ସରକାରଙ୍କ ସହ ଆଲୋଚନା ବିଫଳ: ବଡ ନିଷ୍ପତ୍ତି ନେଲେ ମିଲର, ମୁଣ୍ଡରେ ହାତ ଦେଲେ ଚାଷୀ ଭୁବନେଶ୍ୱର,୫ା୧: ରାଜ୍ୟରେ ସୃଷ୍ଟି ହୋଇପାରେ ଚାଉଳ ସଙ୍କଟ। ବିଭିନ୍ନ ଦାବିକୁ ନେଇ ରାଜ୍ୟ ସରକାରଙ୍କ ସହ ଚାଉଳ ମିଲର ସଂଘର ଆଲୋଚନା ବିଫଳ ହୋଇଛି। ଫଳରେ ମିଲରମାନେ ସେମାନଙ୍କ ଆନ୍ଦୋଳନ ଜାରି ରଖିବାକୁ ନିଷ୍ପତ୍ତି ନେଇଛନ୍ତି। ସରକାରଙ୍କ ପକ୍ଷରୁ ଦାବି ପୂରଣ…