କଣ୍ଟାପଡ଼ା,୧୨ା୩(ସୁର ନାରାୟଣ ସାହୁ): ଆୟ ବହିଃର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଥିବା କଣ୍ଟାପଡ଼ା ତହସିଲଦାର ପ୍ରସନ୍ନ ସାମନ୍ତରାୟଙ୍କୁ ଭିଜିଲାନ୍ସ ବିଭାଗ ଗୁରୁବାର ଗିରଫ…
ଭବାନୀପାଟଣା,୨୧।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ରେଞ୍ଜର ଭଟାଙ୍ଗପଦର ଫରେଷ୍ଟର ଭାଗବତ ଭୂଷଣ ବେହେରା ଶୁକ୍ରବାର ଭିଜିଲାନ୍ସ ଜାଲରେ ପଡିଥିଲେ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…
ଭବାନୀପାଟଣା,୨୦।୨(ଉତ୍ତମ କୁମାର ଦାଶ): ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଆଉ ଜଣେ ସରକାରୀ ବାବୁ। କଳାହାଣ୍ଡି ଜିଲା ଭବାନୀପାଟଣା ରେଞ୍ଜର ଫରେଷ୍ଟର ଭାଗବତ ଭୂଷଣ ବେହେରାଙ୍କ ଘରେ ଶୁକ୍ରବାର…
ସୋର,୧୯।୨(ଜନ୍ମେଞ୍ଜୟ ମିଶ୍ର): ଓଡ଼ିଶା ଭିଜିଲାନ୍ସ ଏକ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ବାଲେଶ୍ୱର ଜିଲା ସୋର ତହସିଲଦାରଙ୍କୁ ଗିରଫ କରିଛି। ଜବତ ହୋଇଥିବା ପଥର ବୋଝେଇ…
କଟକ,୨୨ା୧(କାର୍ତ୍ତିକ ସାହୁ): କଟକ ସଦର ତହସିଲ ଅନ୍ତର୍ଗତ କଖଡ଼ି ସର୍କଲ ଆର୍ଆଇ ଜାନକୀ ରଞ୍ଜନ ମଲ୍ଲିକ ମ୍ୟୁଟେସନ ମାମଲାରେ ଗୁରୁବାର ୧୦,୦୦୦ ଟଙ୍କା ଲାଞ୍ଚ ନେଉଥିବା ସମୟରେ…
ଅନୁଗୋଳ,୮ା୧: ଜମି ଚିହ୍ନଟ ପାଇଁ ଲାଞ୍ଚ ନେଉଥିବା ବେଳେ ଧାରା ପଡିଲେ ରାଜସ୍ବ ନିରୀକ୍ଷକ(RI)। ଗୁରୁବାର ଅନୁଗୋଳ ଜିଲା ଆଠମଲ୍ଲିକ ତହସିଲ ଅନ୍ତର୍ଗତ ତୁସର RI ସର୍କଲର…
ବାରିପଦା,୫ା୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଲାଞ୍ଚ ନେଇ ଧରାପଡ଼ିଛନ୍ତି ଦୁଇ ଯନ୍ତ୍ରୀ। ମୟୂରଭଞ୍ଜ ଜିଲା ଉଦଳାସ୍ଥିତ ଓଡ଼ିଶା ଲିଫ୍ଟ ଇରିଗେସନ କର୍ପୋରେଶନ (ଓଏଲଆଇସି) ଉପ-ବିଭାଗରେ କାର୍ଯ୍ୟରତ ଦୁଇ ଅଧିକାରୀ…
ଭୁବନେଶ୍ୱର,୨୬।୧୨: ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ କଲା ଭିଜିଲାନ୍ସ। ଫରେଷ୍ଟରଙ୍କର ଭୁବନେଶ୍ବର ଝାରପଡ଼ାରେ ଅଛି ୨ଟି ବହୁତଳ କୋଠା। ଭୁବନେଶ୍ବର ସମେତ ଜଗତସିଂହପୁର ଓ…
କୋରାପୁଟ,୨୬।୧୨(କୃତ୍ତିବାସ ପ୍ରଧାନ/ବାସୁଦେବ ବରାଡ଼): ଆୟ ବହିର୍ଭୂତ ସମ୍ପତ୍ତି (DA) ଠୁଳ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ ଶୁକ୍ରବାର କୋରାପୁଟ ଫରେଷ୍ଟ ଡିଭିଜନ୍ର ଫରେଷ୍ଟର ନିରଞ୍ଜନ ଶତପଥୀଙ୍କର…
ଭବାନୀପାଟଣା,୧୩ା୧୧(ଉତ୍ତମ ଦାଶ): ଆର୍ଡବ୍ଲ୍ୟୁଏସ୍ଏସ୍ ଡିଭିଜନର ବରିଷ୍ଠ କିରାଣି ଟି. ଭେଙ୍କଟଗିରି ରାଓ ଗୁରୁବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ତାଙ୍କ ସରକାରୀ କ୍ୱାର୍ଟର୍ସରେ ପେନ୍ସନ୍ ସୁବିଧା ବୃଦ୍ଧି ପାଇଁ…
ବଲାଙ୍ଗୀର/ଟିଟିଲାଗଡ଼,୨୯ା୧୦(ସୁନିଲ କୁମାର ମହାନ୍ତି/ଶରତ ମିଶ୍ର): ଟିଟିଲାଗଡ଼ ସିଟି ଆଣ୍ଡ୍ ଜିଏସ୍ଟି ବିଭାଗ ଅଧିକାରୀ ଉମାକାନ୍ତ ମହାକୁର ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ଜଣେ ବ୍ୟବସାୟୀ ରମେଶ ବସ୍ତିଆଙ୍କୁ…
କୋରାପୁଟ,୨୮।୧୦: କୋରାପୁଟ ଜିଲା ବି. ସିଂହପୁର ଥାନାର ପୋଲିସ ଏଏସଆଇ ନରସିଂହ ଦୋରା ଓ ତାଙ୍କର ସହଯୋଗୀ ସୁନାଧର ଅମାତ୍ୟ ଲାଞ୍ଚ ନେଉଥିବା ବେଳେ ମଙ୍ଗଳବାର ଭିଜିଲାନ୍ସ…