Tag Archives: ODISHA VIGILANCE

ଇଡ୍‌କୋ ମ୍ୟାନେଜରଙ୍କ ଅମାପ ସମ୍ପତ୍ତି: ଚାରିଆଡ଼େ ଲାଗିଛି ଡିଜିଟାଲ୍ ଲକର୍, ରିମୋଟ୍ ଟିପିଲେ ଖୋଲୁଛି ଗେଟ୍

ଭୁବନେଶ୍ୱର,୬।୧୧: ଇଡ୍‌କୋ ଜୁନିୟର ମ୍ୟାନେଜରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରି ଜବତ କରିଛି ପୁଳା ପୁଳା ସମ୍ପତ୍ତି। ସବୁ କବାଟ, ଝରକା, ଆଲମିରାରେ ସବୁଆଡ଼େ ଲାଗିଛି ଡିଜିଟାଲ୍ ଲକର୍। ପ୍ରଚୁର ଟଙ୍କା ଖର୍ଚ୍ଚ କରି ୭ହଜାର ବର୍ଗଫୁଟରେ ୩ ମହଲା ଘର…

ମୁଖ୍ୟଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ଏକକାଳୀନ ୧୦ଟି ସ୍ଥାନରେ ରେଡ୍

କେନ୍ଦୁଝର,୨୨ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ବୈତରଣୀ ବେସିନ୍ ମୁଖ୍ୟଯନ୍ତ୍ରୀ କୈଳାଶ ଚନ୍ଦ୍ର ସାହୁଙ୍କ ଘରେ ଭିଜିଲାନ୍ସ ଚଢ଼ାଉ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ଏକକାଳୀନ କୈଳାଶ ସାହୁଙ୍କ ପୈତୃକ ଘର ସମେତ ୧୦ଟି ସ୍ଥାନରେ ରେଡ୍ କରାଯାଉଛି। ଭୁବନେଶ୍ବର,…

ଭିଜିଲାନ୍ସ ଜାଲରେ ଖଣ୍ଡପଡା ଥାନା ଏସଆଇ, ଲାଞ୍ଚ ନେଲା ବେଳେ ମାଡ଼ି ବସିଲା

ନୟାଗଡ଼,୨୧ା୧୦: ଭିଜିଲାନ୍ସ ଜାଲରେ ନୟାଗଡ଼ ଜିଲା ଖଣ୍ଡପଡା ଥାନାରେ କାର୍ଯ୍ୟରତ ଏସଆଇ ଏସ.କେ.ରେହମାନ। ୩ ହଜାର ଟଙ୍କା ଲାଞ୍ଚ ନେବାବେଳେ ମାଡ଼ିବସିଲା ଭିଜିଲାନ୍ସ ଟିମ୍। ଖଳିସାହି ଗ୍ରାମର ଚୋରା ଦେଶୀ ମଦ ବ୍ୟବସାୟୀ ସୁଦର୍ଶନ ସାହୁଙ୍କ ପୂର୍ବ ମାମଲାର ସମାଧାନ ପାଇଁ…

ମୁଖ୍ୟ ଯନ୍ତ୍ରୀଙ୍କ ଅମାପ ସମ୍ପତ୍ତି; ଘରୁ ମିଳିଲା ନଗଦ ୪୫ ଲକ୍ଷ ଟଙ୍କା, କୋଟିଏ ଟଙ୍କାର ବ୍ୟାଙ୍କ ଡିପୋଜିଟ୍

ବାଲେଶ୍ୱର,୧୯।୯: ବାଲେଶ୍ୱର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀ ଏନ.ଭି ହରିହରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିବା ପରେ ବିପୁଳ ପରିମାଣର ଆୟାବହିର୍ଭୁତ ସମ୍ପତ୍ତି ଜବତ ହୋଇଛି। ୧୧ ଟି ଡିଏସପି, ୭ ଇନ୍ସପେକ୍ଟର, ୧୧ ଏଏସଆଇ ଏବଂ ଅନ୍ୟାନ୍ୟ ସହାୟକ…

