ହାତ ପରେ ପାଣ୍ଡିଆନ ଗୋଡ଼କୁ ନିୟନ୍ତ୍ରଣ କରୁଥିବା କଥା କେତେ ସତ କେତେ ମିଛ? ସାମ୍ନାକୁ ଆସିଲା ପ୍ରକୃତ ଭିଡିଓ…
ଭୁବନେଶ୍ୱର,୨୯।୫: ରାଜ୍ୟରେ ଅନ୍ତିମ ପର୍ଯ୍ୟାୟ ନିର୍ବାଚନର ଦିନ ଯେତିକି ପାଖେଇ ଆସୁଛି, ରାଜନୀତି ସେତିକି ସରଗରମ ହେବାରେ ଲାଗିଛି। ଏଭଳି ସ୍ଥିତିରେ ଭାଜପା ବିଜେଡିର ପ୍ରଚାର ମଙ୍ଗ ଧରିଥିବା ନେତା ୫ଟି ପାଣ୍ଡିଆନ୍ଙ୍କୁ ଜୋରଦାର ଟାର୍ଗେଟ କରୁଛି। ଗତ ଦୁଇଦିନ...
ଧର୍ମେନ୍ଦ୍ର ପ୍ରଧାନଙ୍କୁ ପାଣ୍ଡିଆନଙ୍କ ଖୋଲା ଚ୍ୟାଲେଞ୍ଜ, ଦମ ଅଛି ତ…
ପାରଳାଖେମୁଣ୍ଡି,୪ା୫: ପାରାଳାଖେମୁଣ୍ଡିରେ ନବୀନଙ୍କ ପ୍ରଚାର ସଭାରେ ଧର୍ମେନ୍ଦ୍ରଙ୍କ ନାଁ ନନେଇ ଖୋଲା ଚ୍ୟାଲେଞ୍ଜ ଦେଲେ କାର୍ତ୍ତିକ ପାଣ୍ଡିଆନ। ଦମ ଅଛି ତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କୁ ମୁଖ୍ଯମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରୁ ଭାଜପା। ଧର୍ମେନ୍ଦ୍ର ମୁଖ୍ଯମନ୍ତ୍ରୀ ପ୍ରାର୍ଥୀ ହେଲେ ଭାଜପା ଓଡ଼ିଶାରେ...
ବିଜେଡିରୁ ଇସ୍ତଫା ଦେଲେ ଅସିତ ପଟ୍ଟନାୟକ
ଭଦ୍ରକ,୪।୪(ସନାତନ ରାଉତ): ଭଦ୍ରକ ରାଜନୀତିର ଚର୍ଚ୍ଚିତ ଯୁବ ଚେହେରା ତଥା ପୂର୍ବତନ ମନ୍ତ୍ରୀ ଯୁଗଳ କିଶୋର ପଟ୍ଟନାୟକଙ୍କ ପୁଅ ଅସିତ ପଟ୍ଟନାୟକ (ବୁଲୁ ) ବୁଧବାର ରାତିରେ ବିଜେଡିରୁ ଇସ୍ତଫା ଦେଇଛନ୍ତି l ଦଳର ସଭାପତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ...
ବିଜେପୁରରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ, ସନତଙ୍କ ଉପରେ ଭାଜପାର ଭରସା
ବରଗଡ଼,୨।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ଏକଦା କଂଗ୍ରେସର ଗଡ଼ ଥିଲା। ପୂର୍ବତନ କଂଗ୍ରେସ ବିଧାୟକ ସ୍ବର୍ଗତ ସୁବଳ ସାହୁଙ୍କ ଦେହାନ୍ତ ପରେ ତାଙ୍କ ପରିବାର ବିଜେଡିରେ ମିଶିଥିଲେ । ଏହି ମିଶ୍ରଣ ପରେ ଆସନଟି...
