ଓଡ଼ିଶା ଜିଲା ପରିଷଦର ୧୪୮୭ ପଦବୀରେ ନିଯୁକ୍ତି ସୁଯୋଗ: ଜାଣନ୍ତୁ କିପରି କରିବେ ଆବେଦନ ଭୁବନେଶ୍ବର,୧।୯: ଏମଜିଏନଆରଇଜିଏ ଯୋଜନା ଅନ୍ତର୍ଗତ ଚୁକ୍ତି ଭିତ୍ତିରେ ଗ୍ରାମ ରୋଜଗର ସେବକ (GRS) ନିଯୁକ୍ତି ପାଇଁ ଓଡିଶା ଜିଲା ପରିଷଦ ଘୋଷଣା କରିଛି। ବାଲେଶ୍ୱର, ନୁଆପଡା, ନୟାଗଡ଼, ମାଲକାନଗିରି, କେନ୍ଦୁଝର, କୋରାପୁଟ, ଗଞ୍ଜାମ, ଏବଂ ବୌଦ୍ଧ ସମେତ ବିଭିନ୍ନ ଜିଲାର...