Tag Archives: Odisha Politics

କାହା ଇସାରାରେ ଶ୍ରୀମୟୀ କରୁଛନ୍ତି ଟାର୍ଗେଟ? ଜଣାପଡିଗଲା…

ଭୁବନେଶ୍ୱର, ୧୮।୯: ଓଡ଼ିଶା ରାଜନୀତିରେ ବଡ଼ ହଲଚଲ। ବିଜେଡି ନେତ୍ରୀ ଶ୍ରୀମୟୀ ମିଶ୍ରଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ରାଜନୀତି ସରଗରମ । କେତେବେଳେ ଅନ୍ଧ ଧୃତରାଷ୍ଟ୍ର ତ କେତେବେଳେ ଭଣ୍ଡ ସନ୍ୟାସୀ; ଏମିତି କହି ତେରେଚ୍ଛା ବାଣ ମାରୁଛନ୍ତି ଶ୍ରୀମୟୀ।…

ପ୍ରେମ ପଟ୍ଟନାୟକଙ୍କୁ ନେଇ ସଙ୍କେତ ଦେଲେ ମନ୍ମଥ, ଆଜି ନବୀନ କରିବେ ବଡ଼ ଘୋଷଣା

ଭୁବନେଶ୍ୱର,୨୨।୮: ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ସ୍ବାସ୍ଥ୍ୟାବସ୍ଥା ଜାଣିବା ପାଇଁ ତାଙ୍କ ବ ଭାଇ ପ୍ରେମ ପଟ୍ଟନାୟକ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଗତ କିଛି ଦିନ ହେବ ନବୀନ ପଟ୍ଟନାୟକ ଅସୁସ୍ଥ ଥିଲେ ଏବଂ ସେ ଭୁବନେଶ୍ୱରର…

ରାଜନୀତିରେ ହଇଚଇ! ଜଣାପଡିଲା ଦିଲ୍ଲୀରେ ଧର୍ମେନ୍ଦ୍ରଙ୍କୁ କାହିଁକି ଭେଟିଥିଲେ ରାଜ୍ୟପାଳ!

ନୂଆଦିଲ୍ଲୀ,୨୯।୭: ଓଡ଼ିଶା ରାଜ୍ୟପାଳ ଡକ୍ଟର ହରି ବାବୁ କୁମ୍ଭମପତି ନୂଆଦିଲ୍ଲୀରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟିଛନ୍ତି। ଏହି ଭେଟରେ ଉଭୟଙ୍କ ମଧ୍ୟରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହୋଇଥିବା ଜଣାପଡ଼ିଛି। ଓଡ଼ିଶାରେ ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀଙ୍କୁ ଭେଟିବା ପରେ ଦିଲ୍ଲୀରେ…

IAS ସ୍ତରରେ ବଡ଼ ଅଦଳବଦଳ, ବିଏମସି କମିଶନର ହେଲେ…

ଭୁବନେଶ୍ୱର,୨୨।୭: IAS ସ୍ତରରେ ବଡ଼ ଧରଣର ଅଦଳବଦଳ। ବିଏମସି କମିଶନର ହେଲେ ଚଞ୍ଚଲ ରାଣା। ଚଞ୍ଚଲ ରାଣା ବର୍ତ୍ତମାନ ପୁରୀ ଜିଲାପାଳ ଅଛନ୍ତି। ରଥ ଅଘଟଣ ପରେ ପୁରୀ ଜିଲ୍ଲାପାଳ ଭାବେ ଦାୟିତ୍ୱ ନେଇଥିଲେ। ସେହିପରି ରୁପା ରୋଶନ ସାହୁ ହେଲେ…

