ସରକାରଙ୍କ ବର୍ଷ ପୂର୍ତ୍ତି ଉପଲକ୍ଷେ ଆସିବେ ପ୍ରଧାନମନ୍ତ୍ରୀ, ଏହିସବୁ ଅଞ୍ଚଳରେ ସ୍କୁଲ ବନ୍ଦ ଭୁବନେଶ୍ୱର, ୧୮।୬: ଓଡ଼ିଶା ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ଆସନ୍ତା ୨୦ ଜୁନ (ଶୁକ୍ରବାର) ଭୁବନେଶ୍ୱରରେ ଏକ ରାଜ୍ୟସ୍ତରୀୟ ସମାବେଶ ଆୟୋଜନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୁଖ୍ୟ ଅତିଥି ଭାବେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।...