odisha

ଚଳନ୍ତା ବାଇକ୍‌ରେ ମୋବାଇଲରେ ରିଲ୍‌ କରୁଥିଲେ, ବାଇକ୍‌କୁ ପଛରୁ ପିଟି ଛିଟିକି ପଡ଼ିଲେ ଯୁବକ; ବ୍ରହ୍ମପୁର…

ମୋହନା,୨୦।୯( ମନ୍ମଥ ମିଶ୍ର): ବାଇକକୁ ପଛପଟୁ ଧକ୍କା ଦେଲା ବାଇକ । ଦୁର୍ଘଟଣାରେ ଦୁଇ ଜଣ ରାସ୍ତା କଡ଼କୁ ଛିଟିକି ପଡ଼ି ଗୁରୁତର ହୋଇଛନ୍ତି। ସେମାନଙ୍କୁ ସ୍ଥାନୀୟ…

6 months ago

ଭାରସାମ୍ୟ ହରାଇ ଗଛକୁ ପିଟିଲା ବାଇକ୍‌, ଚାଲିଗଲା ଚାଳକଙ୍କ ଜୀବନ 

ବଲାଙ୍ଗୀର,୨୦।୯: ବଲାଙ୍ଗୀର ସହର ଏନ୍‌ଏଚ୍‌ ୨୬ ବିଜାଖମନ  ନିକଟରେ ଶନିବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଗଛରେ ପିଟି ହୋଇଯିବାରୁ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।…

6 months ago

ଥୁଆମୂଳ ରାମପୁର ବ୍ଲକ ବିଜେଡିର ଯୁବ ସଭାପତି ହେଲେ ପ୍ରଦୀପ କୁମାର ନାଏକ

ଥୁଆମୂଳ ରାମପୁର,୨୦।୯(ଦୁର୍ଗା କୀର୍ତ୍ତି): ବିଜୁ ଜନତା ଦଳ ତାର ସଂଗଠନକୁ ତୃଣମୂଳସ୍ତରରୁ ଅଧିକ ମଜବୁତ କରିବା ପାଇଁ ସାଙ୍ଗଠନିକ ନିର୍ବାଚନ ପ୍ରକ୍ରିୟା ଜାରି ରଖିଛି। ଏହି ଅବସରରେ…

6 months ago

ଜାତୀୟ ଟାଇକୁଣ୍ଡ ପ୍ରତିଯୋଗିତାରେ କମାଲ କଲେ ଜୟଶ୍ରୀ କେମିକାଲ ସ୍କୁଲର ଛାତ୍ରୀ

ଗଞ୍ଜାମ,୧୯।୯(ବିଦ୍ୟାଧର ସାହୁ ): ମହାରାଷ୍ଟ୍ରର ଜଲଗାଁଓଠାରେ ଗତ ୧୬ରୁ ୧୮ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଯାଇଛି ସିଆଇଏସଇସି ଜାତୀୟସ୍ତରୀୟ ଟାଇକୁଣ୍ଡ ପ୍ରତିଯୋଗିତା। ଜୟଶ୍ରୀ କେମିକାଲସ ସ୍କୁଲର ଅଷ୍ଟମ ଶ୍ରେଣୀ ଛାତ୍ରୀ…

6 months ago

ପୂର୍ବତନ ବିଧାୟକ ଜର୍ଜ ତିର୍କୀଙ୍କୁ ଦିଆଗଲା ଗାର୍ଡ ଅଫ ଅନର୍‌: ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୯: ବୀରମିତ୍ରପୁର ନିର୍ବାଚନମଣ୍ଡଳୀର ପୂର୍ବତନ ତଥା ୪ ଥରର ବିଧାୟକ, ବିଶିଷ୍ଟ ଶ୍ରମିକ ଓ ଆଦିବାସୀ ନେତା ଜର୍ଜ ତିର୍କୀ ଆଉନାହାନ୍ତି। ଶୁକ୍ରବାର ବିଳମ୍ବିତ ରାତିରେ ତାଙ୍କର…

6 months ago

ବ୍ଲକସ୍ତରୀୟ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର: ୧୧୬ ଜଣ ଭିନ୍ନକ୍ଷମଙ୍କୁ ମିଳିଲା ସାର୍ଟିଫିକେଟ

କେସିଙ୍ଗା,୨୦।୯(ତୁମେଶ୍ବର ସାହୁ): ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଓଡ଼ିଶା ସରକାରଙ୍କ ଆନୁକୂଲ୍ୟରେ କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସାମାଜିକ ସୁରକ୍ଷା ଅଧିକାରୀ ରାକେଶ…

