odisha

ଜଳିପୋଡି ପାଉଁଶ ହୋଇଗଲା ୫ ଦୋକାନ: ଲକ୍ଷାଧିକ ଟଙ୍କାର ଜିନିଷପତ୍ର ନଷ୍ଟ

ବାଲିଆପାଳ,୨୭।୧(ଅମୁଲ୍ୟ କୁମାର ଦାସ): ବିଦ୍ୟୁତ୍‌ ସର୍ଟସର୍କିଟରୁ ଜଳି ପୋଡି ପାଉଁଶ ହୋଇଗଲା ୫ଟି ଦୋକାନ। ଲକ୍ଷାଧିକ ଟଙ୍କାର ଜିନିଷ ପତ୍ର ସମେତ ନଗଦ ଟଙ୍କା ପୋଡିଯାଇଛି। ବିଳମ୍ବିତ…

10 months ago

ରାଇକିଆ ସାପ୍ତାହିକ ହାଟରେ ବିଦେଶୀ ପର୍ଯ୍ୟଟକ: ଚାଷୀଙ୍କ ସହ କଲେ ଏହି ଆଲୋଚନା

ରାଇକିଆ,୨୭।୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସାପ୍ତାହିକ ହାଟରେ ବିଦେଶୀ ପର୍ଯ୍ୟଟକ ବୁଲାବୁଲି କରିବା ସହ ସ୍ଥାନୀୟ ଲୋକଙ୍କୁ ହାଟରେ ଭେଟିଛନ୍ତି । ଇଟାଲୀରୁ ଓଡ଼ିଶା ଗସ୍ତରେ…

10 months ago

ଆସନ୍ତାକାଲି ଓଡ଼ିଶା ବନ୍ଦ ଡାକରା: ବିଜେଡି କହିଲା ଅଲ ଦି ବେଷ୍ଟ…

ଭୁବନେଶ୍ୱର,୨୭।୧: ବୁଧବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ନବନିର୍ମାଣ କୃଷି ସଂଘ ଦ୍ୱାରା ଏହି ଡାକରା ଦିଆଯାଇଛି। ନବନିର୍ମାଣ କୃଷକ ସଂଗଠନ ଓଡ଼ିଶା ବନ୍ଦ ପାଇଁ ଆହ୍ବାନ…

10 months ago

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ୍‌, ଘଟଣାସ୍ଥଳରେ…

ଗୁଣପୁର,୨୭।୧( ସୁଜାତା ପାଢ଼ୀ/ସଙ୍କେତ ପାତ୍ର): ଗଛକୁ ପିଟିହେଲା ବାଇକ୍‌। ଜଣେ ମୃତ ଓ ଅନ୍ୟଜଣେ ଗୁରୁତର ଆହତ ହୋଇଛନ୍ତି । ସୋମବାର ବିଳମ୍ବିତ ରାତିରେ ରାମନାଗୁଡ଼ା ବ୍ଲକ…

10 months ago

ଯାତ୍ରା ସାରି ଫେରୁଥିବାବେଳେ ଓଲଟିପଡିଲା ଗାଡି: ଭିତରେ ବସିଥିଲେ ୮ କଳାକାର

ନବରଙ୍ଗପୁର,୨୭।୧(ସଦାଶିବ ପ୍ରହରାଜ): ଝରିଗାଁ-ଚନ୍ଦାହାଣ୍ଡି ଘାଟିରେ ଆଜି ସକାଳେ କଳାକାରମାନେ ଯାଉଥିବା ଗାଡି ଭାରସାମ୍ୟ ହରାଇ ଓଲଟି ପଡିଥିବା ସୂଚନା ମିଳିଛି। ଗାଡ଼ିରେ ବସିଥିବା ପ୍ରାୟ ୮ ଜଣ…

10 months ago

ଅସ୍ତିତ୍ୱ ହରାଇଛି କାଞ୍ଜିଆହୁଦା, ସହର ରାସ୍ତା ପାଲଟିଛି ଗୁହାଳ

ପଟ୍ଟାମୁଣ୍ଡାଇ,୨୬ା୧(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ସହରରେ କାଞ୍ଜିଆହୁଦା ଯୋଜନା ପ୍ରହସନରେ ପରିଣତ ହୋଇଛି। ଦିନ ହେଉ କି ରାତି ସହରର ରାସ୍ତାଗୁଡ଼ିକ କାଞ୍ଜିଆହୁଦା ପାଲଟିଛି। ବିଭିନ୍ନ…