କୁଚିଣ୍ଡାରେ ଗୁରୁ-ଶିଷ୍ୟ ଲଢ଼େଇ
ସମ୍ବଲପୁର,୨୪।୩ (ଭବାନୀ ଶଙ୍କର ଭୋଇ): ବିଜେଡି-ଭାଜପା ମେଣ୍ଟ ଚର୍ଚ୍ଚା ହୋଇଆସୁଥିବାରୁ କାହାର ଟିକେଟ କଟିବ ଓ କେଉଁଠି କାହାକୁ ଟିକେଟ ମିଳିବ, ସେ ନେଇ ଆଶାୟୀମାନେ ଚିନ୍ତାରେ ରହିଥିଲେ। ଶୁକ୍ରବାର ମେଣ୍ଟ ଆଲୋଚନାରେ ବିରାମ ଲାଗିବା ପରେ ଏବେ ଦୁଇ...
ସମ୍ବଲପୁର-ପୁରୀ-ଭୁବନେଶ୍ୱର ପାଇଁ ପ୍ରାର୍ଥୀ ଫାଇନାଲ କଲା ଭାଜପା! ଜାଣନ୍ତୁ ୩ ସମ୍ଭାବ୍ୟ ପ୍ରାର୍ଥୀ କିଏ…
ଭୁବନେଶ୍ୱର,୨୪।୩: ରାଜ୍ୟରେ ମେଣ୍ଟ ସରକାରଙ୍କୁ ନେଇ ସମସ୍ତ କଳ୍ପନାଜଳ୍ପନାରେ ପୂର୍ଣ୍ଣଚ୍ଛେଦ ପଡ଼ିବା ପରେ ଏବେ ସମ୍ଭାବ୍ୟ ପ୍ରାର୍ଥୀ ତାଲିକା ଉପରେ ସମସ୍ତଙ୍କ ନଜର ରହିଛି। ଏହାକୁ ନେଇ ଦିଲ୍ଲୀରେ ରାଜ୍ୟ ଭାଜପା ନେତାଙ୍କୁ ନେଇ ଘନଘନ ବୈଠକ ବସୁଛି। ଏହି...
ଅପରାଜିତା କହିଲେ- ‘ସଭାପତି ସ୍ପଷ୍ଟ କରିସାରିଛନ୍ତି, ଆମେ ଏକାକୀ ଲଢ଼ିବୁ’
ଭୁବନେଶ୍ୱର,୧୪।୩: ଓଡ଼ିଶାରେ ଏକାକୀ ନିର୍ବାଚନ ଲଢ଼ିବ ଭାଜପା। ଲୋକମାନଙ୍କ ଆଶୀର୍ବାଦ, ଶୁଭେଚ୍ଛାରେ ସରକାର ଗଢ଼ିବୁ। କିଛି ଏଭଳି କହି ମେଣ୍ଟ କଥାକୁ ଏଡ଼ାଇ ଦେଇଛନ୍ତି ଭାଜପା ସଭାପତି ମନମୋହନ ସାମଲ। ଦିଲ୍ଲୀରୁ ଫେରି ଗୁରୁବାର ସେ ପୁରୁଣା କଥାକୁ ଦୋହରାଇଛନ୍ତି।...
ମେଣ୍ଟ ହେଲେ ୧୪୭ ପ୍ରାର୍ଥୀ ଯିବେ କୁଆଡ଼େ? ଚର୍ଚ୍ଚା ବଢ଼ୁଛି…
ଭୁବନେଶ୍ୱର,୧୨।୩: ରାଜ୍ୟରେ ବିଜେଡି-ଭାଜପା ମେଣ୍ଟ ନେଇ ଚର୍ଚ୍ଚା ହେବା ଦିନଠାରୁ ଚିନ୍ତାରେ ପଡ଼ିଯାଇଛନ୍ତି ନେତା। ରାଜ୍ୟର ୩ ପ୍ରମୁଖ ଦଳର ଅଧିକାଂଶ ନେତା ବର୍ତ୍ତମାନ ନିଜର ରାଜନୈତିକ ଭବିଷ୍ୟତ କଥା ଚିନ୍ତା କରି ଦ୍ୱନ୍ଦ୍ୱରେ ପଡିଗଲେଣି। ଯଦି ମେଣ୍ଟ ନ...
