Odisha Politics

ସୁଜାତା ବିଜେଡିରେ ମିଶିବା ପରେ ନବୀନ ଦେଲେ ସ୍ପଷ୍ଟୀକରଣ, କହିଲେ ଆସନ୍ତା ନିର୍ବାଚନରେ ମୁଁ…

ଭୁବନେଶ୍ୱର,୨୫ା୬: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି। କାର୍ତ୍ତିକ ପାଣ୍ଡିଆନ୍‌ଙ୍କ ସ୍ତ୍ରୀ ତଥା ପୂର୍ବତନ ଆଇଏଏସ୍‌ ଅଫିସର ସୁଜାତା କାର୍ତ୍ତିକେୟନ ଗୁରୁବାର ବିଧିବଦ୍ଧ ଭାବେ ବିଜେଡିରେ ମିଶିଛନ୍ତି।…

4 months ago

ବିଜେଡି ପରାଜୟର ଗୁମର ଖୋଲିଲେ ଦଳୀୟ ବିଧାୟକ ଗୌତମବୁଦ୍ଧ ଦାସ, କହିଲେ ଅଧିକ…

ଭୁବନେଶ୍ୱର,୧୩ା୬: ପୁଣି ଥରେ ବିଜେଡି ପରାଜୟର କଥା ଦୋହରାଇଛନ୍ତି ବିଜେଡିର ଭୋଗରାଇ ବିଧାୟକ ଗୌତମବୁଦ୍ଧ ଦାସ। ନିଜ ନିର୍ବାଚନ ମଣ୍ଡଳୀର ଏକ କାର୍ଯ୍ୟକ୍ରମରେ ବିଧାୟକ ବିଜେଡିର ପରାଜୟ…

4 months ago

ରାଜନୀତିରେ ବଡ଼ ହଲଚଲ: NAC ଅଧ୍ୟକ୍ଷଙ୍କ ସହ ୧୧ କାଉନସିଲର ଛାଡ଼ିଲେ ବିଜେଡି

ବାଲିଗୁଡ଼ା,୫ା୬: କନ୍ଧମାଳ ଜିଲା ବାଲିଗୁଡ଼ା ରାଜନୀତିରେ ଏକ ବଡ଼ ହଲଚଲ ହୋଇଛି। ଏକାଧିକ ନେତା ବିଜେଡି ଛାଡ଼ିଛନ୍ତି। ବାଲିଗୁଡ଼ା NAC ଅଧ୍ୟକ୍ଷଙ୍କ ସମେତ ୧୧ କାଉନସିଲର ଏକାବେଳକେ…

5 months ago

ନବୀନଙ୍କ ପାଦ ଛୁଇଁ ଆଶୀର୍ବାଦ ନେଲେ ଭାଜପା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ, କହିଲେ ମୋ’ ରାଜନୈତିକ ଜୀବନ…

ଭୁବନେଶ୍ୱର,୨୪ା୫: ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ନୀଳମଣି ରାଉତରାୟଙ୍କ ଜନ୍ମଜୟନ୍ତୀରେ ଯୋଗଦେବାକୁ ଆସୁଥିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଏହି ସମୟରେ ନବୀନଙ୍କ ପାଦ ଛୁଇଁ ଆଶୀର୍ବାଦ…

5 months ago

ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ, ସୂଚନା ଦେଇ ରାଜସ୍ବ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୪ା୫: ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବର୍ଷ ପୂର୍ତ୍ତିକୁ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ କରାଯାଇଛି। ଏନେଇ ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ଖର୍ଚ୍ଚ କାଟ…

5 months ago

କଂଗ୍ରେସ ଛାଡ଼ିଲେ ପ୍ରଶାନ୍ତ ଶତପଥୀ, ପିସିସି ସଭାପତିଙ୍କ ବିରୋଧରେ…

ଭୁବନେଶ୍ୱର,୨୭ା୪: କଂଗ୍ରେସ ଛାଡ଼ିଛନ୍ତି ପ୍ରଶାନ୍ତ ଶତପଥୀ। ସେ କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ପ୍ରଶାନ୍ତ ତାଙ୍କର ଇସ୍ତଫାପତ୍ର କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ନିକଟକୁ…

