Tag Archives: ODISHA VIGILANCE

ବିଲ୍ ପାସ୍ କରିବା ପାଇଁ ଲାଞ୍ଚ ନେବା ବେଳେ ମାଡି ବସିଲା ଭିଜିଲାନ୍ସ

କେନ୍ଦ୍ରାପଡ଼ା,୧୭।୩: ଓଡ଼ିଶା ଭିଜିଲାନ୍ସ,କେନ୍ଦ୍ରାପଡ଼ା ଜିଲାର ରାଜକନିକାର ବ୍ଲକ ଶିକ୍ଷା ଅଧିକାରୀ (ବିଇଓ)ଙ୍କ କାର୍ଯ୍ୟାଳୟର ଆକାଉଣ୍ଟାଣ୍ଟ-କମ୍-ସହାୟକ କର୍ମଚାରୀ ମହମ୍ମଦ ଫିରୋଜ ଖାନଙ୍କୁ ୨୦,୦୦୦ ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଗିରଫ କରିଛି। ରିପୋର୍ଟ ଅନୁଯାୟୀ, ଖାନ ଅଭିଯୋଗକାରୀଙ୍କଠାରୁ ୧.୯୩ ଲକ୍ଷ ଟଙ୍କାର...

ଓଡ଼ିଶା ଭିଜିଲାନ୍ସ ଇତିହାସରେ ୧ କୋଟି ଟଙ୍କାରୁ ଅଧିକ ଟଙ୍କା ଜବତ ହୋଇଥିବା ସରକାରୀ ବାବୁଙ୍କ ତାଲିକା, ଦେଖନ୍ତୁ

ଭୁବନେଶ୍ୱର,୫।୨: ଓଡିଶା ଭିଜିଲାନ୍ସ ବୁଧବାର ମାଲକାନଗିରି ଜିଲା ଜଳଛାୟା ପ୍ରକଳ୍ପ ଉପନିର୍ଦ୍ଦେଶକ(ପିଡି) ଶାନ୍ତନୁ ମହାପାତ୍ରଙ୍କ ବାସଭବନ ସମେତ ୭ଟି ସ୍ଥାନରେ ଆୟ ବହିର୍ଭୁତ ସମ୍ପତ୍ତି(ଡିଏ) ଠୁଳ ଅଭିଯୋଗରେ ଚଢ଼ାଉ କରି ୧.୯୮ କୋଟି ଟଙ୍କାର ବିପୁଳ ପରିମାଣର ନଗଦ ଟଙ୍କା...

ଲାଞ୍ଚ ନେଇ ଧରାପଡ଼ିଲେ ଡାକ୍ତର: ପୋଷ୍ଟମର୍ଟମ ରିପୋର୍ଟ ପାଇଁ ୨ ହଜାର ନେଲା ବେଳେ ମାଡ଼ିବସିଲା ଭିଜିଲାନ୍ସ

ଭୁବନେଶ୍ୱର,୨୨।୧: ପୋଷ୍ଟମର୍ଟମ ରିପୋର୍ଟ ପାଇଁ ୨ ହଜାର ନେଲା ବେଳେ ଡାକ୍ତରଙ୍କୁ ମାଡ଼ିବସିଲା ଭିଜିଲାନ୍ସ। ଅଭିଯୋଗ ଅନୁଯାୟୀ ବଡ଼ମ୍ବା CHC ଡାକ୍ତର ବିଶ୍ବନାଥ ଅଢ଼େକ ଜଣେ ବ୍ୟକ୍ତିଙ୍କ ମୃତ ପୁଅର ପୋଷ୍ଟ ମର୍ଟମ ରିପୋର୍ଟ ପ୍ରଦାନ କରିବାକୁ ଅଭିଯୋଗକାରୀଙ୍କ ଠାରୁ...

ଜନ୍ମ ପ୍ରମାଣ ପତ୍ର କରିବାକୁ ଲାଞ୍ଚ ନେଉଥିଲେ ସୁପର ଭାଇଜର, ଧରିଲା ଭିଜିଲାନ୍ସ

ଥୁଆମୂଳ ରାମପୁର,୨ା୧(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ମହୁଲପାଟଣା ସ୍ବାସ୍ଥ୍ୟ ଉପକେନ୍ଦ୍ର ହେଲ୍ଥ ୱାର୍କର ଓ ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଜନ୍ମ ମୃତ୍ୟୁ ପ୍ରମାଣ ପତ୍ର (ଭାଇଟାଲ ଷ୍ଟାର୍ଟସ୍ଟିକ) କ୍ଲର୍କ ଭାବେ ଦାୟିତ୍ୱରେ...

