odisha

ପ୍ରୀତି ନାୟକ ଖେମୁଣ୍ଡି କଲେଜ ଟପ୍ପର

ଦିଗପହଣ୍ଡି,୨୧।୫(ଅଶେଷ ନାଥ ମିଶ୍ର): ଓଡିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଯୁକ୍ତ ୨ ଦ୍ୱିତୀୟ ବର୍ଷ ବିଜ୍ଞାନ ଓ କଳା ବିଭାଗର ପରୀକ୍ଷାଫଳ ବୁଧବାର ପ୍ରକାଶ…

7 months ago

ରାତିରେ ପରିତ୍ୟକ୍ତ କୂଅରେ ଖସି ପଡ଼ିଲେ ଯୁବକ, ଅଗ୍ନିଶମ ବିଭାଗର ଅକ୍ଲାନ୍ତ ପରିଶ୍ରମ ପରେ…

କୋକସରା,୨୧।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଆମପାଣିର ପୁରୁଣା ଫରେଷ୍ଟ କ୍ବାଟର ନିକଟରେ ଥିବା ଏକ ପରିତ୍ୟକ୍ତ କୂଅରେ ଖସି ପଡ଼ିଥିଲେ ଜଣେ ଯୁବକ।…

7 months ago

ମୌସୁମୀକୁ ନେଇ ଆସିଲା ବଡ଼ ଅପଡେଟ! ପୂର୍ବାନୁମାନ ପୂର୍ବରୁ କେରଳରେ କରିବ ପ୍ରବେଶ, ଜାଣନ୍ତୁ କେବେ ପହଞ୍ଚିବ ଓଡ଼ିଶା

ନୂଆଦିଲ୍ଲୀ,୨୧।୫: ଏବେ ଉତ୍ତର ପ୍ରଦେଶ, ବିହାର, ରାଜସ୍ଥାନ, ପଞ୍ଜାବ ଏବଂ ଦିଲ୍ଲୀ ଏନସିଆର ଭଳି ଉତ୍ତର ଭାରତୀୟ ରାଜ୍ୟଗୁଡ଼ିକରେ ପ୍ରବଳ ଗରମ ଲୋକଙ୍କ ଜୀବନକୁ ପ୍ରଭାବିତ କରିଛି।…

7 months ago

ଜୁନ୍ ୧ ପର୍ଯ୍ୟନ୍ତ ଯୁକ୍ତ ୩ ଆବେଦନ ସମୟସୀମା ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ୱର,୨୦।୫: ରାଜ୍ୟ ସରକାର ଯୁକ୍ତ ତିନି (+୩) ନାମଲେଖା ପାଇଁ ଆବେଦନ ସମୟସୀମାକୁ ଜୁନ୍ ୧, ୨୦୨୫ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ…

7 months ago

ବଡ଼ ଖବର: ପୁରୀ ଆସିଥିଲେ ପାକିସ୍ତାନ ପାଇଁ ଗୁଇନ୍ଦାଗିରି କରି ଗିରଫ ହୋଇଥିବା ଜ୍ୟୋତି, ଏବେ ସ୍କାନରରେ ବାନ୍ଧବୀ

ପୁରୀ,୧୮ା୫: ୨୦୨୪ ସେପ୍ଟେମ୍ବରରେ ପୁରୀ ଆସିଥିଲେ ପାକିସ୍ତାନ ପାଇଁ ଗୁପ୍ତଚର କାର୍ଯ୍ୟ କରି ଗିରଫ ହୋଇଥିବା ମହିଳା ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରା। ଏନେଇ ସେ ୨୭ ତାରିଖରେ…

7 months ago

ବିବାହ ନିମନ୍ତ୍ରଣ କାର୍ଡ ବାଣ୍ଟି ଘରକୁ ଫେରୁଥିଲେ, ବାଟରେ ଧକ୍କା ଦେଲା ବସ୍‌; ଚାଲିଗଲା ଜଣଙ୍କ ଜୀବନ, ଆଉ…

ଆର୍‌.ଉଦୟଗିରି,୧୭।୫(ମନ୍ମଥ ମିଶ୍ର): ବିବାହ ନିମନ୍ତ୍ରଣ କାର୍ଡ ଦେଇ ଘରକୁ ଫେରୁଥିଲେ। ଧକ୍କା ଦେଲା ଘରୋଇ ବସ୍‌। ଦୁର୍ଘଟଣାରେ ଘଟଣାସ୍ଥଳରେ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୨ ଜଣ ଗୁରୁତର…

