ବଦଳିଲା ରାଜ ଭବନ ନାଁ, ହେଲା ଲୋକ ଭବନ ଭୁବନେଶ୍ୱର,୧।୧୨: ଓଡ଼ିଶାର ରାଜ ଭବନର ନାମ ପରିବର୍ତ୍ତନ କରାଯାଇଛି। ଏଣିକି ଭୁବନେଶ୍ୱର ଓ ପୁରୀସ୍ଥିତ ରାଜ ଭବନକୁ ‘ଲୋକ ଭବନ’ ଭାବରେ ନାମିତ କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରାଳୟର ନିଷ୍ପତ୍ତି ଆଧାରରେ ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି ଏବଂ ସୋମବାରଠାରୁ…