Tag Archives: Odisha Politics

କ୍ରସ୍‌ ଭୋଟିଂକୁ ମାନିନେଲେ ସୌଭିକ୍‌, କହିଲେ ବାପାଙ୍କୁ ବହିଷ୍କାର କରିଥିଲେ, ପ୍ରତିଶୋଧ ନେଲି

ଭୁବନେଶ୍ୱର,୧୬ା୩: ରାଜ୍ୟ ସଭା ନିର୍ବାଚନରେ କ୍ରସ୍‌ ଭୋଟିଂ ହୋଇଥିବା ଜୋର୍‌ଦାର ଚର୍ଚ୍ଚା ହେଉଛି। ତେବେ ଏହି କ୍ରସ୍‌ ଭୋଟିଂକୁ ମାନି ନେଇଛନ୍ତି ବିଧାୟକ ସୌଭିକ ବିଶ୍ବାଳ। ବିଜୁ ବାବୁଙ୍କ ଆଶୀର୍ବାଦ ଯାହାଙ୍କ ପ୍ରତି ଅଛି, ତାଙ୍କୁ ଭୋଟ୍‌ ଦେଇଛି। ବାପାଙ୍କୁ ବହିଷ୍କାର…

ବିଜେଡି ସହ ବୁଝାମଣାକୁ ନେଇ ଏମିତି କହିଲେ ସୋଫିଆ, କଂଗ୍ରେସର ସ୍ଥିତି ଆଜି କେବଳ…

ଭୁବନେଶ୍ୱର,୧୪ା୩: ବିଧାୟିକା ସୋଫିଆ ଫିର୍ଦ୍ଦୋସ ଖୋଲାଖୋଲି ଭାବେ ତାଙ୍କର ଅସନ୍ତୋଷ ଝାଡ଼ିଛନ୍ତି। ବିଜେଡି ସହ ବୁଝାମଣାକୁ ନେଇ ଉଠୁଥିବା କଥା ଉପରେ ସେ ଖୁବ୍‌ ରାଗିଯାଇଛନ୍ତି। ସେ କହିଛନ୍ତି, ରାଜ୍ୟ ସଭା ପାଇଁ ପ୍ରାର୍ଥୀ ଚୟନ ପୂର୍ବରୁ କୌଣସି ଆଲୋଚନା ହୋଇନି।…

ରାଜ୍ୟ ସଭା ନିର୍ବାଚନକୁ ନେଇ ନବୀନ-ଜୟନାରାୟଣ ମୁହାଁମୁହିଁ, ଘୋଡ଼ା ବେପାର କଥା ଉଠାଇ…

ଭୁବନେଶ୍ୱର,୧୪ା୩: ଆସନ୍ତା ୧୬ ତାରିଖରେ ଅନୁଷ୍ଠିତ ହେବ ରାଜ୍ୟ ସଭା ନିର୍ବାଚନ। ଏନେଇ ରାଜ୍ୟର ୩ ପ୍ରମୁଖ ଦଳ ଭାଜପା, ବିଜେଡି ଏବଂ କଂଗ୍ରେସ ନିଜ ବିଧାୟକମାନଙ୍କୁ ଏକାଠି ରଖିବା ପାଇଁ ପୂରା ଦମ୍‌ ଲଗାଇ ଦେଇଛନ୍ତି। ଏହା ଭିତରେ ପ୍ରତ୍ୟେକ…

ଆଜିଠୁ ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ: ଆସିବ ବ୍ୟୟମଞ୍ଜୁରୀ ବିଲ୍‌

ଭୁବନେଶ୍ୱର,୯।୩ (ରବିନାରାୟଣ ଜେନା): ସପ୍ତଦଶ ବିଧାନସଭାର ଷଷ୍ଠ ତଥା ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ସୋମବାରଠାରୁ ଆରମ୍ଭ ହେବ। ଏହି ସମୟରେ ବିଭିନ୍ନ ବିଭାଗର ଖର୍ଚ୍ଚ ଦାବି ଆଲୋଚନା ସହିତ ବ୍ୟୟମଞ୍ଜୁରୀ ବିଲ୍‌ ଆସିବ। ଏପ୍ରିଲ ୮ ପର୍ଯ୍ୟନ୍ତ ହେବାକୁ ଥିବା ଏହି…

ନାମାଙ୍କନ ଭରିଲେ ସଂତୃପ୍ତ ମିଶ୍ର, ପାଖରେ ଅଛନ୍ତି ନବୀନଙ୍କ ସହ…

ଭୁବନେଶ୍ୱର,୫ା୩: ରାଜ୍ୟ ସଭା ପାଇଁ ଗୁରୁବାର ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର। ବିଜେଡି ପ୍ରାର୍ଥୀ ଭାବେ ସଂତୃପ୍ତ ଆଜି ତାଙ୍କର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସେ ୩ ସେଟ୍‌ର ନାମାଙ୍କନ ଦାଖଲ କରିଛନ୍ତି। ନାମାଙ୍କନ ଭରିବା ସମୟରେ ବିଜେଡି ଏବଂ…

କୃତଜ୍ଞତା ଜଣାଇଲେ ଦିଲ୍ଲୀପ ରାୟ, ପ୍ରଧାନମନ୍ତ୍ରୀ-ମୁଖ୍ୟମନ୍ତ୍ରୀଙ୍କ ସମେତ…

ଭୁବନେଶ୍ୱର,୪ା୩: ରାଜ୍ୟ ସଭା ନିର୍ବାଚନ ପାଇଁ ଓଡ଼ିଶା ରାଜନୀତି ସରଗରମ ରହିଛି। ଆସନ୍ତା ୧୬ରେ ଅନୁଷ୍ଠିତ ହେବ ରାଜ୍ୟ ସଭା ନିର୍ବାଚନ। କହିବାକୁ ଗଲେ ୩ଟି ଆସନ ପାଇଁ ଭୋଟ ହେବାର ସମ୍ଭାବନା ନାହିଁ। ହେଲେ ୪ର୍ଥ ଆସନକୁ ନେଇ ଯେଉଁ…

ବିଜେଡିର ରାଜ୍ୟ ସଭା ପ୍ରାର୍ଥୀ ଘୋଷଣା ପରେ ନିଆଁବାଣ ପ୍ରଭାତ ବିଶ୍ୱାଳ, ଏକପାଖିଆ ନିଷ୍ପତ୍ତି କହି…

ଭୁବନେଶ୍ୱର,୨୮ା୨: ବିଜେଡିର ରାଜ୍ୟ ସଭା ପ୍ରାର୍ଥୀ ଘୋଷଣା ପରେ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳ। ସେ କହିଛନ୍ତି, ଯିଏ ଦଳ ପାଇଁ କାର୍ଯ୍ୟ କରିଛନ୍ତି ତାଙ୍କୁ ପ୍ରାର୍ଥୀ କରିଥିଲେ ଭଲ ହୋଇଥାନ୍ତା। ଏହା ଏକପାଖିଆ ନିଷ୍ପତ୍ତି…

ରାଜ୍ୟ ସଭା ପାଇଁ ୨ ପ୍ରାର୍ଥୀଙ୍କ ନାଁ ଘୋଷଣା କଲେ ନବୀନ, ଜାଣନ୍ତୁ କିଏ…

ଭୁବନେଶ୍ୱର,୨୮ା୨: ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ରାଜ୍ୟ ସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଶନିବାର ୨ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛନ୍ତି। ଡାକ୍ତର ଦତ୍ତେଶ୍ୱର ହୋତା ଏବଂ ସଂତୃପ୍ତ ମିଶ୍ରଙ୍କୁ ପ୍ରାର୍ଥୀ…