ସମ୍ଭାବ୍ୟ ମେଣ୍ଟକୁ ନେଇ ଚର୍ଚ୍ଚା: ଶିବକୁମାର କିମ୍ବା ରେଭନ୍ଥ ଭଳି ନେତା ଥିଲେ
ଭୁବନେଶ୍ୱର,୮।୩: ଆସନ୍ତା ନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇନାହିଁ। କିନ୍ତୁ ଓଡ଼ିଶାରେ ରାଜନୀତି ରୋଚକ ସ୍ତରରେ । ଚାରିଆଡ଼େ ଆଲୋଚନା ହେଉଛି ଏଠାରେ ବିଜେଡି ଓ ଭାଜପା ମଧ୍ୟରେ ମେଣ୍ଟ ହୋଇପାରେ। ସେଥିପାଇଁ ଉଭୟ ଦଳର ଆଶାୟୀ ଆଶଙ୍କାରେ। ଦୀର୍ଘବର୍ଷ...
ଓଡ଼ିଶାରେ ଭାଜପା-ବିଜେଡି ମେଣ୍ଟ ହେବା ଏକପ୍ରକାର ନିଶ୍ଚିତ, ଏହି ଫର୍ମୂଲାରେ ହୋଇପାରେ ଆସନ ବୁଝାମଣା !
ଭୁବନେଶ୍ୱର,୬।୩: ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଭାଜପା-ବିଜେଡି ମଧ୍ୟରେ ମେଣ୍ଟ ସରକାର ଏକପ୍ରକାର ହେବା ନିଶ୍ଚିତ ବୋଲି କୁହାଯାଉଛି। ଏମିତି ହେଲେ ଉଭୟ ଦଳ ଲୋକ ସଭା ଏବଂ ବିଧାନସଭା ନିର୍ବାଚନ ଏକାଠି ଲଢ଼ିବେ। ଦିଲ୍ଲୀରେ ଅନୁଷ୍ଠିତ ଭାଜପାର କୋର୍...
ବିଜେଡିରେ ମିଶିଲେ ରାଜନଗର ପୂର୍ବତନ ବିଧାୟକ ଅଂଶୁମାନ ମହାନ୍ତି
ଭୁବନେଶ୍ୱର,୧୬।୨: ସମସ୍ତ କଳ୍ପନାଜଳ୍ପନାର ଅନ୍ତ। ବିଜୁ ଜନତା ଦଳ(ବିଜେଡି)ରେ ମିଶିଲେ ରାଜନଗରର ପୂର୍ବତନ କଂଗ୍ରେସ ବିଧାୟକ ଅଂଶୁମାନ ମହାନ୍ତି। ଶୁକ୍ରବାର ଶଙ୍ଖ ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ କେନ୍ଦ୍ରାପଡ଼ା ଜିଲାର ବିଜେଡି ବିଧାୟକ ଓ ନିଜ ସମର୍ଥକଙ୍କ ଉପସ୍ଥିତିରେ ସେ ବିଜେଡିରେ...
ଭାଜପା ପଇସା ଥୋଇ ରେଡ୍ କରାଇଛି: ସୁର ରାଉତରାୟ
ଭୁବନେଶ୍ୱର,୯।୧୨: ଆୟକର ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ ପରେ ମଦ ବ୍ୟବସାୟୀଙ୍କ ଭାଟି, କାର୍ଯ୍ୟାଳୟ ଏବଂ ବାସଭବନରୁ ଶତାଧିକ କୋଟି ଟଙ୍କା ଜବତ ହେବା ଘଟଣା ରାଜ୍ୟ ତଥା ଦେଶବ୍ୟାପୀ ଚର୍ଚ୍ଚାର ବିଷୟ ପାଲଟିଛି। ବିଶେଷକରି ପଶ୍ଚିମ ଓଡ଼ିଶାର ଅନଗ୍ରସର...
Archives