6 months ago

ରାଜ୍ୟ ସ୍ତରୀୟ ବକ୍ସିଂରେ ୧ ସ୍ବର୍ଣ୍ଣ,୨ କାଂସ୍ୟ ପଦକ ହାସଲ କରି ଗୌରବ ଆଣିଲେ ଖେଳାଳି, ଛୁଟୁଛି ଶୁଭେଚ୍ଛାର ସୁଅ

ଅମରପାଲି,୨୦।୯(ପୀତାମ୍ବର ସାହୁ) ସୁବର୍ଣ୍ଣପୁର ଜିଲାର ବକ୍ସିଂ ଖେଳାଳିଙ୍କୁ ରାଜ୍ୟ ସ୍ତରୀୟ ବକ୍ସିଂ ପ୍ରତିଯୋଗିତାରେ ସଫଳତା ମିଳିଛି। ଉକ୍ତ ପ୍ରତିଯୋଗିତାରେ ଜଣେ ପ୍ରତିଯୋଗୀ ସ୍ବର୍ଣ୍ଣ ପଦକ ହାସଲ କରିଥିବାବେଳେ…

6 months ago

ସାବାଡ଼ ହେବେ ସରକାରୀ କର୍ମଚାରୀ! ଗୋଟିଏ କାର୍ଯ୍ୟାଳୟରେ ୩ ବର୍ଷରୁ ଅଧିକ ଦିନ ରହିଥିଲେ ହେବ ବଦଳି

ଭୁବନେଶ୍ୱର, ୧୯।୯(ସୁନିତ୍‌ ମିଶ୍ର): ଗାଦି ମାଡ଼ିବସି ଦୀର୍ଘଦିନ ଧରି ଗୋଟିଏ ସ୍ଥାନରେ ରହି ଆସିଥିବା ଅଧିକାରୀଙ୍କୁ ଅନ୍ୟତ୍ର ବଦଳି କରାଯିବ। ନିର୍ଦ୍ଦିଷ୍ଟ କାର୍ଯ୍ୟାଳୟରେ ୩ ବର୍ଷରୁ ଅଧିକ…

6 months ago

୨୬ରେ ଲଘୁଚାପ, ଏସବୁ ଜିଲା ପ୍ରବଳ ବର୍ଷା ନେଇ ସତର୍କ କଲା ପାଣିପାଗ ବିଭାଗ 

ଭୁବନେଶ୍ୱର, ୧୯ା୯(ବନ୍ଦନା ସେଠୀ) - ପାର୍ବଣରେ ବର୍ଷା ହେବ ନାହିଁ ବୋଲି ପୂର୍ବରୁ ପାଣିପାଗ ବିଭାଗ ଆକଳନ କରିଥିଲା। ହେଲେ ଆସନ୍ତା ୨୬ ତାରିଖରେ ବଙ୍ଗୋପସାଗରରେ ଆଉଏକ…

6 months ago

ନିଲାମ ପୋଖରୀ ବିବାଦ: ଗୋଡ଼ାଇ ଗୋଡ଼ାଇ ହାଣିଲେ ସମ୍ପର୍କୀୟ ଭାଇ, ରକ୍ତ ଜୁଡୁବୁଡୁ ଅବସ୍ଥାରେ… 

ବାଙ୍କୀ,୧୯।୯( ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ ଥାନା ଅନ୍ତର୍ଗତ ବରପୁଟ ପଞ୍ଚାୟତ ସ୍ଥିତ ପାଥପୁର ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ନିଲାମ  ପୋଖରୀ…

6 months ago

ଘର ଭିତରକୁ ପଶିଗଲା ଟ୍ରକ; ଚାଲିଗଲା ଡ୍ରାଇଭରଙ୍କ ଜୀବନ, ଭଞ୍ଜନଗର ପୂର୍ବତନ ବ୍ଲକ କଂଗ୍ରେସ ସଭାପତି ଆହତ

ଭଞ୍ଜନଗର,୧୯।୯(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମପୁର ମୁଖ୍ୟ ରାସ୍ତାର  କଇଁଣ୍ଡି ଗ୍ରାମରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଗୁରୁବାର ରାତିରେ ଜଣଙ୍କ ଘର ଭିତରକୁ ଏକ ଟ୍ରକ ପଶିଯିବା…

6 months ago

କ୍ରିକେଟ ମ୍ୟାଚରେ ହାର ଜିତ୍‌କୁ ନେଇ ବଚ୍‌ସା: ରାତିରେ ଯୁବକଙ୍କୁ ଗୋଡାଇ ଗୋଡାଇ ଖଣ୍ଡାରେ…

ଦିଗପହଣ୍ଡି,୧୯।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା କୁକୁଡ଼ାଖଣ୍ଡି ବ୍ଲକ ବନ୍ଥପଲ୍ଲୀ ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଶିବଶଙ୍କର ବିଷୋୟୀ ନାମକ ଜଣେ ଯୁବକଙ୍କୁ ଗ୍ରାମର…

6 months ago