ଖୁବ୍ଶୀଘ୍ର ପୂରଣ ହେବ ୧୪୧୪ ଆର୍ଆଇ, ଏଆର୍ଆଇ, ଅମିନ ପଦ ଭୁବନେଶ୍ୱର,୧୨।୧୨(ରବିନାରାୟଣ ଜେନା): ରାଜ୍ୟ ସରକାର ଖାଲିଥିବା ପଦ ପୂରଣକୁ ଗୁରୁତ୍ଵ ଦେଉଥିବାବେଳେ ରାଜସ୍ବ ବିଭାଗ ପକ୍ଷରୁ ତିନୋଟି ବର୍ଗର ୧୪୧୪ ପଦ ପୂରଣ ଲାଗି ଓଡ଼ିଶା ସବୋର୍ଡିନେଟ ଷ୍ଟାଫ୍ ସିଲେକ୍ସନ କମିଶନ (ଓଏସ୍ଏସ୍ଏସ୍ସି)ଙ୍କୁ ପତ୍ର ଲେଖି ଅବଗତ କରାଯାଇଛି। ଯଦି...