ଭୁବନେଶ୍ୱର,୧୪।୧୧: ଇଣ୍ଡୋନେସିଆରେ ଅନୁଷ୍ଠିତ ଦ୍ୱିତୀୟ ଗ୍ଲୋବାଲ ସୁନାମି ସମ୍ମିଳନୀରେ ଓଡିଶାର ୬ ଟି ଜିଲାର ୨୪ ଟି ସୁନାମି ପ୍ରବଣ ଉପକୂଳବର୍ତ୍ତୀ ଗ୍ରାମଗୁଡିକୁ ମିଳିତ ଜାତିସଂଘର ଶିକ୍ଷା,…