କମିବ ବର୍ଷାର ପ୍ରଭାବ, ରାଜ୍ୟରେ ୨୦ ତାରିଖରୁ ତାତି ବଢିବା ସମ୍ଭାବନା ନୂଆଦିଲ୍ଲୀ,୧୭।୪: ବର୍ତମାନ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ସର୍ବୋଚ୍ଚ ତାପମାତ୍ରା ୪୦ଡ଼ିଗ୍ରୀ ତଳେ ରେକର୍ଡ ହେଉଛି। ଆଗାମୀ ୩ଦିନ ପରେ ବର୍ଷାର ପ୍ରଭାବ କମିବା ସହ ପୁଣି ଆଭ୍ୟନ୍ତରୀଣ ଓଡ଼ିଶାରେ ଅନେକ ସ୍ଥାନରେ ତାପମାତ୍ରା ୪୦ଡ଼ିଗ୍ରୀ ଅତିକ୍ରମ କରିବା...