ଭୁବନେଶ୍ୱର,୨୮।୫: ବଙ୍ଗୋପସାଗରରେ ଘନୀଭୂତ ହେଉଛି ଲଘୁଚାପ। ଲଘୁଚାପ ଘନୀଭୂତ ହେବା ନେଇ ଚିତ୍ର ସ୍ପଷ୍ଟ ହୋଇଛି। ଆସନ୍ତା ୨୪ ଘଣ୍ଟାରେ ଘନୀଭୂତ ହୋଇ ଅବପାତ ରୂପ ନେବ।…