odisha

ଲକ୍ଷ୍ୟଠୁ ବହୁ ଦୂରରେ ପାଣି ପଞ୍ଚାୟତ, ଜଳସମ୍ପଦ ବିଭାଗ ପକ୍ଷରୁ ଆସନ୍ତାକାଲିଠୁ ଆରମ୍ଭ ହେବ…

ଭଞ୍ଜନଗର,୫।୧(ବାବୁଲା ପ୍ରଧାନ): ରାଜ୍ୟ ସରକାର ୨୦୦୨ରେ ପାଣି ପଞ୍ଚାୟତ ଗଠନ କରିଥିଲେ। ୨୦୦୩ରେ ଏହା କାର୍ଯ୍ୟକାରୀ ହୋଇଥିଲା। ପାଣି ପଞ୍ଚାୟତ ଗଠନର ମୂଳ ଲକ୍ଷ୍ୟ ଥିଲା କେନାଲ…

9 months ago

ପଞ୍ଚାୟତସ୍ତରୀୟ ଜନଶୁଣାଣିରେ ବିଧାୟକଙ୍କ ବଡ଼ ଘୋଷଣା: ସମସ୍ତ ଯୋଗ୍ୟ ହିତାଧିକାରୀ ପାଇବେ…

ଗଞ୍ଜାମ,୫।୧ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଉମୁରୀ ଧର୍ମ ଶରଣପୁର (ଯୁଡ଼ିଏସ ପୁର)ପଞ୍ଚାୟତ କାର୍ଯ୍ୟାଳୟଠାରେ ସୋମବାର ପଞ୍ଚାୟତସ୍ତରୀୟ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

9 months ago

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ: ଗଜପତିର ଗୁମ୍ମା ଟିମ ଚାମ୍ପିୟନ, ଟ୍ରଫି ସହ ମିଳିଲା ଏତେ ଟଙ୍କା

ଦିଗପହଣ୍ଡି, ୫।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୭ମ ଦିବସ ରବିବାର ଫାଇନାଲ ମ୍ୟାଚରେ…

9 months ago

ଜନ ଅଭିଯୋଗ ଶୁଣାଣିରେ ୧.୩ ଲକ୍ଷ ଲୋକଙ୍କ ଦୁଃଖ ଦୂର ହେଲାଣି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫ା୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବର୍ଷର ପ୍ରଥମ ଜନ ଅଭିଯୋଗ ଶୁଣାଣି କରିଛନ୍ତି। ୟୁନିଟ୍-୨ ସ୍ଥିତ ଅଭିଯୋଗ ପ୍ରକୋଷ୍ଠରେ ଆୟୋଜିତ ଏହି ୧୬ଶ ଶୁଣାଣିରେ ରାଜ୍ୟର…

9 months ago

ଓଡ଼ିଶାରେ ଗର୍ଜିଲା S-400: ଅପରେଶନ ସିନ୍ଦୂରରେ ହଜାଇଥିଲା ପାକିସ୍ତାନ ନିଦ

ଭୁବନେଶ୍ୱର,୫ା୧: ଭାରତୀୟ ପ୍ରତିରକ୍ଷା କ୍ଷେତ୍ରରେ ସୋମବାର ଏକ ବଡ଼ ସଫଳତା ମିଳିଛି। ଓଡ଼ିଶା ଉପକୂଳସ୍ଥିତ ଅବଦୁଲ କଲାମ ଦ୍ବୀପରୁ ଅତ୍ୟାଧୁନିକ ଏୟାର ଡିଫେନ୍ସ ସିଷ୍ଟମ୍ S-400 ଇଣ୍ଟରସେପ୍‌ଟର…

9 months ago

ଆମେରିକାରେ ହେବାକୁ ଥିବା ସ୍ବତନ୍ତ୍ର ଅଲମ୍ପିକ୍ସ ସାଇକେଲିଂ ରେସରେ ଭାଗନେବେ ରାମ ବରିହା, ଅର୍ଥ ବାଧକ ସାଜିଥିବାରୁ…

ବଲାଙ୍ଗୀର, ୫।୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସଇଁନ୍ତଳାସ୍ଥିତ ସ୍ବତନ୍ତ୍ର ଭିନ୍ନକ୍ଷମ ଆବାସିକ ବିଦ୍ୟାଳୟର ବୌଦ୍ଧିକ ଭିନ୍ନକ୍ଷମ ଛାତ୍ର ରାମ ବରିହା ବିଶ୍ୱସ୍ତରୀୟ ସ୍ବତନ୍ତ୍ର ଅଲମ୍ପିକ୍ସରେ…

