ଓଡ଼ିଶାକୁ ଆସିବ ୫୩ ହଜାର କୋଟିର ପୁଞ୍ଜିନିବେଶ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୨୩।୧୦(ସୁନିତ୍ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ମୁମ୍ବାଇଠାରେ ଅନୁଷ୍ଠିତ ଇଣ୍ଡିଆ କେମ୍ ୨୦୨୬ରେ ଓଡ଼ିଶା ଏକ ଅଗ୍ରଣୀ ପୁଞ୍ଜି ଆକର୍ଷଣକାରୀ ରାଜ୍ୟ ଭାବେ ନିଜର ସ୍ଥିତିକୁ ସୁଦୃଢ଼ କରିଛି। ମୁଖ୍ୟମନ୍ତ୍ରୀ ତାଙ୍କ ଟିମ୍ ସହ ଓଡ଼ିଶାର ନେତୃତ୍ୱ…