ଅଧରାତି ଯାଏ ମୋହନଙ୍କ ବାସଭବନରେ ବୈଠକ: ଓଡ଼ିଶା ରାଜନୀତିରେ କିଛି ବଡ଼ ହୋଇପାରେ…

ଭୁବନେଶ୍ୱର,୧୭।୭: ଏଫଏମ କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଘଟଣାକୁ ନେଇ ସାରା ରାଜ୍ୟ ଉଠୁଛି ପଡୁଛି। ଭିଡିଓ ଭାଇରାଲ ପରେ ଜଣାପଡିଛି ଅସଲ ସତ। ଏଫଏମ ଛାତ୍ରୀ ସୌମ୍ୟାଙ୍କ ମୃତ୍ୟୁ ଖବର ସାରା ଓଡ଼ିଶାରେ ଚହଳ ପକାଇଛି। ଏହି ଘଟଣାରେ ବିରୋଧୀ…

ବିଜେଡି ପାଇଁ ବୋଝ ନୁହେଁ ଆସେଟ୍‌ ଥିଲେ ପ୍ରଭାତ; ଅମରଙ୍କ ବୟାନଙ୍କୁ ନେଇ…

ଭୁବନେଶ୍ୱର,୧୦।୪: ୱକଫ୍‌ ବିଲ୍‌ରେ ଦ୍ୱିମତକୁ ନେଇ ବିଜେଡିରେ ଅନ୍ତଃକନ୍ଦଳ ସୃଷ୍ଟି ହୋଇଥିବା ବେଳେ ସୁପ୍ରିମ ନବୀନ ପଟ୍ଟନାୟକଙ୍କ ବୟାନ ନିଆଁରେ ଘିଅ ଢ଼ାଳିବା ଭଳି ହୋଇଛି। ଏବେ ଏନେଇ ମୁହଁ ଖୋଲିଛନ୍ତି ବରିଷ୍ଠ ନେତା ଅମର ଶତପଥୀ। ସେ ସମ୍ପୂର୍ଣ୍ଣ ଭୋଟିଂ…

‘ସସ୍ମିତ ବିଜେଡ଼ି ପାଇଁ ଅଡୁଆ ପରିସ୍ଥିତି ସୃଷ୍ଟି କରିଛନ୍ତି’

ଭୁବନେଶ୍ୱର,୫।୪: ଓ୍ବକଫ୍‌ ବିଲ୍‌ ଭୋଟିଂକୁ ନେଇ ବିଜେଡି ଏବେ ଦୁଇ ଭାଗ ହୋଇଯାଇଛି। ଦଳର ଏମ୍‌ପି ସସ୍ମିତ ପାତ୍ରଙ୍କ ଉପରେ ପୁଣି ବର୍ଷିଛନ୍ତି ବରିଷ୍ଠ ବିଜେଡି ନେତା ଗଣେଶ୍ୱର ବେହେରା। ବିଲ୍‌କୁ ସମର୍ଥନ କରି ସସ୍ମିତ ଦଳ ଲାଗି ଅଡ଼ୁଆ ପରିସ୍ଥିତି…

‘ବିଧାନସଭା ଇତିହାସରେ କଳଙ୍କିତ ଇତିହାସ’

ଭୁବନେଶ୍ୱର,୨୬।୩:ରାଜ୍ୟରେ ମହିଳା ଅସୁରକ୍ଷିତ ଦର୍ଶାଇ ଗୃହକମିଟି ଦାବି କରି କଂଗ୍ରେସର ୧୪ ସଦସ୍ୟ ନିଲମ୍ବନ ହେବା ଘଟଣାକୁ ନେଇ ରାଜ୍ୟ କଂଗ୍ରେସ ପ୍ରତିବାଦ କରିଆସୁଛି । ଏହି ଘଟଣାକୁ ନେଇ ବିଧାନସଭାକୁ ଘେରିବାକୁ କଂଗ୍ରେସ ପ୍ରସ୍ତୁତ ହୋଇଛି। କଂଗ୍ରେସର ଏହି କାର୍ଯ୍ୟକ୍ରମକୁ…

