ବାଲେଶ୍ୱରରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ: ରାଜ୍ୟ ସରକାରଙ୍କୁ କଡ଼ା ସମାଲୋଚନା କଲା ମମତାଙ୍କ ପାର୍ଟି ବାଲେଶ୍ୱର,୧୩ା୭: ବାଲେଶ୍ୱର ଜିଲାର ଫକୀର ମୋହନ (ସ୍ୱୟଂଶାସିତ) କଲେଜରେ ଏକ ଦ୍ୱିତୀୟ ବର୍ଷର ଇଣ୍ଟିଗ୍ରେଟେଡ୍ ବି.ଏଡ୍ ଛାତ୍ରୀ ଶନିବାର ନିଜ ଉପରେ କିରୋସିନ ଢାଳି ନିଆଁ ଲଗାଇ ଆତ୍ମହତ୍ୟା ଚେଷ୍ଟା କରିଥିବା ଘଟଣା ସମଗ୍ର ରାଜ୍ୟରେ ଆଲୋଡ଼ନ ସୃଷ୍ଟି କରିଛି। ଏହି…