ୍ଟନାୟକ ଗୁରୁବାର ରାଜ୍ୟର ବିଭିନ୍ନ ଜିଲାର ଯୁବ ସଭାପତିଙ୍କ ନାମ ଘୋଷଣା କରିଛନ୍ତି। ଏହି କ୍ରମରେ କଳାହାଣ୍ଡି ଜିଲା ପାଇଁ ବିଜେଡି ଯୁବ ସଭାପତି ଭାବେ ଅବିନାଶ ଠାକୁରଙ୍କ ନାମ ଚୟନ…

ବନ୍ଦକୁ ନେଇ ମନ୍ତ୍ରୀଙ୍କୁ କଡ଼ା କାଉଣ୍ଟର କଲେ ବିଧାୟକ ଅରୁଣ ସାହୁ, କହିଲେ ଶାସକ ଦଳକୁ ସବୁ…

ଭୁବନେଶ୍ୱର,୧୨ା୨: ବନ୍ଦ ନେଇ ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତଙ୍କ ବୟାନକୁ ନେଇ କଡ଼ା କାଉଣ୍ଟର କରିଛନ୍ତି ବିଜେଡି ବିଧାୟକ ଅରୁଣ ସାହୁ। ସେ କହିଛନ୍ତି, ବିଜୁ ଶ୍ରମିକ ସାମ୍ମୁଖ୍ୟ ସମର୍ଥନ ଜଣାଇଛି, ଦେଶରେ ଶ୍ରମିକଙ୍କ ସଂଖ୍ୟା ଅଧିକ। ଶାସକ ଦଳରେ ରହିଲେ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri