Tag Archives: Odisha Politics

ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ, ସୂଚନା ଦେଇ ରାଜସ୍ବ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୪ା୫: ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବର୍ଷ ପୂର୍ତ୍ତିକୁ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ କରାଯାଇଛି। ଏନେଇ ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ଖର୍ଚ୍ଚ କାଟ କରାଯାଉଛି, ପ୍ରଧାନମନ୍ତ୍ରୀ ଆସିଲେ ନିରାଡମ୍ବର ଉତ୍ସବ ପାଳନ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି।…

କଂଗ୍ରେସ ଛାଡ଼ିଲେ ପ୍ରଶାନ୍ତ ଶତପଥୀ, ପିସିସି ସଭାପତିଙ୍କ ବିରୋଧରେ…

ଭୁବନେଶ୍ୱର,୨୭ା୪: କଂଗ୍ରେସ ଛାଡ଼ିଛନ୍ତି ପ୍ରଶାନ୍ତ ଶତପଥୀ। ସେ କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ପ୍ରଶାନ୍ତ ତାଙ୍କର ଇସ୍ତଫାପତ୍ର କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ନିକଟକୁ ପଠାଇ ଦେଇଛନ୍ତି। ଇସ୍ତଫା ଦେବା ସହ ପିସିସି ସଭାପତି ଭକ୍ତ ଦାସଙ୍କ ବିରୋଧରେ…

ଶଙ୍ଖଭବନରେ ବିଧାୟକ ଦଳ ବୈଠକ ପରେ ବଡ଼ ନିଷ୍ପତ୍ତି ନେବ ବିଜେଡି, ନିଲମ୍ବିତ ହୋଇଥିବା ବିଧାୟକଙ୍କୁ…

ଭୁବନେଶ୍ୱର,୨୭ା୪: ଶଙ୍ଖଭବନରେ ବିଧାୟକ ଦଳ ବୈଠକ ପରେ ବଡ଼ ନିଷ୍ପତ୍ତି ନେବ ବିଜେଡି। ରାଜ୍ୟ ସଭା ନିର୍ବାଚନରେ କ୍ରସ୍‌ ଭୋଟିଂ ପାଇଁ ୬ ବିଧାୟକଙ୍କୁ ନିଲମ୍ବନ କରିଥିଲା ବିଜେଡି। ତେବେ ଏହି ନିଲମ୍ବିତ ବିଧାୟକଙ୍କ ସଭ୍ୟ ପଦ ରଦ୍ଦ ପାଇଁ ବାଚସ୍ପତିଙ୍କୁ…

ବିଜୁବାବୁଙ୍କୁ ନେଇ ଏମିତି ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, କହିଲେ ଆମେ ତାଙ୍କର…

ଭୁବନେଶ୍ୱର,୧୭ା୪: ଆଜି ଅର୍ଥାତ୍‌ ଶୁକ୍ରବାର ବିଜୁବାବୁଙ୍କ ଶ୍ରାଦ୍ଧ ବାର୍ଷିକୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମହାନ ଜନନାୟକ ବିଜୁବାବୁଙ୍କୁ ମନେ ପକାଇ ଏକ ବଡ଼ କଥା କହିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିଜୁବାବୁ ଏହି ଓଡ଼ିଶାକୁ ସମୃଦ୍ଧ କରିବାକୁ ସ୍ବପ୍ନ…

କେନ୍ଦ୍ରାପଡ଼ା ଜିଲାର ଏହି ବ୍ଲକରେ ବିଜେଡିରୁ ସମସ୍ତେ ଦେଇଦେଲେ ଇସ୍ତଫା

ପାଟକୁରା,୧୨ା୪(ରବୀନ୍ଦ୍ର ନାଥ ବାରିକ): କେନ୍ଦ୍ରାପଡା ଜିଲା ପାଟକୁରା ନିର୍ବାଚନ ମଣ୍ଡଳୀ ଗରଦପୁର ବ୍ଲକ ବିଜେଡି ସମର୍ଥିତ ତଥା ବିଧାୟକ ଅରବିନ୍ଦ ମହାପାତ୍ରଙ୍କ ଅନୁଗତମାନେ ବିଜେଡିରୁ ସମୂହ ଇସ୍ତଫା ଦେଇଛନ୍ତି। ଗରଦପୁର ବ୍ଲକର ବିଜେଡି ପଞ୍ଚାୟତ ସଭାପତି ଓ ବିଭିନ୍ନ ପଞ୍ଚାୟତର ସରପଞ୍ଚ,…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ ସ୍ଥାନୀୟ ରାଜନୀତିରେ ହଲଚଲ ସୃଷ୍ଟି ହୋଇଛି। ତେବେ ଆଗାମୀ ଦିନରେ ସେ କେଉଁ…

ବିଜେଡିର ୬ ବିଧାୟକ ଦଳରୁ ନିଲମ୍ବିତ

ଭୁବନେଶ୍ୱର,୨୧ା୩: ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କଡ଼ା ଆକ୍ସନ ନେଇଛନ୍ତି। ଦଳରୁ ୬ ବିଧାୟକଙ୍କୁ ନବୀନ ନିଲମ୍ବନ କରିଛନ୍ତି। ଏମାନେ ହେଲେ ବାଲିଗୁଡ଼ା ବିଧାୟକ ଚକ୍ରମଣି କହଁର, ଜୟଦେବ ବିଧାୟକ ନବକିଶୋର ମଲ୍ଲିକ,…

