Tag Archives: Odisha Politics

ଛାତ୍ର ସଂସଦ ନିର୍ବାଚନ ଫଳାଫଳକୁ ନେଇ ରାଜନୀତି, ଦଳର ମୁଖିଆମାନଙ୍କୁ ଭେଟୁଛନ୍ତି…

ଭୁବନେଶ୍ୱର, ୧୮।୧୦(ସୁନିତ୍‌ ମିଶ୍ର): ଛାତ୍ର ସଂସଦ ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ପରେ ଏହାକୁ ନେଇ ରାଜ୍ୟ ରାଜନୀତି ଜୋର୍‌ ଧରିବାରେ ଲାଗିଛି। ନିଜ ନିଜ ଦଳର ବିଜୟୀ ଛାତ୍ର ନେତାମାନେ ସେମାନଙ୍କ ଦଳର ମୁଖିଆମାନଙ୍କୁ ଆସି ସାକ୍ଷାତ କରିବାରେ ଲାଗିଛନ୍ତି।…

୩୪ ସାଙ୍ଗଠନିକ ଜିଲାରେ ଓବିସି ସଭାପତି ପଦରେ ମିଳିଲା ନିଯୁକ୍ତି

ଭୁବନେଶ୍ୱର,୧୮।୧୦ (ସୁନିତ୍‌ ମିଶ୍ର): ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ପକ୍ଷରୁ ଶନିବାର ଓବିସି ଶାଖାର ପଦାଧିକାରୀମାନଙ୍କ ତାଲିକା ପ୍ରକାଶ ପାଇଛି। ଦଳ ପକ୍ଷରୁ ମୋଟ୍‌ ୧୪ ଜଣ ଉପସଭାପତି, ୨୩ ଜଣ ସାଧାରଣ ସମ୍ପାଦକ, ୪୩ ଜଣଙ୍କୁ ସମ୍ପାଦକ ପଦରେ ନିଯୁକ୍ତି…

ଛାତ୍ର ସଂସଦ ନିର୍ବାଚନକୁ ନେଇ ବଲାଙ୍ଗୀର କଲେଜରେ ଉତ୍ତେଜନା

ବଲାଙ୍ଗୀର,୭ା୧୦(ସୁନିଲ କୁମାର ମହାନ୍ତି): କଲେଜ ନିର୍ବାଚନକୁ ନେଇ ଏବେଠୁ ବଲାଙ୍ଗିର ଜିଲାରେ ଉତ୍ତେଜନା ଦେଖାଦେଲାଣି। ବଲାଙ୍ଗୀର ପୁଇଁନ୍ତଳା ନିକଟରେ ଥିବା ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ଦେଖାଦେବା ସହ ଛାତ୍ରମାନଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଥିବା ଦେଖିବାକୁ ମିଳିଛି। କଲେଜ କ୍ୟାମ୍ପସରେ ଅଣଛାତ୍ର…

ଆଗକୁ ପଞ୍ଚାୟତ ନିର୍ବାଚନ: ଜିତିବା ପାଇଁ ଭାଜପା କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ରାଜ୍ୟ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ

ଭୁବନେଶ୍ୱର,୪ା୧୦: ରାଜ୍ୟରେ ଆଗକୁ ଆସୁଛି ପଞ୍ଚାୟତ ନିର୍ବାଚନ। ଗ୍ରାମାଞ୍ଚଳରେ ଦଳର ସଂଗଠନକୁ ଆହୁରି ସୁଦୃଢ଼ କରିବା ଏବଂ ନିର୍ବାଚନୀ ମଇଦାନରେ ସଫଳତା ହାସଲ କରିବା ପାଇଁ ଭାରତୀୟ ଜନତା ପାର୍ଟି ଭାଜପା ଶିବିରରେ ତତ୍ପରତା ପ୍ରକାଶ ପାଇଛି। ଏହି ପରିପ୍ରେକ୍ଷୀରେ ଦଳ…

ଓଡ଼ିଶା ଆସିବେ ରାହୁଲ

ଭୁବନେଶ୍ୱର,୩ା୮(ରବିନାରାୟଣ ଜେନା): କେନ୍ଦ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଯୁବ ଓ ଛାତ୍ର ସମାଜ ବିରୋଧୀ ବୋଲି ଛାତ୍ର କଂଗ୍ରେସର ରାଷ୍ଟ୍ରୀୟ ସଭାପତି ବିନୋଦ ଜାଖର କହିଛନ୍ତି। ରାଜ୍ୟ ଛାତ୍ର କଂଗ୍ରେସ ପକ୍ଷରୁ ଆୟୋଜିତ ‘ଛାତ୍ରୋଂ କି ଗୁଞ୍ଜ୍‌’ କାର୍ଯ୍ୟକ୍ରମରେ ଯୋଗଦେଇ…

ସୁଶାନ୍ତଙ୍କ ପରଲୋକରେ ଶୋକ ପ୍ରକାଶ କଲେ ନବୀନ

ଭୁବନେଶ୍ୱର/ବରଗଡ଼,୨୭ା୭(ପ୍ରେମାନନ୍ଦ ଖମାରୀ): ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ରବିବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ତାଙ୍କ ପରଲୋକରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ନବୀନ ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ ଶୋକ ପ୍ରକାଶ କରି କହିଛନ୍ତି,…

