ଖଣି ଅଧିକାରୀଙ୍କ ଘରୁ ମିଳିଲା ବିଡ଼ା ବିଡ଼ା ଟଙ୍କା: ଓଡ଼ିଶା ଭିଜିଲାନ୍ସ ଇତିହାସରେ ପ୍ରଥମ
କଟକ,୨୫।୨(କାର୍ତ୍ତିକ ସାହୁ): କଟକ ସର୍କଲ ମାଇନ୍ସ ଉପନିର୍ଦ୍ଦେଶକ ଦେବବ୍ରତ ମହାନ୍ତି ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ମଙ୍ଗଳବାର ରାତି ପ୍ରାୟ ୧୦ଟା ୩୦ ମିନିଟ ସମୟରେ ମହାନ୍ତିଙ୍କୁ ଭିଜିଲାନ୍ସ ଧରିଛିି। କୋଲ ଡିପୋ ସୁରୁଖୁରୁରେ ଚଳାଇବା ପାଇଁ ଜଣେ…
ଜୁନିୟର ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ୨.୩୮ କୋଟି ଟଙ୍କା ହରିଲୁଟ ଅଭିଯୋଗ
ଅନୁଗୋଳ,୧୧।୨: ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ବୁଧବାର ଅନୁଗୋଳ ମୁଖ୍ୟ ଚିକିତ୍ସାଳୟ (CDMO) କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ ସୁବ୍ରତ କୁମାର ବେହେରାଙ୍କ ବିଭିନ୍ନ ବାସଭବନ ଓ କାର୍ଯ୍ୟାଳୟ ଉପରେ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଏକକାଳୀନ ଚଢ଼ାଉ କରାଯାଇଛି। ସୁବ୍ରତ ପ୍ରାୟ ୨.୩୮…
ଭିଜିଲାନ୍ସ ଜାଲରେ ଡାଟାଏଣ୍ଟ୍ରି ଅପରେଟର, ୧୨ ହଜାର ନେବା ବେଳେ…
ଖୋର୍ଦ୍ଧା,୨୬।୯(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ବାଣପୁର ବ୍ଲକ ଅନ୍ତର୍ଗତ ନିଳାଦ୍ରୀପ୍ରସାଦ ପଞ୍ଚାୟତ ଏଡିଇଓ(ଅତିରିକ୍ତ ଡାଟା ଏଣ୍ଟ୍ରି ଅପରେଟର) ରାକେଶ ସାହୁ ଖୋର୍ଦ୍ଧା ଭିଜିଲାନ୍ସ ହାତରେ ଧରା ପଡିଛନ୍ତି। ଆଜି ଅପରାହ୍ନରେ ବାଲୁଗାଁ ଗାନ୍ଧୀ ଛକଠାରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା କରାଇ ଦେବା…
ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ ଜୟପୁର ଡେପୁଟି ରେଞ୍ଜରଙ୍କ ଘରେ ଭିଜିଲାନ୍ସ ରେଡ୍
କୋରାପୁଟ,୨୫ା୭(ପବନ ପାଣିଗ୍ରାହୀ): ଜୟପୁର ଫରେଷ୍ଟ ଡେପୁଟି ରେଞ୍ଜର ରାମଚନ୍ଦ୍ର ନାୟକଙ୍କ ବିରୋଧରେ ଆୟବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ଶୁକ୍ରବାର ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛି।ସକାଳ ୯:୪୧ରୁ ଜୟପୁର ଓ ଭୁବନେଶ୍ୱରର ସମେତ ୬ଟି ସ୍ଥାନରେ ଚଢ଼ାଉ ଚାଲିଛି। ଏହି…
Archives


