odisha

୪୮ ଘଣ୍ଟାରେ ଦକ୍ଷିଣ ବଙ୍ଗୋପସାଗରରେ ଲଘୁଚାପ, ତାତିରୁ ମିଳିବ ଆଶ୍ବସ୍ତି

ଭୁବନେଶ୍ୱର,୬ା୪: ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ଥ କରିଦେଉଥିଲା ବେଳେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ଆସିବାକୁ ଯାଉଛି ଲଘୁଚାପ। ପାଣିପାଗ…

8 months ago

ଖମଣସାହି ପଞ୍ଚୁଦଣ୍ଡରେ ଯୋଗଦେଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର,୫।୪(ବାବୁଲା ପ୍ରଧାନ)- ଦଣ୍ଡନାଚ ପାଇଁ ଗଞ୍ଜାମ ଜିଲା ଉତ୍ସବ ମୁଖର ହୋଇପଡ଼ିଛି। ବିଭିନ୍ନ ସ୍ଥାନରେ ଦଣ୍ଡ ଆୟୋଜନ ହେଉଥିବା ବେଳେ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେଉଛନ୍ତି। ଏହି…

8 months ago

ପରିବାରର ପ୍ରତିଟି ସଦସ୍ୟଙ୍କୁ ମିଳିବ ଗୋଟିଏ ଲେଖାଏ ଆୟୁଷ୍ମାନ କାର୍ଡ: ସ୍ବାସ୍ଥ୍ୟ ମନ୍ତ୍ରୀ

ଭୁବନେଶ୍ୱର,୫।୪: ରାଜ୍ୟର ସାଢ଼େ ୩ କୋଟି ଲୋକଙ୍କୁ ଆୟୁଷ୍ମାନ କାର୍ଡ ମିଳିବ। ୧ କୋଟି ୩ ଲକ୍ଷ ପରିବାରକୁ ଯୋଜନାରେ ସାମିଲ କରାଯିବ। ପୂର୍ବରୁ ପ୍ରତି ପରିବାରକୁ…

8 months ago

‘ଧ୍ୱଂସ ପାଦ ଦେଶରେ ବିଜେଡି; ଏମିତି ସମୟ ଆସିବ ଶଙ୍ଖ ଚିହ୍ନ ନ ଥିବ, ଓଡ଼ିଶାରୁ ହଜିଯିବ’

ଭୁବନେଶ୍ୱର,୫।୪: ଦାଣ୍ଡରେ ପଡ଼ି ହାଟରେ ଗଡ଼ିବାକୁ ଲାଗିଲାଣି ବିଜେଡି ଅନ୍ତଃକନ୍ଦଳ। ଓ୍ବକଫ୍‌ ବିଲ୍‌କୁ ନେଇ ଦଳର ଏମ୍‌ପି ସସ୍ମିତ ପାତ୍ରଙ୍କ ଆଭିମୁଖ୍ୟ ସ୍ପଷ୍ଟ ହେବା ପରେ ଅନ୍ୟ…

8 months ago

ଦାବି ପ୍ରତି କର୍ଣ୍ଣପାତ କରୁନାହାନ୍ତି ସରକାର, ସମୂହ ଛୁଟିରେ ଗଲେ ବେଗୁନିଆପଡ଼ାବ୍ଲକ ଯୋଗାଣ ସହାୟକ

ବେଗୁନିଆପଡା,୫।୪(ସୁଶାନ୍ତ କୁମାର ପଟ୍ଟନାୟକ): ଯୋଗାଣ ସହାୟକମାନଙ୍କ ଦାବିକୁ ସରକାର କର୍ଣ୍ଣପାତ କରୁ ନ ଥିବା ଅଭିଯୋଗରେ ରାଜ୍ୟ ସଂଘର ନିଷ୍ପତ୍ତି କ୍ରମେ ଶନିବାରଠାରୁ ବେଗୁନିଆପଡ଼ା ବ୍ଳକର ସମସ୍ତ…

8 months ago

କ୍ଷତିପୂରଣ ପାଇଁ ଛିଡୁନି ଅଙ୍କ,ବ୍ୟବଚ୍ଛେଦ ନ ହୋଇ ସ୍ବାସ୍ଥ୍ୟକେନ୍ଦ୍ରରେ ପଡ଼ି ରହିଛି ମୃତଦେହ

ପଟ୍ଟାଙ୍ଗି,୫।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଚନ୍ଦକା ପଞ୍ଚାୟତରେ ଚାଲିଥିବା ଭାରତମାଳା ରାସ୍ତା ନିର୍ମାଣ କାର୍ଯ୍ୟରେ ଶ୍ରମିକ ଭାବେ କାର୍ଯ୍ୟ କରୁଥିବା ଯୁବକଙ୍କ…

