୧୦,୦୦୦ ଶିକ୍ଷକଙ୍କୁ ଦିଆଯିବ ନିଯୁକ୍ତି: ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ଘୋଷଣା ଭୁବନେଶ୍ୱର,୨୮ା୩: ରାଜ୍ୟର ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ଏକ ପଦକ୍ଷେପ ସ୍ୱରୂପ, ଓଡିଶାର ସ୍କୁଲ ଏବଂ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗୋଣ୍ଡ ଶୁକ୍ରବାର ଘୋଷଣା କରିଛନ୍ତି ଯେ ରାଜ୍ୟ ସରକାର ଖୁବ୍ ଶୀଘ୍ର ୧୦,୦୦୦ ଅଧିକ ଶିକ୍ଷକଙ୍କୁ ନିଯୁକ୍ତି...