ଲାଞ୍ଚ ନେଉଥିଲେ ରାଜସ୍ବ ନିରୀକ୍ଷକ: ମାଡି ବସିଲା ଭିଜିଲାନ୍ସ

ଢେଙ୍କାନାଳ,୧୭।୯: ଓଡ଼ିଶା ଭିଜିଲାନ୍ସ ଗତ କିଛି ଦିନ ଧରି ଦୁର୍ନୀତିଗ୍ରସ୍ଥ ଅଧିକାରୀ ମାନଙ୍କ ଉପରେ ଚଢ଼ାଉ ଜାରି ରଖିଛି। ଏହି କ୍ରମରେ ମଙ୍ଗଳବାର ଢେଙ୍କାନାଳ ସଦର ସର୍କଲର ରାଜସ୍ୱ ନିରୀକ୍ଷକ ଜଣେ ବ୍ୟକ୍ତିଙ୍କଠାରୁ ୩୦ ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ…

ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ଖୋଜି ଖୋଜି ବାହାର କରୁଛି ଭିଜିଲାନ୍ସ: ଦୁଇ ମାସରେ ଜବତ ହେଲାଣି ୪ କେଜି ସୁନା, ୧୯୬ ପ୍ଲଟ୍

ଭୁବନେଶ୍ୱର,୨।୯: ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ଉପରେ ଓଡିଶା ଭିଜିଲାନ୍ସ ପକ୍ଷରୁ ବ୍ୟାପକ ଚଢ଼ାଉ ଜାରି ରହିଛି। ଭିଜିଲାନ୍ସ ବିଭାଗ ଏହାର ଡ୍ରାଇଭକୁ ଜୋରଦାର କରିଛି ଏବଂ ଏପର୍ଯ୍ୟନ୍ତ ଏହା ୮ ଟି ପ୍ରଥମ ଶ୍ରେଣୀ ଅଧିକାରୀ, ୨ ଦ୍ୱିତୀୟ ଶ୍ରେଣୀ ଅଧିକାରୀ ଏବଂ…

ଲାଞ୍ଚ ନେବାବେଳେ ଧରାପଡିଲେ RI, ARI: ୨ ଜଣଙ୍କୁ ଉଠାଇ ନେଲା ଭିଜିଲାନ୍ସ

ଦିଗପହଣ୍ଡି,୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ତହସିଲ ଅନ୍ତର୍ଗତ ପୋଡାମାରି ଗ୍ରାମ ରାଜସ୍ବ ସର୍କଲର ରାଜସ୍ବ ନିରୀକ୍ଷକ(RI) ଆଦିତ୍ୟ ସେନାପତି ଏବଂ ଉପ ରାଜସ୍ବ ନୀରିକ୍ଷକ(ARI) ଟୁଟୁ ସେଠୀ ପୋଡ଼ାମାରି ଗ୍ରାମର ମନୋରଞ୍ଜନ ସାହୁଙ୍କ ଠାରୁ ୫ ହଜାର ଟଙ୍କା…

୫୦୦୦ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ରାଜସ୍ବ ନିରୀକ୍ଷକ

ଜଗତସିଂହପୁର,୨୮।୮: ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରା ପଡିଲେ ଜଗତସିଂହପୁର ବାଲିକୁଦା ତହସିଲର ମଲ୍ଲିକାପୁର ରାଜସ୍ବ ନିରୀକ୍ଷକ(ଆରଆଇ) ବିଭୁଦତ୍ତ ସାହୁ। ଏକ ଜମି ପଟା ମ୍ୟୁଟେସନ କେସ କୁ ଜଣଙ୍କ ପକ୍ଷରେ କରାଇ ଦେବା ଲାଗି ୫୦୦୦ ଟଙ୍କା ଲାଞ୍ଚ ମାଗି…

୨୫ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ସହାୟକ ରାଜସ୍ୱ ଅଧିକାରୀଙ୍କୁ ମାଡ଼ିବସିଲା ଭିଜିଲାନ୍ସ

ବୌଦ୍ଧ,୨୧।୮( ଅଜିତ ବାରିକ): ଜିଲା ସଂଗ୍ରହାଳୟରେ ଏକ ଆକ୍ୱାରିୟମ୍ ପ୍ରୋଜେକ୍ଟର ବକେୟା ବିଲ୍ ପାସ କରାଇ ଦେବା ପାଇଁ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜଳରେ ପଡିଛନ୍ତି ସହାୟକ ରାଜସ୍ୱ ଅଧିକାରୀ ଚୌଧୁରୀ ପୁପୁନ ଦାଶ। ୨୦୨୧-୨୨ ରୁ ଏହି କାର୍ଯ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?