Tag Archives: odisha Weather

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର ସମ୍ଭାବନା ନେଇ ପୂର୍ବାନୁମାନ ଜାରି କରାଯାଇଛି। ଏଥିସହ ଜିଲାର ବିଭିନ୍ନ ଅଞ୍ଚଳରେ ଲଗାତର…

ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ, ୪୮ ଘଣ୍ଟାରେ ଏହି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର,୫।୮: ମୌସୁମୀ ସକ୍ରିୟ ରହିଥିବା ବେଳେ ସାରା ରାଜ୍ୟରେ ବର୍ଷା ଜାରି ରହିଛି । ସେ ଆସନ୍ତା ୪୮ ଘଣ୍ଟା ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ଚେତାବନୀ ଜାରି କରାଯାଇଛି । ମୟୂରଭଞ୍ଜରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ: ଆସନ୍ତା ୨୪ ଘଣ୍ଟାରେ ଓଡ଼ିଶାକୁ…

ଭୁବନେଶ୍ୱର,୨୬ା୭: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଅବପାତ। ଆଗାମୀ ୨୪ ଘଣ୍ଟାରେ ଏହା ଗଭୀର ଅବପାତର ରୂପ ନେବ। ଆସନ୍ତାକାଲି ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରିବ। ଏହା ପ୍ରଭାବରେ ରାଜ୍ୟରେ ଆଗାମୀ ୪୮ ଘଣ୍ଟା ପ୍ରବଳ ବର୍ଷିବ। ଏନେଇ ଆଗାମୀ ଦୁଇଦିନ…

୭ ଜିଲାକୁ ପ୍ରବଳ ବର୍ଷା: ସତର୍କ କରାଇ ପାଣିପାଗ ବିଭାଗ କହିଲା ଏହି ସମୟରେ…

ଭୁବନେଶ୍ୱର,୧୯ା୭: ରବିବାର ପଶ୍ଚିମ ଏବଂ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ (IMD)। ରାଜ୍ୟ ସାରା ମୌସୁମୀ ସକ୍ରିୟ ରହିଥିବାବେଳେ ଅନ୍ୟ କେତେକ ଜିଲାରେ ଝଡ଼ବର୍ଷା, ବଜ୍ରପାତ ଏବଂ…

ଆଗାମୀ ୨୪ ଘଣ୍ଟାରେ ତାଣ୍ଡବ ରଚିବ ଝଡ଼ବର୍ଷା; ଓଡ଼ିଶା ସମେତ ୧୫ ରାଜ୍ୟକୁ IMDର ହାଇ-ଆଲର୍ଟ

ନୂଆଦିଲ୍ଲୀ,୧୮।୭: ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହେଉଛି ଏବଂ ଏହା ସହିତ ଏକ ପଶ୍ଚିମା ଝଡ଼ (Western Disturbance) ମଧ୍ୟ ସକ୍ରିୟ ହେବ। ଏହି କାରଣରୁ ଦେଶର ୬୦ ରୁ ୭୦ ପ୍ରତିଶତ…

ଆଜିଠୁ ପ୍ରବଳ ବର୍ଷା, ଏସବୁ ଜିଲାକୁ ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ…

ଭୁବନେଶ୍ୱର,୧୩ା୭: ଏଥର ରଥରେ ପ୍ରବଳ ବର୍ଷିବ। ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆସନ୍ତା ସପ୍ତାହରେ ବଙ୍ଗୋପସାଗରରେ ପଛକୁ ପଛ ଦୁଇଟି ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟର ଉତ୍ତର…

ଜୀବିକାରେ ବାଧକ ସାଜିଛି ଲଘୁଚାପ ବର୍ଷା, ସମୁଦ୍ରରୁ କୂଳକୁ ଫେରୁଛନ୍ତି ମତ୍ସ୍ୟଜୀବୀ

ମହାକାଳପଡ଼ା,୬ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଛି ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଏହାର ପ୍ରଭାବରେ ଓଡ଼ିଶା ଉପକୂଳରେ ଭୀଷଣ ବର୍ଷା ସହିତ ପବନ ବହିବାର ଆଶଙ୍କା ଥିବାରୁ ସ୍ଥାନୀୟ ମତ୍ସ୍ୟଜୀବୀମାନେ ଚିନ୍ତାରେ ପଡ଼ିଛନ୍ତି। ଫଳରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ପାଣିପାଗ କେନ୍ଦ୍ର କହିଲା ୩ ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨ା୭: ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଉତ୍ତରପଶ୍ଚିମ ବଙ୍ଗୋପସାଗର ଏବଂ ତତ୍‌ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ନେଇ ଆଇଏମ୍‌ଡି ପକ୍ଷରୁ ସୂଚନା ଦିଆଯାଇଛି। ଘୂର୍ଣ୍ଣିବଳୟ ପ୍ରଭାବରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି।…

ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା, ଏସବୁ ସ୍ଥାନରେ ଅଧିକ

ଭୁବନେଶ୍ୱର,୨ା୭: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ବିଶେଷକରି ୫ଟି ସ୍ଥାନରେ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୦୦ ମି.ମି ବର୍ଷା ରେକର୍ଡ କରାଯାଇଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନାରୁ ଜଣାପଡ଼ିଛି। ବରଗଡ଼ର ଅମ୍ବାଭୋନାରେ ସର୍ବାଧିକ ୧୮୦ ମି.ମି.…

IMD କଲା ଆଲର୍ଟ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, କାଲିଠୁ ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ, ୨ା୭: ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ଆଜି ଦେଶର ୧୯ଟି ରାଜ୍ୟରେ ମୂଷଳଧାରାରେ ବର୍ଷା ହେବ। ଆଜି ଦିଲ୍ଲୀ, ପଞ୍ଜାବ, ହରିୟାଣା, ଚଣ୍ଡିଗଡ଼, ଉତ୍ତରପ୍ରଦେଶ, ବିହାର, ମଧ୍ୟପ୍ରଦେଶ, ହିମାଚଳ ପ୍ରଦେଶ, ଉତ୍ତରାଖଣ୍ଡ, ଝାଡ଼ଖଣ୍ଡ, ପଶ୍ଚିମବଙ୍ଗ, ସିକ୍କିମ, ଛତିଶଗଡ଼, ଓଡ଼ିଶା…

ବଙ୍ଗୋପସାଗରରେ ହଲଚଲ! ଓଡ଼ିଶା ମୁହାଁ ମାଡ଼ି ଆସୁଛି…

ଭୁବନେଶ୍ୱର,୧।୭: ଉତ୍ତରବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ବାଂଲାଦେଶ ଉପକୂଳରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ବାୟୁମଣ୍ଡଳର ଦେଢ଼ରୁ ୫.୮ କିଲୋମିଟିର ଉଚ୍ଚତା ଯାଏଁ ସକ୍ରିୟ ରହିଛି ଲଘୁଚାପ। ପ୍ରଭାବରେ ଆସନ୍ତା ୩ ତାରିଖ ବେଳକୁ ଉତ୍ତରପଶ୍ଚିମ ବଙ୍ଗୋପସାଗର ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେରେ…

ଆଇଏମଡିର ପୂର୍ବାନୁମାନ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୩ଦିନ ଏସବୁ ଜିଲାରେ…

ଭୁବନେଶ୍ବର,୩୦।୬: ଆସନ୍ତା ଜୁଲାଇ ୩ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ସମଗ୍ର ଓଡ଼ିଶାରେ ପୁଣିଥରେ ପ୍ରବଳ ବର୍ଷା ହୋଇପାରେ ବୋଲି ଭାରତୀୟ ପାଣିପାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?