odisha

ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ଭାରପ୍ରାପ୍ତ କୁଳପତି ଭାବେ ଦାୟିତ୍ୱ ଗ୍ରହଣ କଲେ ପ୍ରଫେସର ଏନ୍‌. ସି. ପଣ୍ଡା

କୋରାପୁଟ,୨।୫(ଅମିତାଭ ବେହେରା ): ବିଶିଷ୍ଟ ସଂସ୍କୃତ ପଣ୍ଡିତ ତଥା ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ଶିକ୍ଷାବିତ ପ୍ରଫେସର ନରସିଂହ ଚରଣ ପଣ୍ଡା ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ)ର ଭାରପ୍ରାପ୍ତ କୁଳପତି…

7 months ago

ଆରମ୍ଭ ହେଲା ମା’ ସପ୍ତକୁଟୁଣି ଠାକୁରାଣୀଙ୍କ ଯାତ୍ରା,ଉତ୍ସବ ମୁଖର ମଙ୍ଗରାଜପୁର ଗାଁ

ଦିଗପହଣ୍ଡି,୨।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ମଙ୍ଗରାଜପୁର ଗାଁର ମାଁ ସପ୍ତକୁଟୁଣି ଠାକୁରାଣୀଙ୍କ ଯାତ୍ରା ମହୋତ୍ସବ ଗୁରୁବାର ବୈଶାଖ ଶୁକ୍ଳ ଚତୁର୍ଦ୍ଦଶୀ…

7 months ago

ଦିଗପହଣ୍ଡିରେ କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଘାଟିତ

ଦିଗପହଣ୍ଡି,୨।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ଖେଳପଡିଆଠାରେ ଗୁରୁବାର ଦିଗପହଣ୍ଡି କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଘାଟିତ ହୋଇଯାଇଛି । ସ୍ଥାନୀୟ ଗ୍ରାଉଣ୍ଡ କ୍ଲବ…

7 months ago

ଭିଜିଲାନ୍ସ ଜାଲରେ ଦଶମନ୍ତପୁର ସିଡିପିଓ

କୋରାପୁଟ,୨।୫(ଅମିତାଭ ବେହେରା): ଭିଜିଲାନ୍ସ ଜାଲରେ ସିଡିପିଓ। ଲାଞ୍ଚ ନେବା ବେଳେ କୋରାପୁଟ ଜିଲାର ଦଶମନ୍ତପୁର ବ୍ଲକର ସିଡିପିଓ ଶକୁନ୍ତଳା ଦାସ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ତେବେ…

7 months ago

ଗଜପତିରେ ପାସ୍‌ ହାର ୯୯.୩୫%: ରାଜ୍ୟରେ ସର୍ବାଧିକ, କେକ୍‌ କାଟି ଉତ୍ସବ ମନାଇଲେ ଜିଲା ଶିକ୍ଷାଧିକାରୀ

ପାରଳାଖେମୁଣ୍ଡି,୨।୫(ଗିରିଧାରୀ ପରିଚ୍ଛା): ମାଟ୍ରିକ ପରୀକ୍ଷା ଫଳ ଶୁକ୍ରବାର ଦିନ ପ୍ରକାଶ ପାଇଛି। ରାଜ୍ୟରେ ପାସ ହାର ପ୍ରାୟ ୯୫ ପ୍ରତିଶତ ଥିବା ବେଳେ ଗଜପତି ଜିଲ୍ଲାରେ ସର୍ବାଧିକ…

7 months ago

ସୁପ୍ରିମକୋର୍ଟରେ ମୁଖ୍ୟ ବିଚାରପତିଙ୍କ ଦ୍ୱାରା ପୁରସ୍କୃତ ହେଲେ ଓଡ଼ିଆ ଝିଅ ଜାଗୃତି

ପାଇକମାଳ,୨।୫(ବଡ ଶତପଥୀ) : ସୁପ୍ରିମକୋର୍ଟରେ ଜାତୀୟ ଆଇନଗତ ସେବା ପ୍ରାଧିକରଣ ଆନୁକୁଲ୍ୟରେ କ୍ରାନ୍ତିଜ୍ୟୋତି ସାବିତ୍ରୀବାଇ ଫୁଲେଙ୍କ ଜନ୍ମବାର୍ଷିକୀ ପାଳନ ଅବସରରେ ଜାତୀୟ ରିଲ ଏବଂ କ୍ଷୁଦ୍ର ଚଳଚ୍ଚିତ୍ର…

