ପ୍ରକାଶ ପାଇଲା ଓଡ଼ିଶାର ଚୂଡ଼ାନ୍ତ ଭୋଟର ତାଲିକା, ସୂଚନା ଦେଲେ ମୁଖ୍ୟ ନିର୍ବାଚନ ଅଧିକାରୀ ଭୁବନେଶ୍ୱର,୫।୧: ଆସନ୍ତା ସାଧାରଣ ନିର୍ବାଚନ ପୂର୍ବରୁ ଚୂଡାନ୍ତ ଭୋଟର ତାଲିକା ପ୍ରକାଶ କରିଛନ୍ତି ଓଡ଼ିଶା ମୁଖ୍ୟ ନିର୍ବାଚନ ଅଧିକାରୀ। ନୂଆକରି ଯୋଡ଼ି ହୋଇଥିବା ଯୁବ ଭୋଟରଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଭୋଟର ସଂଖ୍ୟା ୩ କୋଟି ୩୨ ଲକ୍ଷ ୩୬...