8 months ago

ଅସହ୍ୟ ହେଲା ସ୍ତ୍ରୀଙ୍କ ନିର୍ଯାତନା; ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରି ଟ୍ରେନ୍‌ ଆଗକୁ ଡେଇଁଲେ ଯୁବକ

ଖୋର୍ଦ୍ଧା,୫।୪(ପ୍ରଭାତ ପାଣିଗ୍ରାହୀ): ମୁଁ ରାମଚନ୍ଦ୍ର ବଡ଼ଜେନା। ମୋ ଘର କୁମ୍ଭାରବସ୍ତ। ମୋ ସ୍ତ୍ରୀ ପାଇଁ  ମୁଁ ଆଜି ସୁଇସାଇଡ୍‌ କରୁଛି। ଏମିତି ଏକ ଭିଡିଓ ସୋସିଆଲ ମିଡିଆରେ…

8 months ago

ନାବାଳିକାଙ୍କୁ ଅପହରଣ ପରେ କରିଥିଲେ ବଳାତ୍କାର, ଅଭିଯୁକ୍ତଙ୍କୁ ୨୦ ବର୍ଷ କାରାଦଣ୍ଡ

ଫୁଲବାଣୀ, ୫।୪(ରାକେଶ କୁମାର ରାଉତ)-ଏକ ନାବାଳିକା ଅପହରଣ ଏବଂ ବଳାତ୍କାର ମାମଲାର ଶୁଣାଣି କରି ଫୁଲବାଣୀ ସ୍ବତନ୍ତ୍ର ପୋକ୍ସୋ କୋର୍ଟ ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ…

8 months ago

କଟକ ବାଲିଯାତ୍ରା ପଡ଼ିଆରେ ହେବ ‘ଆୟୁଷ୍ମାନ ଭାରତ’ ଯୋଜନାର ଶୁଭାରମ୍ଭ

କଟକ, ୫।୪(ଶିଳ୍ପା ପ୍ରିୟଦର୍ଶିନୀ): କଟକ ବାଲିଯାତ୍ରା ପଡ଼ିଆରେ ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ ହେବ। ଏହି ଶୁଭାରମ୍ଭ କାର୍ଯ୍ୟକ୍ରମରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେ. ପି. ନଡ୍ଡା ଯୋଗ…

8 months ago

‘ସସ୍ମିତ ବିଜେଡ଼ି ପାଇଁ ଅଡୁଆ ପରିସ୍ଥିତି ସୃଷ୍ଟି କରିଛନ୍ତି’

ଭୁବନେଶ୍ୱର,୫।୪: ଓ୍ବକଫ୍‌ ବିଲ୍‌ ଭୋଟିଂକୁ ନେଇ ବିଜେଡି ଏବେ ଦୁଇ ଭାଗ ହୋଇଯାଇଛି। ଦଳର ଏମ୍‌ପି ସସ୍ମିତ ପାତ୍ରଙ୍କ ଉପରେ ପୁଣି ବର୍ଷିଛନ୍ତି ବରିଷ୍ଠ ବିଜେଡି ନେତା…

8 months ago

କ୍ଷତିପୂରଣ ଦାବିରେ ୮ ଘଣ୍ଟା ଧରି ରାସ୍ତାରେ ବସିଛନ୍ତି ପରିବାର, ଥାନା ଘେରାଉ ପରେ ପୋଲିସକୁ ପଥର ମାଡ଼

ଥୁଆମୁଳ ରାମପୁର,୪।୪(ଦୁର୍ଗା କୀର୍ତ୍ତି): ଦୁର୍ଘଟଣାରେ ମୃତ୍ୟୁ ଘଟିବା ପରେ କ୍ଷତିପୂରଣ ଦାବିରେ ଥୁଆମୂଳ ରାମପୁର ଥାନା ଘେରିବା ସହ ରାସ୍ତା ଅବରୋଧ କରିଛନ୍ତି ପରିବାରଲୋକେ। ଶୁକ୍ରବାର ଅପରାହ୍ନ…

8 months ago

ଶ୍ରୀରାମ ନବମୀ ମହୋତ୍ସବ ନେଇ ତୁଟିଲାନି ବିବାଦ, ହାତ ଟେକିଦେଲେ …

କୋକସରା,୪ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲାର ଅନ୍ୟତମ ପ୍ରମୁଖ ପର୍ଯ୍ୟଟନ ସ୍ଥଳୀ ଗୁଡହାଣ୍ଡି ଡୋକରିଚଞ୍ଚରାଠାରେ ଥିବା ମଧୁ ମାଧବ ତୀର୍ଥକ୍ଷେତ୍ରରେ ୧୯୭୨ ମସିହାରୁ ଗୁଡହାଣ୍ଡି ଡୋକରୀଚଞ୍ଚରା…

8 months ago