ଓଡ଼ିଶାର ଏହି ଜିଲାରେ ମିଳିଲା ଦେଢ଼ ଟନ୍ ସୁନା; ବିଧାନସଭାରେ ସୂଚନା ଦେଲେ ଖଣି ମନ୍ତ୍ରୀ ଭୁବନେଶ୍ୱର,୧୯।୨: ଓଡ଼ିଶା ପାଇଁ ଖୁସି ଖବର। ବିଶ୍ୱରେ ସୁନା ଦର ଆକାଶଛୁଆଁ ହେଉଥିବା ବେଳେ ମୟୂରଭଞ୍ଜ ଜିଲାରେ ବିପୁଳ ପରିମାଣର ସୁନା ଗଚ୍ଛିତ ଥିବା ନେଇ ସରକାରୀ ସୂଚନା ମିଳିଛି। ମୟୂରଭଞ୍ଜର କାଞ୍ଜିଆ ସୁନା ଖଣିରେ ପ୍ରାୟ ଦେଢ଼ ଟନ୍ ସୁନା…