6 months ago

ଶଙ୍ଖଭବନରେ ବିଧାୟକ ଦଳ ବୈଠକ ପରେ ବଡ଼ ନିଷ୍ପତ୍ତି ନେବ ବିଜେଡି, ନିଲମ୍ବିତ ହୋଇଥିବା ବିଧାୟକଙ୍କୁ…

ଭୁବନେଶ୍ୱର,୨୭ା୪: ଶଙ୍ଖଭବନରେ ବିଧାୟକ ଦଳ ବୈଠକ ପରେ ବଡ଼ ନିଷ୍ପତ୍ତି ନେବ ବିଜେଡି। ରାଜ୍ୟ ସଭା ନିର୍ବାଚନରେ କ୍ରସ୍‌ ଭୋଟିଂ ପାଇଁ ୬ ବିଧାୟକଙ୍କୁ ନିଲମ୍ବନ କରିଥିଲା…

6 months ago

ବିଜୁବାବୁଙ୍କୁ ନେଇ ଏମିତି ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, କହିଲେ ଆମେ ତାଙ୍କର…

ଭୁବନେଶ୍ୱର,୧୭ା୪: ଆଜି ଅର୍ଥାତ୍‌ ଶୁକ୍ରବାର ବିଜୁବାବୁଙ୍କ ଶ୍ରାଦ୍ଧ ବାର୍ଷିକୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମହାନ ଜନନାୟକ ବିଜୁବାବୁଙ୍କୁ ମନେ ପକାଇ ଏକ ବଡ଼…

6 months ago

କେନ୍ଦ୍ରାପଡ଼ା ଜିଲାର ଏହି ବ୍ଲକରେ ବିଜେଡିରୁ ସମସ୍ତେ ଦେଇଦେଲେ ଇସ୍ତଫା

ପାଟକୁରା,୧୨ା୪(ରବୀନ୍ଦ୍ର ନାଥ ବାରିକ): କେନ୍ଦ୍ରାପଡା ଜିଲା ପାଟକୁରା ନିର୍ବାଚନ ମଣ୍ଡଳୀ ଗରଦପୁର ବ୍ଲକ ବିଜେଡି ସମର୍ଥିତ ତଥା ବିଧାୟକ ଅରବିନ୍ଦ ମହାପାତ୍ରଙ୍କ ଅନୁଗତମାନେ ବିଜେଡିରୁ ସମୂହ ଇସ୍ତଫା…

6 months ago

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

6 months ago

ବିଜେଡିର ୬ ବିଧାୟକ ଦଳରୁ ନିଲମ୍ବିତ

ଭୁବନେଶ୍ୱର,୨୧ା୩: ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କଡ଼ା ଆକ୍ସନ ନେଇଛନ୍ତି। ଦଳରୁ ୬ ବିଧାୟକଙ୍କୁ ନବୀନ ନିଲମ୍ବନ କରିଛନ୍ତି।…

7 months ago

ଇଦ୍‌ରେ ଝିଅ ସୋଫିଆଙ୍କୁ ନେଇ ବଡ଼ କଥା କହିଦେଲେ ବାପା ମୋକିମ୍‌, ଭବିଷ୍ୟତରେ ଭାଜପା…

ଭୁବନେଶ୍ୱର,୨୧ା୩: ଆଜି ଇଦ୍‌ ପାଳନ ଅବସରରେ ମହମ୍ମଦ ମୋକିମ୍‌ ଝିଅ ସୋଫିଆ ଫିର୍ଦ୍ଦୋସଙ୍କୁ ନେଇ ଏକ ବଡ଼ କଥା କହିଛନ୍ତି। ସେ କହିଛନ୍ତି, ମୁଁ ନୂଆ ପାର୍ଟି…

7 months ago