Tag Archives: odisha Weather

ଏସବୁ ଜିଲାରେ ଆଜି କାଳବୈଶାଖୀ: ପ୍ରବଳ ଘଡ଼ଘଡ଼ି ସହ ବିଜୁଳି, ସତର୍କ ସୂଚନା ଜାରି କରି…

ଭୁବନେଶ୍ୱର,୨୧ା୪: ରାଜ୍ୟରେ ଗତ କିଛିଦିନ ଧରି ପାରଦ ଉପରମୁହାଁ ରହିଛି। ଦିନରେ ଗରମ ଓ ଗୁଳୁଗୁଳି, ଅପରାହ୍ନରୁ କାଳବୈଶାଖୀ ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଛି। ତେବେ ଆସନ୍ତା ୪ ଦିନ ଧରି ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିବ। ଏଥିସହ ରାଜ୍ୟର ବିଭିନ୍ନ…

୪୦ ଡିଗ୍ରୀ ଉପରେ ୧୪ ସହର, ଆହୁରି ସପ୍ତାହେ ଶିଝିବ ଓଡ଼ିଶା

ଭୁବନେଶ୍ୱର,୨୦ା୪ (ବନ୍ଦନା ସେଠୀ): ପ୍ରବଳ ଗ୍ରୀଷ୍ମତାପରେ ଶିଝୁଛି ଓଡ଼ିଶା। ଗରମ ଗୁଳୁଗୁଳିରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଥିବାବେଳେ ରବିବାର ମଧ୍ୟ ଅଧା ରାଜ୍ୟର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା। ଆଗାମୀ ସପ୍ତାହେ ପର୍ଯ୍ୟନ୍ତ ଏହିଭଳି ସ୍ଥିତି ଲାଗି ରହିବ ଓ ତାତିରୁ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ରବିବାର ଝଡ଼ତୋଫାନ ସହ ବର୍ଷା ହୋଇଛି। ପୁରୀ ଓ…

ଦିନରେ ନିଆଁ ବର୍ଷା, ଅପରାହ୍ନରେ ମାଡ଼ି ଆସୁଛି କାଳବୈଶାଖୀ, ଆଜି ୩ ଜିଲାରେ ହେବ…

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେବ ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଏପରିକି ଦିନରେ ନିଆଁ ବର୍ଷା ହେଉଥିବାବେଳେ ଅପରାହ୍ନରେ ମାଡ଼ି ଆସୁଛି କାଳବୈଶାଖୀ। ଏହାର ପ୍ରଭାବରେ ରାଜଧାନୀର କିଛି ଅଞ୍ଚଳରେ ବର୍ଷା ହୋଇଥିବାରୁ ସାମାନ୍ୟ…

କମିବ ତାପମାତ୍ରା; ଘୂର୍ଣ୍ଣିବଳୟ ପ୍ରଭାବରେ ୧ ଯାଏ ଝଡ଼ବର୍ଷା

ଭୁବନେଶ୍ୱର, ୨୭।୩(ବନ୍ଦନା ସେଠୀ): ବର୍ତ୍ତମାନ ଉପର ବାୟୁ ଘୂର୍ଣ୍ଣିବଳୟ ଉତ୍ତର ଓଡ଼ିଶା ସଂଲଗ୍ନ ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ସମୁଦ୍ର ପତ୍ତନଠାରୁ ୧.୫ କି.ମି. ପର୍ଯ୍ୟନ୍ତ ବ୍ୟାପିିଛି। ଏହାର ପ୍ରଭାବରେ ଗୁରୁବାର ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହିତ ବର୍ଷା, ପବନ…

ହଠାତ୍‌ ବଦଳିଗଲା ପାଗ: ଧୂଳିଝଡ଼ ସହ କୁଆପଥର ମାଡ଼

ବନ୍ତ,୨୫ା୩(କିଶୋର କୁମାର ସେଠୀ): ବୁଧବାର ଅପରାହ୍ନରେ ହଠାତ୍‌ ପାଗ ବଦଳିଯିବା ସହ ବନ୍ତ ବ୍ଲକର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ପ୍ରବଳ ବେଗରେ ପବନ, ଭୟଙ୍କର ଧୂଳିଝଡ଼ ଏବଂ କୁଆପଥର ମାଡ଼ ସାଙ୍ଗକୁ ବର୍ଷା ଯୋଗୁ ସମଗ୍ର ଅଞ୍ଚଳରେ…

ଘଡ଼ଘଡ଼ି ସହ ଝଡ଼ ବର୍ଷା ନେଇ ୮ ଜିଲାକୁ ୟେଲୋ ଓ୍ବାର୍ନିଂ, ୪୦ରୁ ୫୦ କିମି ପର୍ଯ୍ୟନ୍ତ ପବନ….