7 months ago

ଆଦିବାସୀ ଝିଅ ମାଧବୀ ପାଇଲେ ଓଡ଼ିଶୀ ନୃତ୍ୟ ଛାତ୍ରବୃତ୍ତି, ଚାରିଆଡ଼ୁ ଛୁଟିଛି ଅଭିନନ୍ଦନର ସୁଅ

ମୋହନା, ୧୭।୫( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନା ବ୍ଲକ ଦୁର୍ଗମ ଅଞ୍ଚଳ ଦମାଦୁଆ ଗ୍ରାମର ଆଦିବାସୀ ଝିଅ ମାଧବୀ ମାଝୀ ଓଡିଶୀ ନୃତ୍ୟ ଛାତ୍ରବୃତ୍ତି…

7 months ago

ସହି ହେଲାନି ଯନ୍ତ୍ରଣା, ମହାଦେବ ମନ୍ଦିରରେ ରଶି ଲଗାଇ ଝୁଲି ପଡ଼ିଲେ ମହିଳା

ଯୋଗେଶ୍ୱରପୁର,୧୬।୫(ରଶ୍ମିରଞ୍ଜନ ସାହୁ): ଜଣେ ମହିଳା ରୋଗର ଯନ୍ତ୍ରଣା ସହି ନ ପାରି ଏକ ମହାଦେବ ମନ୍ଦିରରେ ବେକରେ ରସି ଲଗାଇ ଗୁରୁବାର ବିଳମ୍ବିତ ରାତିରେ ଆତ୍ମହତ୍ୟା କରିଥିବା…

7 months ago

ସଡ଼କ ଦୁର୍ଘଟଣାରେ ଆଖି ବୁଜିଥିଲେ ୨ ଓଡ଼ିଆ ଶ୍ରମିକ, ଏମ୍‌ପି ଅନନ୍ତ ନାୟକଙ୍କ ପ୍ରଚେଷ୍ଟାରେ ଗାଁରେ ପହଞ୍ଚିଲା ମୃତଦେହ

ପାଟଣା,୧୬।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକର ଖଜିରାପାଟ ପଞ୍ଚାୟତ ସୁରେନ୍ଦ୍ରପୁର ଗ୍ରାମର ୨ ଜଣ ଶ୍ରମିକ ବେଙ୍ଗାଲୁରୁର ଏକ କମ୍ପାନୀରେ କାମ କରୁଥିଲେ। ଗତ…

7 months ago

ଗାଁ ଦାଣ୍ଡରେ ଖେଳୁଥିଲେ, ହଠାତ ହେଲା ବଜ୍ରପାତ; ଚାଲିଗଲା ୨ ପିଲାଙ୍କ ଜୀବନ…

ଧର୍ମଶାଳା,୧୬।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅଞ୍ଜିରା ପଂଚାୟତର ବୁରୁସାହି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଶୁକ୍ରବାର ଅପରାହ୍ନରେ ବଜ୍ରପାତରେ ଦୁଇଜଣ ପିଲାଙ୍କ…

7 months ago

ଦିଗପହଣ୍ଡିରେ କାଳବୈଶାଖୀର ଭୀମ ତାଣ୍ଡବ: ଉପୁଡ଼ି ପଡ଼ିଲା ବଡ଼ ବଡ଼ ଗଛ, ଉଡ଼ିଲା ଟିଣ ଛପର

ଦିଗପହଣ୍ଡି,୧୬ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳ ମାନଙ୍କରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ଏହାର ପ୍ରଭାବରେ ବିଭିନ୍ନ ସ୍ଥାନରେ…

7 months ago

ମହାନଦୀ ଶାଖା ନଦୀର ପ୍ରଦୂଷଣ ସ୍ତର ଗମ୍ଭୀର, ଗାଧୋଇବା ପାଇଁ ନୁହେଁ ଉପଯୁକ୍ତ

ଭୁବନେଶ୍ୱର,୧୬।୫: ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସପିସିବି), ଓଡ଼ିଶା, ମହାନଦୀ ନଦୀର ଏକ ଶାଖା ଜୀରା ନଦୀରେ ବିପଦଜନକ ସ୍ତରରେ ପ୍ରଦୂଷଣ ହେଉଥିବା ନେଇ ଚେତାବନୀ ଜାରି…

7 months ago