ରାଜ୍ୟସଭା ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ହଟଚମଟ: ଭାଜପା ଉପରେ ବଡ ଅଭିଯୋଗ ଲଗାଇଲେ ଡି.କେ. ଶିବକୁମାର ବେଙ୍ଗାଲୁରୁ,୧୫।୩: ରାଜ୍ୟସଭା ନିର୍ବାଚନ ପୂର୍ବରୁ ଓଡ଼ିଶା କଂଗ୍ରେସ ଶିବିରରେ କମ୍ପନ। ବିଧାୟକଙ୍କୁ କିଣିବା ପାଇଁ ବଡ଼ ଧରଣର ପ୍ରୟାସ ହେଉଥିବା ଅଭିଯୋଗ ଆଣିଛନ୍ତି କର୍ଣ୍ଣାଟକ ଉପ-ମୁଖ୍ୟମନ୍ତ୍ରୀ ଡି.କେ. ଶିବକୁମାର। ସେପଟେ ମାର୍ଚ୍ଚ ୧୬ରେ ହେବାକୁ ଥିବା ନିର୍ବାଚନ ପାଇଁ ରବିବାର ରାତିରେ…