ଲାଞ୍ଚ ନେଇ ଧରାପଡ଼ିଲେ କନିଷ୍ଠ କିରାଣି, ରେଡ୍ ହ୍ୟାଣ୍ଡଡ ଧରିଲା ଭିଜିଲାନ୍ସ

ଭୁବନେଶ୍ୱର,୯।୧୨: ୨୦ ହଜାର ଲାଞ୍ଚ ନେଇ ଧରାପଡ଼ିଲେ କନିଷ୍ଠ କିରାଣି। ଖଣ୍ଡଗିରି ସବ୍‌ରେଜିଷ୍ଟ୍ରାର ଅଫିସ କନିଷ୍ଠ କିରାଣି ଦେବଯାନୀ କରଙ୍କୁ ଲାଞ୍ଚ ନେବା ସମୟରେ ରେଡ୍ ହ୍ୟାଣ୍ଡଡ ଧରିଛି ଭିଜିଲାନ୍ସ। ସୂଚନା ଅନୁସାରେ ଜମି କାଗଜପତ୍ର ବାବଦକୁ ଦେବଯାନୀ ଜଣେ...

୧ ଲକ୍ଷ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ କଲେଜ ପ୍ରିନ୍ସିପାଲ୍

ନୟାଗଡ଼,୨୬।୧୧: ଦରମା ରିଲିଜ୍ କରାଇବାକୁ ଲାଞ୍ଚ ନେଇ ବନ୍ଧା ହେଲେ କଲେଜ ପ୍ରିନ୍ସିପାଲ୍। ନୟାଗଡ ଜିଲା ବାହାଡ଼ାଝୋଲା ଦଧିବାମନଜୀଉ କଲେଜ ପ୍ରିନ୍ସିପାଲ୍ ନଳିନୀ ରଞ୍ଜନ ଭୂୟାଁ କଲେଜର ଜଣେ କର୍ମଚାରୀଙ୍କ ଠାରୁ ୧ ଲକ୍ଷ ଟଙ୍କା ଲାଞ୍ଚ ନେଉଥିଲା ବେଳେ...

ଇଡ୍‌କୋ ମ୍ୟାନେଜରଙ୍କ ଅମାପ ସମ୍ପତ୍ତି: ଚାରିଆଡ଼େ ଲାଗିଛି ଡିଜିଟାଲ୍ ଲକର୍, ରିମୋଟ୍ ଟିପିଲେ ଖୋଲୁଛି ଗେଟ୍

ଭୁବନେଶ୍ୱର,୬।୧୧: ଇଡ୍‌କୋ ଜୁନିୟର ମ୍ୟାନେଜରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରି ଜବତ କରିଛି ପୁଳା ପୁଳା ସମ୍ପତ୍ତି। ସବୁ କବାଟ, ଝରକା, ଆଲମିରାରେ ସବୁଆଡ଼େ ଲାଗିଛି ଡିଜିଟାଲ୍ ଲକର୍। ପ୍ରଚୁର ଟଙ୍କା ଖର୍ଚ୍ଚ କରି ୭ହଜାର ବର୍ଗଫୁଟରେ ୩ ମହଲା...

ମୁଖ୍ୟଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ଏକକାଳୀନ ୧୦ଟି ସ୍ଥାନରେ ରେଡ୍

କେନ୍ଦୁଝର,୨୨ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ବୈତରଣୀ ବେସିନ୍ ମୁଖ୍ୟଯନ୍ତ୍ରୀ କୈଳାଶ ଚନ୍ଦ୍ର ସାହୁଙ୍କ ଘରେ ଭିଜିଲାନ୍ସ ଚଢ଼ାଉ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ଏକକାଳୀନ କୈଳାଶ ସାହୁଙ୍କ ପୈତୃକ ଘର ସମେତ ୧୦ଟି ସ୍ଥାନରେ ରେଡ୍ କରାଯାଉଛି।...

