ସୃଷ୍ଟି ହେଲା ଅବପାତ: IMD ଡିଜି କହିଲେ ଆଜି ରାତି ସୁଦ୍ଧା ଗଭୀର ଅବପାତ, ଆସନ୍ତାକାଲି ବାତ୍ୟା, ପବନର ବେଗ ରହିବ…
ଭୁବନେଶ୍ୱର,୩୧ା୧୦: ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ କ୍ଷୟକ୍ଷତି ହୋଇଥିବାବେଳେ ବଙ୍ଗୋପସାଗରରେ ପୁଣି ସୃଷ୍ଟି ହୋଇଛି ଆଉ ଏକ ଅବପାତ। ଏନେଇ IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆଜି ରାତି ସୁଦ୍ଧା ଗଭୀର ଅବପାତରେ…
ଖୋର୍ଦ୍ଧାରେ ୪୦.୬୪ ମିଲିମିଟର ବର୍ଷା ରେକର୍ଡ
ଖୋର୍ଦ୍ଧା,୨୮ା୧୦(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲାରେ ଅକ୍ଟୋବର ୨୭ରୁ ୨୮ ତାରିଖ ସକାଳ ୮ଟା ୩୦ ପର୍ଯ୍ୟନ୍ତ ବିଭିନ୍ନ ଅଞ୍ଚଳରେ ବର୍ଷା ରେକର୍ଡ କରାଯାଇଛି। ଜିଲାର ୧୪ଟି ବର୍ଷା ମାପ କେନ୍ଦ୍ରରେ ହାରାହାରି ୪୦.୬୪ ମିଲିମିଟର ବର୍ଷା ହୋଇଥିବା ତଥ୍ୟରୁ ଜଣାପଡ଼ିଛି। ରିପୋର୍ଟ…
ସୃଷ୍ଟି ହେଲା ବାତ୍ୟା: ଆଜି ରାତି ସୁଦ୍ଧା ଭୀଷଣ ବାତ୍ୟାର ରୂପ ନେବ
ଭୁବନେଶ୍ୱର,୨୬ା୧୦: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ବାତ୍ୟା । ଫଳରେ ଏହି ବାତ୍ୟାକୁ ନେଇ ଏବେ ଉପକୂଳବର୍ତ୍ତୀ ଅଞ୍ଚଳରେ ଆତଙ୍କ ସୃଷ୍ଟି ହୋଇଛି। ଗଭୀର ଅବପାତରୁ ରୂପ ନେଇଥିବା ଏହି ବାତ୍ୟା କ୍ରମଶଃ ଶକ୍ତିଶାଳୀ ହେବାରେ ଲାଗିଛି। ପାଣିପାଗ ବିଭାଗର ଆକଳନ ଅନୁଯାୟୀ,…
ଆଜି ବଙ୍ଗୋପସାଗରରେ ସୃଷ୍ଟି ହେବ ବାତ୍ୟା: ୨୮ରେ ଛୁଇଁବ ସ୍ଥଳଭାଗ, ଆନ୍ଧ୍ର ଦେଇ ଓଡ଼ିଶା ମୁହାଁଇବା ଆଶଙ୍କା
ଭୁବନେଶ୍ୱର, ୨୬ା୧୦ (ବନ୍ଦନା ସେଠୀ): ସମ୍ଭାବ୍ୟ ବାତ୍ୟାର ଗତିପଥକୁ ନେଇ ରାଜ୍ୟବାସୀଙ୍କ ମନରେ ପୁଣି ଛନକା ପଶିଛି। ବାତ୍ୟା ଆନ୍ଧ୍ରପ୍ରଦେଶ ଉପକୂଳରେ ମାଡ଼ ହେବା ପରେ ଓଡ଼ିଶା ଆଡ଼କୁ ମୁହାଁଇବା ସମ୍ଭାବନା ଥିବାରୁ ଚିନ୍ତା ବଢ଼ିଛି। ତେଣୁ ବାତ୍ୟା ଓ ବର୍ଷାଜନିତ…
ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ଗଞ୍ଜାମ ପ୍ରଶାସନର ପ୍ରସ୍ତୁତି: ଅଧିକାରୀଙ୍କ ଛୁଟି ବାତିଲ, ୨୯ ତାରିଖ ପର୍ଯ୍ୟନ୍ତ…
ଛତ୍ରପୁର,୨୪ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାର ମୁକାବିଲା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ଏନେଇ ଶନିବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ ଓସଓ୍ବାନ ହଲ୍ରେ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ଅଧ୍ୟକ୍ଷତାରେ…
ଆଣ୍ଡାମାନ ସାଗରରେ ସୃଷ୍ଟି ହେବ ଲଘୁଚାପ: ଏହି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର,୧୩।୧୦(ବନ୍ଦନା ସେଠୀ): ଦକ୍ଷିଣ ଆଣ୍ଡାମାନ ସାଗର ନିକଟବର୍ତ୍ତୀ ଅଞ୍ଚଳରେ ରହିଥିବା ଘୂର୍ଣ୍ଣିବଳୟ ମଙ୍ଗଳବାର ଲଘୁଚାପ ରୂପ ନେବ। ଏହା ଅଧିକ ଘନୀଭୂତ ହେବ କି ନାହିଁ ଏଯାଏ ସ୍ପଷ୍ଟ ହୋଇ ନ ଥିବାବେଳେ ସାମୁଦ୍ରିକ ଓ ବାୟୁମଣ୍ଡଳୀୟ ପରିସ୍ଥିତି ଅଧିକ ଅନୁକୂଳ…