10 months ago

ବଡ଼ ବୟାନ ଦେଲେ ବାବୁ: ଅପେକ୍ଷା କରନ୍ତୁ; ଅଙ୍କ ବିଗିଡ଼ିବ, ଚତୁର୍ଥ ସିଟ୍‌ ଭାଜପାକୁ ଯିବ…

ଭୁବନେଶ୍ୱର,୨୫।୧: ରାଜ୍ୟ ସଭା ନିର୍ବାଚନକୁ ନେଇ ଭାଜପା ବିଧାୟକ ବାବୁ ସିଂଙ୍କ ବିସ୍ଫୋରକ ବୟାନ। ନବୀନଙ୍କ ଉପରୁ MLAମାନଙ୍କ ଆସ୍ଥା ତୁଟିଲାଣି। ଅଙ୍କ ବିଗିଡ଼ିବ। ଅପେକ୍ଷା କରନ୍ତୁ…

10 months ago

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଖୁବ୍‌ଶୀଘ୍ର ରାଜ୍ୟରେ ଖୋଲିବ…

ଭୁବନେଶ୍ୱର,୨୫ା୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ରାଜ୍ୟରେ AI ବା କୃତ୍ରିମ ବୁଦ୍ଧିମତା ସ୍କୁଲ ଖୋଲିବ। AI…

10 months ago

ସରସ୍ବତୀଙ୍କ ପୂଜାରେ ଲଜ୍ଜା: ମଦ ପିଇ ବଜାରରେ ଗଡିଲେ ୨ ଛାତ୍ର

ଫୁଲବାଣୀ, ୨୪ା୧(ରାକେଶ କୁମାର ରାଉତ)- କନ୍ଧମାଳ ଜିଲାରେ ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ବିଦ୍ୟାଳୟକୁ ବିବାଦ ପିଛା ଛାଡୁନି। ଛାତ୍ରାବାସରେ ରହି ପଢ଼ୁଥିବା…

10 months ago

ବରଗଡ଼ରେ ପୁଣି ବିପୁଳ ପରିମାଣର କଫସିରଫ୍‌ ଜବତ, ୬ଜଣଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ

ବରଗଡ଼,୨୪।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଟାଉନ ଥାନା ପୋଲିସ ଶନିବାର ପୁଣି ବିପୁଳ ପରିମାଣରେ କଫସିରପ୍‌ ଜବତ କରିଛି। ଏଥିରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି।…

10 months ago

ହ୍ୟାଣ୍ଡବ୍ରେକ୍‌ ଦେଇ ନ ଥିଲେ, ଖାତକୁ ଖସି ଗଛରେ ଅଟକିଲା ପର୍ଯ୍ୟଟକଙ୍କ କାର୍‌; ମହିଳା ପର୍ଯ୍ୟଟକ…

ଦାରିଙ୍ଗବାଡି, ୨୪।୧ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା କିରିକୁଟି ପଞ୍ଚାୟତ ପର୍ଯ୍ୟଟନକ୍ଷେତ୍ର ଲଭର୍ସ ପଏଣ୍ଟରେ ଶନିବାର ସାରେ ଏକ ଅଘଟଣ ଘଟିଛି। ପାର୍କିଂ…

10 months ago

ଶେଷ ପର୍ଯ୍ୟାୟରେ ‘ତୁ ବୋଧେ ମୋ ଭାଗ୍ୟରେ ନାହୁଁ’

ଗଞ୍ଜାମ,୨୪।୧(ବିଦ୍ୟାଧର ସାହ): ଗଞ୍ଜାମ କଳା ସାଂସ୍କୃତିକ ମଞ୍ଚ ପକ୍ଷରୁ ପ୍ରତିବର୍ଷ ଭଳି ଚଳିତ ବର୍ଷ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ଆସନ୍ତା ୨୬ ଓ ୨୮ ଦୁଇଦିନ ଧରି…

10 months ago