ଭିଜିଲାନ୍ସ ଜାଲରେ ଖଣ୍ଡପଡା ଥାନା ଏସଆଇ, ଲାଞ୍ଚ ନେଲା ବେଳେ ମାଡ଼ି ବସିଲା

ନୟାଗଡ଼,୨୧ା୧୦: ଭିଜିଲାନ୍ସ ଜାଲରେ ନୟାଗଡ଼ ଜିଲା ଖଣ୍ଡପଡା ଥାନାରେ କାର୍ଯ୍ୟରତ ଏସଆଇ ଏସ.କେ.ରେହମାନ। ୩ ହଜାର ଟଙ୍କା ଲାଞ୍ଚ ନେବାବେଳେ ମାଡ଼ିବସିଲା ଭିଜିଲାନ୍ସ ଟିମ୍। ଖଳିସାହି ଗ୍ରାମର ଚୋରା ଦେଶୀ ମଦ ବ୍ୟବସାୟୀ ସୁଦର୍ଶନ ସାହୁଙ୍କ ପୂର୍ବ ମାମଲାର ସମାଧାନ...

ମୁଖ୍ୟ ଯନ୍ତ୍ରୀଙ୍କ ଅମାପ ସମ୍ପତ୍ତି; ଘରୁ ମିଳିଲା ନଗଦ ୪୫ ଲକ୍ଷ ଟଙ୍କା, କୋଟିଏ ଟଙ୍କାର ବ୍ୟାଙ୍କ ଡିପୋଜିଟ୍

ବାଲେଶ୍ୱର,୧୯।୯: ବାଲେଶ୍ୱର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀ ଏନ.ଭି ହରିହରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିବା ପରେ ବିପୁଳ ପରିମାଣର ଆୟାବହିର୍ଭୁତ ସମ୍ପତ୍ତି ଜବତ ହୋଇଛି। ୧୧ ଟି ଡିଏସପି, ୭ ଇନ୍ସପେକ୍ଟର, ୧୧ ଏଏସଆଇ ଏବଂ ଅନ୍ୟାନ୍ୟ...

ଲାଞ୍ଚ ନେଉଥିଲେ ରାଜସ୍ବ ନିରୀକ୍ଷକ: ମାଡି ବସିଲା ଭିଜିଲାନ୍ସ

ଢେଙ୍କାନାଳ,୧୭।୯: ଓଡ଼ିଶା ଭିଜିଲାନ୍ସ ଗତ କିଛି ଦିନ ଧରି ଦୁର୍ନୀତିଗ୍ରସ୍ଥ ଅଧିକାରୀ ମାନଙ୍କ ଉପରେ ଚଢ଼ାଉ ଜାରି ରଖିଛି। ଏହି କ୍ରମରେ ମଙ୍ଗଳବାର ଢେଙ୍କାନାଳ ସଦର ସର୍କଲର ରାଜସ୍ୱ ନିରୀକ୍ଷକ ଜଣେ ବ୍ୟକ୍ତିଙ୍କଠାରୁ ୩୦ ହଜାର ଟଙ୍କା ଲାଞ୍ଚ ନେଉଥିବା...

ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ଖୋଜି ଖୋଜି ବାହାର କରୁଛି ଭିଜିଲାନ୍ସ: ଦୁଇ ମାସରେ ଜବତ ହେଲାଣି ୪ କେଜି ସୁନା, ୧୯୬ ପ୍ଲଟ୍

ଭୁବନେଶ୍ୱର,୨।୯: ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ଉପରେ ଓଡିଶା ଭିଜିଲାନ୍ସ ପକ୍ଷରୁ ବ୍ୟାପକ ଚଢ଼ାଉ ଜାରି ରହିଛି। ଭିଜିଲାନ୍ସ ବିଭାଗ ଏହାର ଡ୍ରାଇଭକୁ ଜୋରଦାର କରିଛି ଏବଂ ଏପର୍ଯ୍ୟନ୍ତ ଏହା ୮ ଟି ପ୍ରଥମ ଶ୍ରେଣୀ ଅଧିକାରୀ, ୨ ଦ୍ୱିତୀୟ ଶ୍ରେଣୀ ଅଧିକାରୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri