Tag Archives: odisha Weather

ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ: ଆସନ୍ତା ୧୨ ଘଣ୍ଟା ମଧ୍ୟରେ ବଜ୍ରପାତ ନେଇ ୫ଟି ଜିଲାକୁ ସତର୍କ ସୂଚନା

ଭୁବନେଶ୍ୱର,୨୦ା୧୦: କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଲଘୁଚାପରେ ପରିଣତ ହୋଇଛି। ଏହା ଉତ୍ତର ପଶ୍ଚିମ ଦିଗକୁ କ୍ରମଶଃ ଗତି କରି ଆସନ୍ତା ବୁଧବାର ୨୩ ତାରିଖ ସୁଦ୍ଧା ଅବପାତ ରୂପ ନେବାର ସମ୍ଭାବନା ରହିଛି ବୋଲି ଭାରତୀୟ…

ପାଣିପାଗ ବିଭାଗର ସୂଚନା, ଆଗାମୀ ୫ ଦିନ ଯାଏଁ ଓଡ଼ିଶାରେ ବର୍ଷା ସମ୍ଭାବନା

ଭୁବନେଶ଼୍ବର, ୧୭।୬: ଓଡ଼ିଶାର ଉପକୂଳ ଅଞ୍ଚଳରେ ଆହୁରି ୩ରୁ ୪ ଦିନ ତାତି ଅନୁଭୂତ ହେବ । ସମ୍ପୂର୍ଣ୍ଣ ଓଡ଼ିଶାରେ ମୌସୁମୀ ଅଗ୍ରସର ହେବାକୁ ଆହୁରି ସମୟ ଲାଗିବା ନେଇ ଜଣାପଡ଼ିଛି । ଆଗାମୀ ୫ ଦିନ ଯାଏଁ ଦକ୍ଷିଣ ଓ…

ଆହୁରି ୪୮ଘଣ୍ଟା ହିଟ୍‌ଓ୍ବେଭ୍‌

ଭୁବନେଶ୍ୱର, ୩।୬(ଅସମାପିକା ସାହୁ)- ରାଜ୍ୟରେ ଡରାଇଲାଣି ତାତି। ରବିବାର ଟିଟିଲାଗଡ଼ରେ ସର୍ବାଧିକ ଦିନତାପମାତ୍ରା ୪୨.୫ହିଗ୍ରୀ ରେକର୍ଡ କରାଯାଇଥିବା ବେଳେ ବଲାଙ୍ଗୀର, ସୋନପୁରରେ ୪୨.୩, ବୌଦ୍ଧ ୪୨.୧, ଭବାନିପାଟଣା ୪୦.୫, ନୂଆପଡ଼ା ୪୦.୫, ଝାରସୁଗୁଡ଼ା ୪୦.୪, ସମ୍ବଲପୁରରେ ୪୦ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।…

ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି; ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେତେକ ସ୍ଥାନରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର,୨।୬: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦେଶର ବିଭିନ୍ନ ସ୍ଥାନରେ ପ୍ରବେଶ କରିସାରିଛି। ତେବେ ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଗରମ ଓ ଗୁଳୁଗୁଳି ହେବା ନେଇ ଭୁବନେଶ୍ୱରସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା…

୨ରୁ ୩ ଡ଼ିଗ୍ରୀ ହ୍ରାସ ପାଇବ ତାପମାତ୍ରା, ପ୍ରଚଣ୍ଡ ତାତିରୁ ମିଳିବ ଆଶ୍ବସ୍ତି

ଭୁବନେଶ୍ୱର,୧ା୬: ଓଡ଼ିଶାର ଅନେକ ଅଞ୍ଚଳରେ ହିଟ୍‌ଓ୍ବେଭ୍‌ ଜାରି ରହିଛି। ଏହାକୁ ରାଜ୍ୟରେ ତୃତୀୟ ପର୍ଯ୍ୟାୟ ହିଟ୍‌ଓ୍ବେଭ୍‌ ବୋଲି କୁହାଯାଉଛି। ପ୍ରଥମ ହିଟ୍‌ଓ୍ବେଭ୍‌ କେବଳ ଦୁଇ ଦିନ, ଏପ୍ରିଲ୍ ୫ ଏବଂ ଏପ୍ରିଲ୍ ୬, ୨୦୨୪ ପର୍ଯ୍ୟନ୍ତ ଚାଲିଥିଲା। ଏହାପରେ ଦ୍ୱିତୀୟ ପର୍ଯ୍ୟାୟରେ…

ଆସନ୍ତା ଦୁଇ ଦିନ ପରେ ରାଜ୍ୟରେ ବୃଦ୍ଧି ପାଇବ ତାପମାତ୍ରା, ପାଣିପାଗ କେନ୍ଦ୍ରର ସୂଚନା

ଭୁବନେଶ୍ୱର,୧୫ା୫: ରାଜ୍ୟରେ ଆସନ୍ତା ଦୁଇଦିନପରେ ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନକେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଅର୍ଥାତ ମେ ୧୮ ଏବଂ ୧୯ ରେ ଓଡ଼ିଶାର ଅନେକ ଜିଲାରେ ହିଟ୍‌ୱେଭ୍ ସ୍ଥିତି…

କାଳବୈଶାଖୀର ପ୍ରଭାବରେ ତାପମାତ୍ରା ହ୍ରାସ; ୧୯୦୧ ମସିହା ପରଠାରୁ ଗତ ଏପ୍ରିଲ ସବୁଠାରୁ ଉତ୍ତପ୍ତ

ଭୁବନେଶ୍ୱର,୯।୫: କାଳବୈଶାଖୀ ଯୋଗୁଁ ରାଜ୍ୟରେ ବିଭିନ୍ନ ସ୍ଥାନରେ ତାପମାତ୍ରାରେ ସାମାନ୍ୟ ହ୍ରାସ ପାଇଛି। ଉପକୂଳ ଓଡ଼ିଶା ସମେତ ପଶ୍ଚିମ ଏବଂ ମଧ୍ୟ ଭାଗରେ ଝଡବର୍ଷା ହୋଇଥିବା ସମ୍ବାଦ ଆମର ହସ୍ତଗତ ହୋଇଛଇ। ଆସନ୍ତା ୪ ଦିନ ପର୍ଯ୍ୟନ୍ତ କାଳବୈଶାଖୀର ପ୍ରଭାବ ରହିବ…

ଆସନ୍ତା ୩ ଘଣ୍ଟା ପାଇଁ କାଳବୈଶାଖୀ, ବଜ୍ରପାତ ସୂଚନା

ଭୁବନେଶ୍ୱର,୨୪ା୪: ଦିନ ସାରା ପ୍ରଚଣ୍ଡ ଖରା ଏବଂ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଅପରାହ୍ନରେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣିଛି। ଅପରାହ୍ନ ସାଢ଼େ ୨ଟାରେ ଭୁବନେଶ୍ବରରେ ତାପମାତ୍ରା ୪୩.୨ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ୩ଟାରେ କାଳବୈଶାଖୀ ବର୍ଷା…

ତାତିରେ ରେକର୍ଡ ଭାଙ୍ଗିଲା ଭୁବନେଶ୍ୱର

ଭୁବନେଶ୍ୱର,୧୪ା୪: ରାଜ୍ୟର ବିଭିନ୍ନ ସ୍ଥାନର ତାପମାତ୍ରା ପୁଣି ବଢ଼ିଛି। ରବିବାର ସାଢ଼େ ୧୧ଟା ସୁଦ୍ଧା ୫ ସହରର ତାପମାତ୍ରା ୩୫ ଡିଗ୍ରୀ ଟପିଥିବା ବେଳେ ରାଜଧାନୀ ଭୁବନେଶ୍ୱରରେ ତାପମାତ୍ରା ୩୭.୪ ଡିଗ୍ରୀ ରହିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂତ୍ରରୁ ପ୍ରକାଶ। ସେହିପରି…

ଚଳିତ ବର୍ଷ ପ୍ରଥମ ଥର ପାଇଁ ରାଜ୍ୟରେ ୪୦ ଡ଼ିଗ୍ରୀ ଅତିକ୍ରମ କଲା ତାତି

ଭୁବନେଶ୍ୱର,୩୦ା୩: ତାତିରେ ଫୁଟିଲା ସାରା ରାଜ୍ୟ। ଚଳିତ ବର୍ଷ ପ୍ରଥମ ଥର ପାଇଁ ଓଡ଼ିଶାରେ ୪୦ ଡ଼ିଗ୍ରୀ ଅତିକ୍ରମ କଲା ତାତି। ଶନିବାର ମାଲକାନଗିରିରେ ସର୍ବାଧିକ ୪୧ଡ଼ିଗ୍ରୀ ପାରଦ ଛୁଇଁଛି। ସେହିଭଳି ବୌଦ୍ଧ ଏବଂ ଟିଟିଲାଗଡରେ ୪୦.୫ ଡ଼ିଗ୍ରୀ , ବଲାଙ୍ଗୀରରେ…

ଆଗାମୀ ୪ରୁ ୫ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ସମ୍ଭାବନା; ବୈଠକ ଡାକିଲେ ସ୍ୱତନ୍ତ୍ର ରିଲିଫ୍‌‌ କମିଶନର

ଭୁବନେଶ୍ୱର,୩୦ା୩: ରାଜ୍ୟରେ କ୍ରମାଗତ ୩ ଦିନ ହେବ ଗ୍ରୀଷ୍ମ ପ୍ରକୋପ ବୃଦ୍ଧି ପାଇବାରେ ଲାଗିଛି। ଗତକାଲି ୫ଟି ସହରର ତାପମାତ୍ରା ୪୦ ଡିଗ୍ରୀ ରହିଥିବାବେଳେ ଆସନ୍ତା ଦୁଇଦିନ ମଧ୍ୟରେ ତାପମାତ୍ରା ୨ରୁ ୩ ଡିଗ୍ରୀ ବଢ଼ିବା ନେଇ ଭୁବନେଶ୍ୱର ଆଂଚଳିକ ପାଣିପାଗ…

ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗି ରହିଛି ବର୍ଷା, ୨୨ରୁ ରାଜ୍ୟରେ ପାଗ ଫିଟିବା ସମ୍ଭାବନା

ଭୁବନେଶ୍ୱର, ୨୦।୩: କାଳ ବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଝିପିଝିପି ବର୍ଷା ଜାରି ରହିଛି । ବଙ୍ଗୋପସାଗରରୁ ଜଳୀୟବାଷ୍ପପୂର୍ଣ୍ଣ ବାୟୁ ରାଜ୍ୟ ମଧ୍ୟକୁ ପ୍ରବାହିତ ହେଉଥିବାରୁ ବାୟୁ ମଣ୍ଡଳର ମଧ୍ୟଭାଗ ଓ ଉପରଭାଗ ମଧ୍ୟରେ ଏକ ନିମ୍ନ ଚାପରେଖା ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?