କୋଣାର୍କରେ ଓଡ଼ିଶା ଟ୍ରାଭେଲ୍ ବଜାର ୨୦୨୪ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ ପୁରୀ,୭।୨: ପର୍ଯ୍ୟଟନ କ୍ଷେତ୍ରର ବିକାଶ ପାଇଁ ରାଜ୍ୟ ସରକାରଙ୍କ ପର୍ଯ୍ୟଟନ ବିଭାଗ ଏବଂ ଭାରତୀୟ ବାଣିଜ୍ୟ ଓ ଶିଳ୍ପ ମହାସଂଘର ମିଳିତ ସହଯୋଗରେ ଆଜିଠାରୁ କୋଣାର୍କଠାରେ ଓଡ଼ିଶା ଟ୍ରାଭେଲ୍ ବଜାର ୨୦୨୩-୨୪ର ପଞ୍ଚମ ସଂସ୍କରଣ ଆରମ୍ଭ ହୋଇଛି । ଏହାକୁ...