ଇଦ୍‌ରେ ଝିଅ ସୋଫିଆଙ୍କୁ ନେଇ ବଡ଼ କଥା କହିଦେଲେ ବାପା ମୋକିମ୍‌, ଭବିଷ୍ୟତରେ ଭାଜପା…

ଭୁବନେଶ୍ୱର,୨୧ା୩: ଆଜି ଇଦ୍‌ ପାଳନ ଅବସରରେ ମହମ୍ମଦ ମୋକିମ୍‌ ଝିଅ ସୋଫିଆ ଫିର୍ଦ୍ଦୋସଙ୍କୁ ନେଇ ଏକ ବଡ଼ କଥା କହିଛନ୍ତି। ସେ କହିଛନ୍ତି, ମୁଁ ନୂଆ ପାର୍ଟି ‘ଓଡ଼ିଶା ଜନତା କଂଗ୍ରେସ’ ଗଠନ କରିଛି। ସୋଫିଆ ଏଥିରେ ଯୋଗ ଦେବେ କି…

କ୍ରସ୍‌ ଭୋଟିଂକୁ ମାନିନେଲେ ସୌଭିକ୍‌, କହିଲେ ବାପାଙ୍କୁ ବହିଷ୍କାର କରିଥିଲେ, ପ୍ରତିଶୋଧ ନେଲି

ଭୁବନେଶ୍ୱର,୧୬ା୩: ରାଜ୍ୟ ସଭା ନିର୍ବାଚନରେ କ୍ରସ୍‌ ଭୋଟିଂ ହୋଇଥିବା ଜୋର୍‌ଦାର ଚର୍ଚ୍ଚା ହେଉଛି। ତେବେ ଏହି କ୍ରସ୍‌ ଭୋଟିଂକୁ ମାନି ନେଇଛନ୍ତି ବିଧାୟକ ସୌଭିକ ବିଶ୍ବାଳ। ବିଜୁ ବାବୁଙ୍କ ଆଶୀର୍ବାଦ ଯାହାଙ୍କ ପ୍ରତି ଅଛି, ତାଙ୍କୁ ଭୋଟ୍‌ ଦେଇଛି। ବାପାଙ୍କୁ ବହିଷ୍କାର…

ବିଜେଡି ସହ ବୁଝାମଣାକୁ ନେଇ ଏମିତି କହିଲେ ସୋଫିଆ, କଂଗ୍ରେସର ସ୍ଥିତି ଆଜି କେବଳ…

ଭୁବନେଶ୍ୱର,୧୪ା୩: ବିଧାୟିକା ସୋଫିଆ ଫିର୍ଦ୍ଦୋସ ଖୋଲାଖୋଲି ଭାବେ ତାଙ୍କର ଅସନ୍ତୋଷ ଝାଡ଼ିଛନ୍ତି। ବିଜେଡି ସହ ବୁଝାମଣାକୁ ନେଇ ଉଠୁଥିବା କଥା ଉପରେ ସେ ଖୁବ୍‌ ରାଗିଯାଇଛନ୍ତି। ସେ କହିଛନ୍ତି, ରାଜ୍ୟ ସଭା ପାଇଁ ପ୍ରାର୍ଥୀ ଚୟନ ପୂର୍ବରୁ କୌଣସି ଆଲୋଚନା ହୋଇନି।…

ରାଜ୍ୟ ସଭା ନିର୍ବାଚନକୁ ନେଇ ନବୀନ-ଜୟନାରାୟଣ ମୁହାଁମୁହିଁ, ଘୋଡ଼ା ବେପାର କଥା ଉଠାଇ…

ଭୁବନେଶ୍ୱର,୧୪ା୩: ଆସନ୍ତା ୧୬ ତାରିଖରେ ଅନୁଷ୍ଠିତ ହେବ ରାଜ୍ୟ ସଭା ନିର୍ବାଚନ। ଏନେଇ ରାଜ୍ୟର ୩ ପ୍ରମୁଖ ଦଳ ଭାଜପା, ବିଜେଡି ଏବଂ କଂଗ୍ରେସ ନିଜ ବିଧାୟକମାନଙ୍କୁ ଏକାଠି ରଖିବା ପାଇଁ ପୂରା ଦମ୍‌ ଲଗାଇ ଦେଇଛନ୍ତି। ଏହା ଭିତରେ ପ୍ରତ୍ୟେକ…

ଆଜିଠୁ ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ: ଆସିବ ବ୍ୟୟମଞ୍ଜୁରୀ ବିଲ୍‌

ଭୁବନେଶ୍ୱର,୯।୩ (ରବିନାରାୟଣ ଜେନା): ସପ୍ତଦଶ ବିଧାନସଭାର ଷଷ୍ଠ ତଥା ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ସୋମବାରଠାରୁ ଆରମ୍ଭ ହେବ। ଏହି ସମୟରେ ବିଭିନ୍ନ ବିଭାଗର ଖର୍ଚ୍ଚ ଦାବି ଆଲୋଚନା ସହିତ ବ୍ୟୟମଞ୍ଜୁରୀ ବିଲ୍‌ ଆସିବ। ଏପ୍ରିଲ ୮ ପର୍ଯ୍ୟନ୍ତ ହେବାକୁ ଥିବା ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri