Tag Archives: Odisha Politics

ଗଞ୍ଜାମ ନଗର ସଭାପତି ପରେ ଛାତ୍ର-ଯୁବ ସଭାପତିଙ୍କ ଉପରେ ସମସ୍ତଙ୍କ ନଜର, ଲବିରେ ମନୋଜ ପ୍ରଧାନ

ଗଞ୍ଜାମ,୧୯।୨(ବିଦ୍ୟାଧର ସାହୁ): ବିଜୁ ଜନତା ଦଳର ଗଞ୍ଜାମ ଏନ୍‌ଏସି ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କ ନାଁ ଘୋଷଣା କରିଛନ୍ତି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ।ସୁଧୀର ପୂର୍ବରୁ ଏନ୍‌ଏସି ଯୁବ ସଭାପତି ଥିଲେ। ଏହାପରେ ଏବେ ଯୁବ ଓ ଛାତ୍ର…

ବିଜେଡି ମହିଳା ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ: ଜାଣନ୍ତୁ କାହାକୁ କେଉଁଠି ମିଳିଲା…

ଭୁବନେଶ୍ୱର,୧୫ା୨: ବିଜୁ ମହିଳା ଜନତା ଦଳ (BMJD) ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି। ଜିଲା ସଭାନେତ୍ରୀ ଓ କାର୍ଯ୍ୟକାରୀ ସଭାନେତ୍ରୀ ଭାବେ ଦାୟିତ୍ୱ ବଣ୍ଟନ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ୨୬ଟି ସାଂଗଠନିକ ଜିଲା ପାଇଁ ସଭାନେତ୍ରୀ, କାର୍ଯ୍ୟକାରୀ…

ଅବିନାଶଙ୍କୁ କଳାହାଣ୍ଡିର ବଡ଼ ଦାୟିତ୍ୱ ଦେଲେ ନବୀନ ପଟ୍ଟନାୟକ

ଭବାନୀପାଟଣା,୧୨ା୨(ଉତ୍ତମ କୁମାର ଦାଶ): ରାଜ୍ୟ ବିଜେଡି ସଭାପତି ନବୀନ ପଟ୍ଟନାୟକ ଗୁରୁବାର ରାଜ୍ୟର ବିଭିନ୍ନ ଜିଲାର ଯୁବ ସଭାପତିଙ୍କ ନାମ ଘୋଷଣା କରିଛନ୍ତି। ଏହି କ୍ରମରେ କଳାହାଣ୍ଡି ଜିଲା ପାଇଁ ବିଜେଡି ଯୁବ ସଭାପତି ଭାବେ ଅବିନାଶ ଠାକୁରଙ୍କ ନାମ ଚୟନ…

ବନ୍ଦକୁ ନେଇ ମନ୍ତ୍ରୀଙ୍କୁ କଡ଼ା କାଉଣ୍ଟର କଲେ ବିଧାୟକ ଅରୁଣ ସାହୁ, କହିଲେ ଶାସକ ଦଳକୁ ସବୁ…

ଭୁବନେଶ୍ୱର,୧୨ା୨: ବନ୍ଦ ନେଇ ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତଙ୍କ ବୟାନକୁ ନେଇ କଡ଼ା କାଉଣ୍ଟର କରିଛନ୍ତି ବିଜେଡି ବିଧାୟକ ଅରୁଣ ସାହୁ। ସେ କହିଛନ୍ତି, ବିଜୁ ଶ୍ରମିକ ସାମ୍ମୁଖ୍ୟ ସମର୍ଥନ ଜଣାଇଛି, ଦେଶରେ ଶ୍ରମିକଙ୍କ ସଂଖ୍ୟା ଅଧିକ। ଶାସକ ଦଳରେ ରହିଲେ,…

ବିଧାୟକଙ୍କ ଦରମା ବୃଦ୍ଧି ବିଲ୍‌ର ହୋଇପାରେ ପୁନଃବିଚାର

ଭୁବନେଶ୍ୱର,୩୦ା୧: ବିଧାୟକଙ୍କ ଦରମା ବୃଦ୍ଧି ବିଲ୍‌ ଉପରେ ଆସନ୍ତା ଅଧିବେଶନରେ ପୁନଃବିଚାର ହୋଇପାରେ। ଏନେଇ ସୂଚନା ଦେଇଛନ୍ତି କମିଟି ଅଧ୍ୟକ୍ଷ ଭାସ୍କର ମଢ଼େଇ। ସେ କହିଛନ୍ତି, ପୁନଃବିଚାର ପାଇଁ ବିଧାୟକମାନେ ମୁଖ୍ୟମନ୍ତ୍ରୀଙ୍କୁ ଲିଖିତ ପ୍ରସ୍ତାବ ଦେଇଥିଲେ। ବିଭିନ୍ନ ସାମାଜିକ ସଂଗଠନ, ସାଧାରଣ…

ନବୀନଙ୍କୁ ନେଇ ସ୍ପଷ୍ଟୀକରଣ ରଖିଲେ ଦିବ୍ୟଶଙ୍କର ମିଶ୍ର, କହିଲେ ଭାଜପା ଆସିବା ପରେ ଓଡ଼ିଶାବାସୀ…

ଭବାନୀପାଟଣା,୨୯ା୧(ଉତ୍ତମ କୁମାର ଦାଶ): ପୂର୍ବତନ ଏମ୍‌ପି ତଥା ବଲାଙ୍ଗୀର ବିଧାୟକ କଳିକେଶ ସିଂହଦେଓଙ୍କ ସମ୍ପର୍କରେ ଦେଇଥିବା ମତାମତ ସମ୍ପର୍କରେ ଗୁରୁବାର ଭବାନୀପାଟଣା ମିଡ୍‌ ଟାଉନଠାରେ ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀରେ ଜୁନାଗଡ଼ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର ସ୍ପଷ୍ଟୀକରଣ ଦେଇଛନ୍ତି। ସେ…

ନବୀନଙ୍କୁ ଭେଟିବେ ପିସିସି ସଭାପତି ଭକ୍ତ ଦାସ, କହୁକହୁ କହିଦେଲେ ଏହି ବଡ଼ କଥା…

ଭୁବନେଶ୍ୱର,୨୮ା୧: ରାଜ୍ୟ ସଭା ନିର୍ବାଚନ ନେଇ ନବୀନଙ୍କ କୋର୍ଟକୁ ବଲ୍‌ ଫିଙ୍ଗିଛନ୍ତି ପିସିସି ସଭାପତି ଭକ୍ତ ଦାସ। ସେ କହିଛନ୍ତି, ମିଶିକି ଆଲୋଚନା କରିବା ପାଇଁ ମୁଁ ସମୟ ମାଗଛି। ଫେବୃଆରୀ ପ୍ରଥମ ସପ୍ତାହରେ ଆଲୋଚନା ହେବ। ସେ କହୁକହୁ ଏକ…

‘ନିର୍ବାଚନରେ ଅଧିକରୁ ଅଧିକ ମତଦାତା ଭୋଟ୍‌ ଦେଲେ ପୂରଣ ହେବ ସରକାରଙ୍କ ଲକ୍ଷ୍ୟ’

ଭଞ୍ଜନଗର,୨୫ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ରବିବାର ଜାତୀୟ ମତଦାତା ଦିବସ ପାଳିତ ହୋଇଯାଇଛି। ଏନେଇ ସ୍ଥାନୀୟ ଉପଜିଲାପାଳ କାର୍ଯ୍ୟାଳୟରୁ ଏକ ବିରାଟ ଶୋଭାଯାତ୍ରା ବାହାରିଥିଲା। ଉପଜିଲାପାଳ ଉମା ଶଙ୍କର ବେହେରା ଏଥିରେ ମୁଖ୍ୟ ଅତିଥି ଭାବେ…

ନବୀନଙ୍କୁ ନେଇ ଏମିତି କହିଲେ ଅରବିନ୍ଦ, ମୋ’ ନାଁରେ ଯାହା କହିଛନ୍ତି…

ଭୁବନେଶ୍ୱର,୨୪ା୧: ପାଟକୁରା ଡେରାବିଶ ବ୍ଲକରେ ଶନିବାର ଶକ୍ତି ପ୍ରଦର୍ଶନ କରିଛନ୍ତି ନିକଟରେ ବିଜେଡିରୁ ବିଦା ହୋଇଥିବା ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ମହାପାତ୍ର। ଏକ ମୋଟରସାଇକେଲ ଶୋଭାଯାତ୍ରାରେ ସମର୍ଥକଙ୍କ ସହ ଯାଇ ଅରବିନ୍ଦ ଚାନ୍ଦୋଳ ବଜାର, କାକଟିଆ ଛକ ଦେଇ ଗଣେଶ୍ୱରପୁରରେ…

ନବୀନଙ୍କ ସହ କଥା ହେବା ପରେ ଉତ୍ତର ରଖିବି, କାହିଁକି ଏପରି କହିଲେ ବିଜେଡିରୁ ବିତାଡ଼ିତ ଅରବିନ୍ଦ

ଭୁବନେଶ୍ୱର,୧୮ା୧: କିଛିଦିନ ତଳେ ବିଜେଡିରୁ ବହିଷ୍କୃତ ହୋଇଥିବା ବିଧାୟକ ଅରବିନ୍ଦ ମହାପାତ୍ର ଶେଷରେ ମୁହଁ ଖୋଲିଛନ୍ତି। ସେ କହିଛନ୍ତି, ସବୁଦିନ ମୋ’ ବିରୋଧରେ ନୂଆ ନୂଆ ଅଭିଯୋଗ ଆଣୁଛି ବିଜେଡି। ତେବେ ବିଜେଡିର ଅଭିଯୋଗ ସମ୍ପୂର୍ଣ୍ଣ ମିଛ ବୋଲି କହିଛନ୍ତି ଅରବିନ୍ଦ।…

ସନାତନ-ଅରବିନ୍ଦଙ୍କ ପରେ ଏଥର କିଏ? ନବୀନ ନେବେ କି କଡ଼ା କାର୍ଯ୍ୟାନୁଷ୍ଠାନ, ଚର୍ଚ୍ଚାରେ ରହିଛନ୍ତି…

ଭୁବନେଶ୍ୱର, ୧୬।୧(ସୁନିତ୍‌ ମିଶ୍ର): ବିଜେଡି ବିରୋଧରେ ଲଗାତର ତାଙ୍କ ଦଳର କେତେଜଣ ବରିଷ୍ଠ ନେତା ଗଣମାଧ୍ୟମ ଆଗରେ ବିବୃତି ରଖୁଥିବା ବେଳେ ଆଉ କେତେଜଣ ଯୁବଗୋଷ୍ଠୀ ଭିନ୍ନ ଭିନ୍ନ ଜାଗାରେ ଭୋଜିଭାତ କରିବାରେ ଲାଗିଛନ୍ତି। ଏଭଳି ଘଟଣା ଭିତରେ ଗତ ୩…

ନବୀନଙ୍କୁ ନେଇ ଏମିତି କିଛି ଭିତିରି କଥା କହିଲେ ଲତିକା ପ୍ରଧାନ, ଗଞ୍ଜାମ ପାଇଁ…

ଭୁବନେଶ୍ୱର,୧୧ା୧: ଗଞ୍ଜାମରେ ବିଜେଡି ସ୍ଥିତିକୁ ନେଇ କିଛି ଭିତିରି କଥା କହିଛନ୍ତି ଲତିକା ପ୍ରଧାନ। ସେ କହିଛନ୍ତି, ଗଞ୍ଜାମ ନେତାଙ୍କୁ ଦାୟିତ୍ୱ ନ ଦେବାରୁ ସଂଗଠନ ଅତି ଦୁର୍ବଳ ହୋଇଯାଇଛି। ବିକ୍ରମ ପଣ୍ଡା ଦାୟିତ୍ୱ ନେବା ପରେ ଧିରେ ଧିରେ ରିକଭରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?