ପରଲୋକରେ ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂ

ବରଗଡ଼,୨୭ା୭(ପ୍ରେମାନନ୍ଦ ଖମାରୀ): ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହ ଆଉ ନାହାନ୍ତି। ରବିବାର ବିଳମ୍ବିତ ରାତିରେ ଭୁବନେଶ୍ବରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ପରଲୋକ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୫୩ ବର୍ଷ ହୋଇଥିଲା। ସ୍ବର୍ଗତ ସିଂହ ବିଜେଡିର ଜଣେ ଆଗଧାଡ଼ିର…

ଗଞ୍ଜାମ ଜିଲା ଭାଜପା ଯୁବମୋର୍ଚ୍ଚାର ଉପସଭାପତି ଭାବେ ପି.ରାମବାବୁ ନିଯୁକ୍ତ, କହିଲେ ଦଳର…

ଛତ୍ରପୁର,୨୩ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନଆର୍ଯ୍ୟପଲ୍ଲୀ ଗ୍ରାମର ଯୁବ ସଂଗଠକ ପି. ରାମବାବୁଙ୍କୁ ଭାରତୀୟ ଜନତା ପାର୍ଟି ଯୁବମୋର୍ଚ୍ଚାର ଗଞ୍ଜାମ ଜିଲା ଉପସଭାପତି ଭାବେ ନିଯୁକ୍ତ କରାଯାଇଛି। ଏହି ଦାୟିତ୍ୱ ପାଇଁ ସେ ପ୍ରଥମେ ପ୍ରଧାନମନ୍ତ୍ରୀ…

ତାମ୍ପରାରେ ମେଳି ବାନ୍ଧିଲେ ଶତାଧିକ ବିଜେଡି କର୍ମୀ, ଭାଜପା ସରକାରକୁ ଟାର୍ଗେଟ୍‌ କରି…

ଗଞ୍ଜାମ,୨୦ା୭(ବିଦ୍ୟାଧର ସାହୁ): ଛତ୍ରପୁର ମଣ୍ଡଳୀ ସ୍ତରୀୟ ବିଜେଡିର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ତାମ୍ପରା ହ୍ରଦଠାରେ ଅନୁଷ୍ଠିତ ହୋଇଯାଇଛି। ପୂର୍ବତନ ବିଧାୟକ ସୁବାସ ଚନ୍ଦ୍ର ବେହେରା ଏହାର ନେତୃତ୍ୱ ନେଇଥିଲେ। ଦଳର ସାଙ୍ଗଠନିକ ଉପରେ ବିସ୍ତୃତ ଆଲୋଚନା ହୋଇଥିଲା l ରାଜ୍ୟରେ…

ଭାଜପାରେ ସାମିଲ ହେଲେ ପ୍ରଭାତ ବିଶ୍ୱାଳ, ଶହଶହ ସମର୍ଥକଙ୍କ ସହ ଆସି…

ଭୁବନେଶ୍ୱର,୧୨ା୭: କଟକ ରାଜନୀତିରେ ବଡ଼ଧରଣର ହଲଚଲ। ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ବିଜେଡିରୁ ବିତାଡ଼ିତ ହୋଇଥିବା ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳ ରବିବାର ଭାଜପାରେ ସାମିଲ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟ ସଭାପତି ମନମୋହନ ସାମଲଙ୍କ…

ଆଗକୁ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ: ଏବେଠୁ କର୍ମୀଙ୍କୁ କର୍ଣ୍ଣମନ୍ତ୍ର ଦେବାକୁ ବିଜେଡିର ମେଳି

ଦାରିଙ୍ଗବାଡ଼ି,୮ା୭(ଅରୁଣ ସାହୁ): ଆଗକୁ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ। ଏଥିପାଇଁ ଏବେଠାରୁ ଗାଁଗାଁରେ ଲୋକଙ୍କୁ ବିଭିନ୍ନ ଦଳ ପକ୍ଷରୁ ଦିଆଯାଉଛି ମନ୍ତ୍ରଣା। ଏଭଳି ଦେଖିବାକୁ ମିଳିଛି କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ। ବିଜେଡି ପକ୍ଷରୁ ୮ ପଞ୍ଚାୟତ ତଥା…

ଭାଜପାରେ ସାମିଲ ହେଲେ ମଣ୍ଡଳ ଦମ୍ପତି, ତାଙ୍କ ସହିତ…

ଭୁବନେଶ୍ୱର,୧ା୭: ଭାଜପାରେ ବୁଧବାର ସାମିଲ ହୋଇଛନ୍ତି ବିଜେଡିର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳ ଏବଂ ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ। ଶଙ୍ଖ ଛାଡ଼ି ଏହି ଦମ୍ପତି ଏବେ ପଦ୍ମ ଧରିଛନ୍ତି। ତାଙ୍କ ସହିତ ବିଜେଡିର ସୁବାସିନୀ ସାହୁ ମଧ୍ୟ ଆଜି ଭାଜପାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?