ନବୀନ ନିବାସରେ ଦତ୍ତେଶ୍ୱର ହୋତା: ରାଜ୍ୟ ସଭା ନିର୍ବାଚନ ପ୍ରାର୍ଥୀ ଘୋଷଣାକୁ ନେଇ ବଢ଼ିଲା ଜୋର୍‌ଦାର ଚର୍ଚ୍ଚା,

ଭୁବନେଶ୍ୱର,୨୮ା୨: ରାଜ୍ୟ ସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିପାରେ ବିଜେଡି। ଅନ୍ୟପକ୍ଷରେ ଡାକ୍ତର ଦତ୍ତେଶ୍ୱର ହୋତା ନବୀନ ନିବାସରେ ପହଞ୍ଚିବା ପରେ ରାଜନୈତିକ ମହଲରେ ଜୋର୍‌ଦାର ଚର୍ଚ୍ଚା ବଢ଼ିଛି। ପୂର୍ବରୁ ପିସିସି ସଭାପତି ଭକ୍ତ ଦାସ ମଧ୍ୟ ଦତ୍ତେଶ୍ୱରଙ୍କ ନାଁ…

ଏଥର ଚତୁର୍ଥ ଆସନ ଲଢ଼ିବ ବିଜେଡି, ସାରଦା ଜେନା କହିଲେ ବର୍ତ୍ତମାନ ଦଳର ସବୁ ବିଧାୟକ…

ଭୁବନେଶ୍ୱର,୨୭ା୨: ରାଜ୍ୟ ସଭା ନିର୍ବାଚନକୁ ନେଇ ବିଜେଡି ବିଧାୟକ ସାରଦା ଜେନା ଶୁକ୍ରବାର ଏକ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ବିଜେଡି ଚତୁର୍ଥ ଆସନ ଲଢ଼ିବ। ବର୍ତ୍ତମାନ ବିଜେଡି ଏକ ହୋଇଛି, ବିରୋଧୀ ଦଳ ହିସାବରେ ଲଢ଼ିବ। ଦଳ ସୁପ୍ରିମୋ…

ବିଧାନସଭାରେ ନିଆରା ଦୃଶ୍ୟ: ନବୀନଙ୍କ ସହ ଭେଟ ହୋଇଗଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଆଉ ତା’ ପରେ…

ଭୁବନେଶ୍ୱର,୨୩ା୨: ସୋମବାର ବିଧାନସଭାରେ ଏକ ନିଆରା ଦୃଶ୍ୟ ଦେଖିବାକୁ ମିଳିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସହ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ଭେଟ ହୋଇଯାଇଛି।ଗୃହକୁ ପ୍ରବେଶ କରିବା ବେଳେ ଏକାଠି ଭେଟ ହୋଇଛନ୍ତି। ଏହା ପରେ ପ୍ରଭାତୀ…

ବିଧାନସଭାରୁ ଆସିଲା ସାଂଘାତିକ ଚିତ୍ର, ପୁଣି ବଢ଼ିଲା ଡ୍ରପ୍‌ ଆଉଟ୍‌, ୧୨.୮%ରୁ ବଢ଼ି…

ଭୁବନେଶ୍ୱର,୨୦ା୨: ଡ୍ରପ୍‌ ଆଉଟକୁ ନେଇ ବିଧାନସଭାରୁ ଆସିଛି ସାଂଘାତିକ ଚିତ୍ର। ପୁଣି ବଢ଼ିଛି ଡ୍ରପ୍‌ ଆଉଟ୍‌। ଏହା ୧୨.୮%ରୁ ବଢ଼ି ୧୫%ରେ ପହଞ୍ଚିଛି। ୨୦୨୪-୨୫ ଶିକ୍ଷାବର୍ଷରେ ୯ମ ଓ ୧୦ମର ସବୁଠୁ ଅଧିକ ପିଲା ପାଠ ଛାଡ଼ିଛନ୍ତି। ନବମ ଓ ଦଶମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?