7 months ago

ସୁରଟରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ,ଦୁଃଖରେ ଭାଙ୍ଗି ପଡ଼ିଛନ୍ତି ପରିବାର

ପୋଲସରା,୨ା୫(ସୁବ୍ରତ ବେହେରା): ସୁରଟରେ ଗତ ୨୯ ତାରିଖରେ ଜଣେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଗଞ୍ଜାମ ଜିଲା ପୋଲସରା ବ୍ଲକ ଅନ୍ତର୍ଗତ ଖଣ୍ଡୁରୁ ଗ୍ରାମ…

7 months ago

କୋରାପୁଟ ଜିଲାରେ ପାସ ହାର ୯୨.୮୩%, ରାଜ୍ୟରେ ସର୍ବନିମ୍ନ

କୋରାପୁଟ,୨।୫(ଅମିତାଭ ବେହେରା): ରାଜ୍ୟରେ ଦଶମ ପରୀକ୍ଷାଫଳ ଶୁକ୍ରବାର ପ୍ରକାଶ ପାଇଥିବାବେଳେ କୋରାପୁଟ ଜିଲାରେ ପାସ ହାର ୯୨.୮୩ ପ୍ରତିଶତ ରହିଛି। ଏହା ରାଜ୍ୟରେ ସର୍ବନିମ୍ନ ବୋଲି ଜଣାପଡ଼ିଛି।…

7 months ago

ମାଟ୍ରିକ୍‌ ପରୀକ୍ଷାରେ ଚମକିଲେ ଝିଅ: ପାଟଣା ବ୍ଲକରେ ଏ-୧ ଗ୍ରେଡ୍‌ ରଖିଲେ ଅନନ୍ୟା-ସାଇସ୍ମିତା

ପାଟଣା,୨।୫(ବୀର କିଶୋର ଦାଶ): ବୋର୍ଡ ଅଫ ସେକେଣ୍ଡାରୀ କଟକ ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ପରୀକ୍ଷାଫଳ ଶୁକ୍ରବାର ପ୍ରକାଶ ପାଇଛି। କେନ୍ଦୁଝର ଜିଲା ପାଟଣା ବ୍ଲକର୨ ଜଣ…

7 months ago

ଗଜପତିରେ ପୁଣି ଲଜ୍ଜା: ଦଶମ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ, ଗିରଫ ଭୟରେ ଫେରାର

ଗଜପତି,୨।୫(ଗିରିଧାରୀ ପରିଛା): ପୁଣି ଗୁରୁ ଶିଷ୍ୟ ସମ୍ପର୍କରେ ଲାଗିଲା କଳଙ୍କ। ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ଶିକ୍ଷକ ବିରୋଧରେ ଥାନାରେ ରୁଜୁ ହୋଇଛି ମାମଲା। ପରିବାରଲୋକଙ୍କ ଅଭିଯୋଗ କ୍ରମେ…

7 months ago

ଟାଙ୍ଗୀ ଖବରଦାତା ସଂଘ ପାଳନ କଲା ଶ୍ରମିକ ଦିବସ

ନିରାକାରପୁର, ୧।୫(ମାନସ ଚନ୍ଦ୍ର ପଟ୍ଟନାୟକ ): ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତ ସ୍ଥିତ ଶ୍ରୀରାମ ମନ୍ଦିରରେ ଥିବା ପାଠାଘର କକ୍ଷରେ ଗୁରୁବାର ଟାଙ୍ଗୀ ବ୍ଲକ ଖବରଦାତା ସଂଘ…

7 months ago

‘ଶ୍ରମିକମାନେ ସମାଜର ପ୍ରମୁଖ ଅଙ୍ଗ’

ଦିଗପହଣ୍ଡି,୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି ପକ୍ଷରୁ ଗୁରୁବାର ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ ହୋଇଯାଇଛି। ସ୍ଥାନୀୟ କୋର୍ଟ ପରିସରରେ…

7 months ago