ମୁଁ ଭାଜପାରେ ଥିଲି, ଅଛି ଆଉ ରହିବି: ହିମାଂଶୁ ଶେଖର  

ଧର୍ମଶାଳା,୫।୪: ସାରା ରାଜ୍ୟରେ ପଦ୍ମର ଲହର ଥିବା ବେଳେ ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ଜଣେ ସ୍ବାଧୀନ ପ୍ରାର୍ଥୀ ବାଜିମାତ କରିଥିଲେ। ଉଭୟ ବିଜେଡି ଏବଂ ଭାଜପାର ଛାମୁଆ ନେତାଙ୍କୁ ସେ ପଛରେ ପକାଇ ନିର୍ବାଚନ ଜିତିଥିଲେ। ୨୯ ବର୍ଷ ଧରି ବିଜେଡି…

ହାତ ପରେ ପାଣ୍ଡିଆନ ଗୋଡ଼କୁ ନିୟନ୍ତ୍ରଣ କରୁଥିବା କଥା କେତେ ସତ କେତେ ମିଛ? ସାମ୍ନାକୁ ଆସିଲା ପ୍ରକୃତ ଭିଡିଓ…

ଭୁବନେଶ୍ୱର,୨୯।୫: ରାଜ୍ୟରେ ଅନ୍ତିମ ପର୍ଯ୍ୟାୟ ନିର୍ବାଚନର ଦିନ ଯେତିକି ପାଖେଇ ଆସୁଛି, ରାଜନୀତି ସେତିକି ସରଗରମ ହେବାରେ ଲାଗିଛି। ଏଭଳି ସ୍ଥିତିରେ ଭାଜପା ବିଜେଡିର ପ୍ରଚାର ମଙ୍ଗ ଧରିଥିବା ନେତା ୫ଟି ପାଣ୍ଡିଆନ୍‌ଙ୍କୁ ଜୋରଦାର ଟାର୍ଗେଟ କରୁଛି। ଗତ ଦୁଇଦିନ ଧରି…

ଧର୍ମେନ୍ଦ୍ର ପ୍ରଧାନଙ୍କୁ ପାଣ୍ଡିଆନଙ୍କ ଖୋଲା ଚ୍ୟାଲେଞ୍ଜ, ଦମ ଅଛି ତ…

ପାରଳାଖେମୁଣ୍ଡି,୪ା୫: ପାରାଳାଖେମୁଣ୍ଡିରେ ନବୀନଙ୍କ ପ୍ରଚାର ସଭାରେ ଧର୍ମେନ୍ଦ୍ରଙ୍କ ନାଁ ନନେଇ ଖୋଲା ଚ୍ୟାଲେଞ୍ଜ ଦେଲେ କାର୍ତ୍ତିକ ପାଣ୍ଡିଆନ। ଦମ ଅଛି ତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କୁ ମୁଖ୍ଯମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରୁ ଭାଜପା। ଧର୍ମେନ୍ଦ୍ର ମୁଖ୍ଯମନ୍ତ୍ରୀ ପ୍ରାର୍ଥୀ ହେଲେ ଭାଜପା ଓଡ଼ିଶାରେ ୧୦…

ବିଜେଡିରୁ ଇସ୍ତଫା ଦେଲେ ଅସିତ ପଟ୍ଟନାୟକ

ଭଦ୍ରକ,୪।୪(ସନାତନ ରାଉତ): ଭଦ୍ରକ ରାଜନୀତିର ଚର୍ଚ୍ଚିତ ଯୁବ ଚେହେରା ତଥା ପୂର୍ବତନ ମନ୍ତ୍ରୀ ଯୁଗଳ କିଶୋର ପଟ୍ଟନାୟକଙ୍କ ପୁଅ ଅସିତ ପଟ୍ଟନାୟକ (ବୁଲୁ ) ବୁଧବାର ରାତିରେ ବିଜେଡିରୁ ଇସ୍ତଫା ଦେଇଛନ୍ତି l ଦଳର ସଭାପତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?