9 months ago

ସରକାରଙ୍କ ସହ ଆଲୋଚନା ବିଫଳ: ବଡ ନିଷ୍ପତ୍ତି ନେଲେ ମିଲର, ମୁଣ୍ଡରେ ହାତ ଦେଲେ ଚାଷୀ

ଭୁବନେଶ୍ୱର,୫ା୧: ରାଜ୍ୟରେ ସୃଷ୍ଟି ହୋଇପାରେ ଚାଉଳ ସଙ୍କଟ। ବିଭିନ୍ନ ଦାବିକୁ ନେଇ ରାଜ୍ୟ ସରକାରଙ୍କ ସହ ଚାଉଳ ମିଲର ସଂଘର ଆଲୋଚନା ବିଫଳ ହୋଇଛି। ଫଳରେ ମିଲରମାନେ…

9 months ago

DA Hike Alert: ନୂଆ ବର୍ଷରେ କେବେ ବଢ଼ିବ ମହଙ୍ଗା ଭତ୍ତା, କେତେ ବଢ଼ିବ? ଜାଣନ୍ତୁ ପୂରା ସୂଚନା…

ନୂଆଦିଲ୍ଲୀ,୪।୧: ନୂତନ ବର୍ଷ ଆରମ୍ଭ ହୋଇଛି। ଏହା ସହିତ, ସରକାରୀ କର୍ମଚାରୀମାନେ ସେମାନଙ୍କର DA ପାଇଁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ସର୍ବଦା DA (ମହଙ୍ଗା ଭତ୍ତା)…

9 months ago

କଂସ ବଧ: ସରିଲା ବରଗଡ଼ ଧନୁଯାତ୍ରା, କ୍ଷମା ପ୍ରାର୍ଥନା ପାଇଁ ପୁରୀ ଅଭିମୁଖେ…

ମଥୁରାନଗରୀ,୩।୧(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଶନିବାର ଉଦଯାପିତ ହୋଇଛି। ୧୧ଦିନ ଧରି ଚାଲିଥିବା ଏହି ମହୋତ୍ସବର ଅନ୍ତିମ ଦିବସରେ କଂସବଧ ଦୃଶ୍ୟାଭିନୟ…

9 months ago

ଘରୁ ଔଷଧ ଆଣିବାକୁ ବୁଲେଟ୍‌ରେ ବାହାରିଥିଲେ ୨ ଭାଇ, ବୁଲାଣିରେ କାର ସହ ମୁହାଁମୁହିଁ ଧକ୍କା ପରେ ହୁତୁହୁତୁ ହୋଇ..

ଜି.ଉଦୟଗିରି,୩।୧(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ବ୍ଲକ ଓ ଟିକାବାଲି ଥାନା ଅନ୍ତର୍ଗତ ଡୁଙ୍ଗି ନିକଟରେ ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ ବୁଲେଟ ଓ…

9 months ago

ନୂଆ ବର୍ଷରେ ନବୀନଙ୍କୁ ଭେଟିଲେ ପାରଳାଖେମୁଣ୍ଡି ବିଧାୟକ, ଚାଷୀଙ୍କ ସମସ୍ୟାକୁ ନେଇ…

ଗଜପତି,୩।୧(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ବିଧାୟକ ଇଂ ରୁପେଶ କୁମାର ପାଣିଗ୍ରାହୀ ଶନିବାର ସନ୍ଧ୍ୟାରେ ନବୀନ ନିବାସକୁ ଯାଇ ସେଠାରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ…

9 months ago

ହୋଟେଲ ରୁମ୍‌ରେ ଚାଲିଥିଲା ଜୁଆଖେଳ: ଚଢ଼ାଉ କଲା ପୋଲିସ, ୭ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ; ୯ ଅଟକ…

ସମ୍ବଲପୁର,୩ା୧(ପ୍ରମୋଦ ବହିଦାର): ସମ୍ବଲପୁର ଭିଏସ୍‌ଏସ୍‌ ମାର୍ଗସ୍ଥିତ ହୋଟେଲ ଉପହାର ପ୍ୟାଲେସରେ ଜୁଆଖେଳ ଚାଲିଥିବା ବେଳେ ପୋଲିସ ଚଢାଉ କରି ୯ ଜଣଙ୍କୁ ଅଟକ ରଖିଛି। ସେମାନଙ୍କ ନିକଟରୁ…

9 months ago