କାଲି ଅଟକିଥିଲା ନନ୍ଦିଘୋଷ: ଆଜି ଗଡ଼ିଲା
ପୁରୀ,୨୮ା୬: ଶୁକ୍ରବାର ବଡ଼ଦାଣ୍ଡରେ ନନ୍ଦିଘୋଷ ରଥ ଅଟକି ରହିଥିବାବେଳେ ଶନିବାର ସକାଳେ ଗଡ଼ିଛି ମହାବାହୁଙ୍କ ରଥ। ଘଣ୍ଟ, ହୁଳହୁଳିରେ ବଡ଼ଦାଣ୍ଡ ପ୍ରକମ୍ପିତ ହୋଇଉଠୁଛି। ବଡ଼ଦାଣ୍ଡରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି। ଶ୍ରୀଗୁଣ୍ଡିଚାରେ ମହାବାହୁଙ୍କ ରଥ ଅଳ୍ପ ଗଡ଼ି ଅଟକି ରହିଥିଲା।...