ଭୁବନେଶ୍ବର,୨୫।୩: ଗତ କିଛିଦିନ ଧରି ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ଲାଗି ରହିଛି । ଏହାରି ଭିତରେ ଭୁବନେଶ୍ବର ପାଣିପାଗ ବିଭାଗ ପକ୍ଷରୁ ଓ୍ବାର୍ନିଂ ଜାରି କରାଯାଇଛି । ଘଡ଼ଘଡ଼ି ସହ ଝଡ଼ ବର୍ଷା ନେଇ କାଲି ପର୍ଯ୍ୟନ୍ତ ୮ ଜିଲାକୁ ୟେଲୋ…

୩୯ ଡିଗ୍ରୀ ଟପିଲା ପାରଦ, ଘୂର୍ଣ୍ଣିବଳୟ ପ୍ରଭାବରେ ୮ରୁ ବର୍ଷା ସମ୍ଭାବନା

ଭୁବନେଶ୍ୱର,୬।୩(ବନ୍ଦନା ସେଠୀ): ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ତାପମାତ୍ରା ବୃଦ୍ଧି ପାଇବା ସହିତ ସକାଳେ କୁହୁଡ଼ି ଓ ଦିନରେ ଝାଞ୍ଜି ପବନ ଜନଜୀବନକୁ ଅସ୍ତବ୍ୟସ୍ତ କରୁଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ, ଗୁରୁବାର ପାରଦ ୩୯ ଡିଗ୍ରୀ…

ଆସନ୍ତା ୭ଦିନ ପର୍ଯ୍ୟନ୍ତ ଶୁଖିଲା ପାଗ, ୩ଦିନରେ ୩ ଡିଗ୍ରୀ ବଢ଼ିବ ତାପମାତ୍ରା

ଭୁବନେଶ୍ୱର,୨୭ା୨ (ବନ୍ଦନା ସେଠୀ): ରାଜ୍ୟରେ ବୃଦ୍ଧି ପାଇବ ଦିନ ଓ ରାତି ତାପମାତ୍ରା। ଆସନ୍ତା ୩ଦିନ ମଧ୍ୟରେ ସର୍ବାଧିକ ବା ଦିନ ତାପମାତ୍ରାରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ। ସେହିପରି ସର୍ବନିମ୍ନ ବା ରାତି ତାପମାତ୍ରା ୩ଡିଗ୍ରୀ ପର୍ଯ୍ୟନ୍ତ…

ଲଘୁଚାପ କ୍ଷେତ୍ର ସକ୍ରିୟ, ୨୫ଯାଏ ଶୁଖିଲା ପାଗ

ଭୁବନେଶ୍ୱର,୧୯ା୨(ଅନୁରାଧା ମହାରଣା): ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ବୁଧବାର ସକ୍ରିୟ ରହିଛି । ଏହା ପ୍ରଭାବରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ପାଣିପାଗ ଧୀରେ ଧୀରେ ବଦଳିବାର ଆଶଙ୍କା ରହିଛି। ମତ୍ସ୍ୟଜୀବୀ ସମୁଦ୍ରକୁ ଯିବା ସମୟରେ ସତର୍କ ରହିବାକୁ ପରାମର୍ଶ…

ପୁଣି ଫେରିଲା ଶୀତ, ନିଆଁ-ଖରାକୁ ଖୋଜିଲେଣି ଲୋକେ

ଦାରିଙ୍ଗବାଡ଼ି,୯ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳକୁ କିଛି ଦିନ ବ୍ୟବଧାନ ପରେ ପୁଣି ଶୀତ ଫେରିଛି। ଫଳରେ ଏହି ଅସହ୍ୟ ଜାଡ଼ ଜନଜୀବନକୁ ପ୍ରଭାବିତ କରିଛି। ପୁଣି ଶୀତ ଫେରିବାରୁ ଲୋକଙ୍କ ଜୀବନଚର୍ଯ୍ୟାରେ ବି ପରିବର୍ତ୍ତନ ଆସିଛି। ଆଉଥରେ ଲୋକଙ୍କୁ…

ସପ୍ତାହକରେ ୪ ଡିଗ୍ରୀ ବଢ଼ିଲା ତାପମାତ୍ରା, ଝାରସୁଗୁଡାରେ ସର୍ବୋଚ୍ଚ…

ଭୁବନେଶ୍ୱର, ୩୦।୧(ବନ୍ଦନା ସେଠୀ): ରାଜ୍ୟରେ ଶୀତ ପ୍ରକୋପ କମିଛି। ସର୍ବନିମ୍ନ ରାତି ତାପମାତ୍ରା ଓ ସର୍ବୋଚ୍ଚ ଦିନ ତାପମାତ୍ରାରେ କ୍ରମଶଃ ବୃଦ୍ଧି ହେବାରେ ଲାଗିଛି। ଗୁରୁବାର ଝାରସୁଗୁଡାରେ ସର୍ବୋଚ୍ଚ ତାପମାତ୍ରା ୩୧.୮ ଡିଗ୍ରୀ ରେକର୍ଡ କରାଯାଇଛି। ଆଞ୍ଚଳିକ ପାଣିପାଗ ବିଭାଗର ତଥ୍ୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?