ଦୁର୍ଗାପୂଜାରେ ହେବକି ବାତ୍ୟା? ବଡ଼ ସୂଚନା ଦେଲା ପାଣିପାଗ ବିଭାଗ
ଭୁବନେଶ୍ୱର,୧୨।୧୦(ବନ୍ଦନା ସେଠୀ): ଥାଇଲାଣ୍ଡ ଉପସାଗର ଅଞ୍ଚଳରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ଆସନ୍ତା ୨୪ଘଣ୍ଟା ମଧ୍ୟରେ ଆଣ୍ଡାମାନ ସାଗରକୁ ପ୍ରବେଶ କରିବ ଓ ୧୩ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟଜନିତ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ତେବେ…
ପାଣିପାଗ ବିଭାଗର ବଡ଼ ସୂଚନା, ଆସନ୍ତା ୪ ଦିନ ଯାଏ ଏହି ଜିଲାରେ କଲବଲ କରିବ ତାତି
ଭୁବନେଶ୍ୱର,୫ା୧୦(ବନ୍ଦନା ସେଠୀ): ରାଜ୍ୟରେ ଏବେ ତାପମାତ୍ରା ବଢ଼ୁଛି । ଖରାତାତି ସାଙ୍ଗକୁ ଗରମ ଗୁଳୁଗୁଳି ଅନୁଭୂତ ହେଉଛି । ଆସନ୍ତା ୩/୪ ଦିନ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ । ଏହାପରେ ତାପମାତ୍ରାରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ…
ଓଡ଼ିଶାରେ କମୁଛି ବର୍ଷା; ଏହା ତାରିଖରୁ ଫେରିଯିବ ମୌସୁମୀ
ଭୁବନେଶ୍ୱର,୧୫।୯(ବନ୍ଦନା ସେଠୀ): ରାଜ୍ୟରେ ଧୀରେ ଧୀରେ କମୁଛି ବର୍ଷା । ଉତ୍ତର-ପଶ୍ଚିମ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ସ୍ଥଳ ଭାଗ ଛୁଇଁଛି । ଏହାର ପ୍ରଭାବ ଓଡ଼ିଶା ଉପରେ କମ୍ ରହିଥିବାବେଳେ…
ପାଣିପାଗ ବିଭାଗର ବଡ଼ ସୂଚନା, ଆଜି ୧୮ ଜିଲାରେ ଝଡ଼ବର୍ଷା
ଭୁବନେଶ୍ୱର,୧ା୯(ବନ୍ଦନା ସେଠୀ): ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ଉତ୍ତର ଉପକୂଳ ଓଡ଼ିଶା ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ଅଞ୍ଚଳ ଉପରେ ଥିବା ସ୍ପଷ୍ଟ ଭାବେ ଚିହ୍ନିତ ଲଘୁଚାପ କ୍ଷେତ୍ରଟି ସେହି ଅଞ୍ଚଳରେ ରହିଛି । ଏହାସହିତ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୭.୬…
ଆହୁରି ସକ୍ରିୟ ହେଲା ଲଘୁଚାପ, ଆସନ୍ତା ୨ ଦିନ ଯାଏ ଏହି ଜିଲାରେ ପ୍ରବଳ ବର୍ଷା
ଭୁବନେଶ୍ବର,୩୧ା୮: ବଙ୍ଗୋପସାଗରରେ ସୃଷ୍ଟି ହେଲା ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ର । ସୋମବାର ଭୋର ୫ଟା ୩୦ ସୁଦ୍ଧା ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଥିବା ବେଳେ ଆସନ୍ତା ୨ ଦିନ ଯାଏ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି…
ବରଗଡ଼ରେ ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା
ବରଗଡ଼,୩୧ା୮(ପ୍ରେମାନନ୍ଦ ଖମାରୀ): ସାରା ରାଜ୍ୟରେ ଲଘୁଚାପଜନିତ ବର୍ଷା ଜାରି ରହିଥିବାବେଳେ ବରଗଡ଼ ଜିଲାରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅତି ଭୟଙ୍କର ବର୍ଷା ହେବାର ଆଶଙ୍କା ଦେଖାଦେଇଛି। ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ଜିଲା ପାଇଁ ରେଡ୍ ଓ୍ବାର୍ନିଂ ଜାରି…

