odisha

ସଡ଼କ ଦୁର୍ଘଟଣାରେ ଆଖି ବୁଜିଥିଲେ ୨ ଓଡ଼ିଆ ଶ୍ରମିକ, ଏମ୍‌ପି ଅନନ୍ତ ନାୟକଙ୍କ ପ୍ରଚେଷ୍ଟାରେ ଗାଁରେ ପହଞ୍ଚିଲା ମୃତଦେହ

ପାଟଣା,୧୬।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକର ଖଜିରାପାଟ ପଞ୍ଚାୟତ ସୁରେନ୍ଦ୍ରପୁର ଗ୍ରାମର ୨ ଜଣ ଶ୍ରମିକ ବେଙ୍ଗାଲୁରୁର ଏକ କମ୍ପାନୀରେ କାମ କରୁଥିଲେ। ଗତ…

11 months ago

ଗାଁ ଦାଣ୍ଡରେ ଖେଳୁଥିଲେ, ହଠାତ ହେଲା ବଜ୍ରପାତ; ଚାଲିଗଲା ୨ ପିଲାଙ୍କ ଜୀବନ…

ଧର୍ମଶାଳା,୧୬।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅଞ୍ଜିରା ପଂଚାୟତର ବୁରୁସାହି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଶୁକ୍ରବାର ଅପରାହ୍ନରେ ବଜ୍ରପାତରେ ଦୁଇଜଣ ପିଲାଙ୍କ…

11 months ago

ଦିଗପହଣ୍ଡିରେ କାଳବୈଶାଖୀର ଭୀମ ତାଣ୍ଡବ: ଉପୁଡ଼ି ପଡ଼ିଲା ବଡ଼ ବଡ଼ ଗଛ, ଉଡ଼ିଲା ଟିଣ ଛପର

ଦିଗପହଣ୍ଡି,୧୬ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳ ମାନଙ୍କରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ଏହାର ପ୍ରଭାବରେ ବିଭିନ୍ନ ସ୍ଥାନରେ…

11 months ago

ମହାନଦୀ ଶାଖା ନଦୀର ପ୍ରଦୂଷଣ ସ୍ତର ଗମ୍ଭୀର, ଗାଧୋଇବା ପାଇଁ ନୁହେଁ ଉପଯୁକ୍ତ

ଭୁବନେଶ୍ୱର,୧୬।୫: ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସପିସିବି), ଓଡ଼ିଶା, ମହାନଦୀ ନଦୀର ଏକ ଶାଖା ଜୀରା ନଦୀରେ ବିପଦଜନକ ସ୍ତରରେ ପ୍ରଦୂଷଣ ହେଉଥିବା ନେଇ ଚେତାବନୀ ଜାରି…

11 months ago

ଭଞ୍ଜନଗରରେ ତ୍ରିରଙ୍ଗା ଶୋଭାଯାତ୍ରା,ସାମିଲ ହେଲେ ସବୁ ବର୍ଗର ଲୋକେ

ଭଞ୍ଜନଗର,୧୫।୫(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଗୁରୁବାର ଭାରତୀୟ ଯବାନଙ୍କ ପରାକ୍ରମକୁ ଦର୍ଶାଇ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବାଉଁଶଲୁଣ୍ଡି…

11 months ago

ପୁରୁଷୋତ୍ତମପୁରରେ ଉଡ଼ିଲା ତ୍ରିରଙ୍ଗା, ଅପରେଶନ ସିନ୍ଦୂରରେ ଯବାନଙ୍କ ବିରତ୍ୱକୁ ନେଇ ପରାକ୍ରମ ଶୋଭାଯାତ୍ରା

ପୁରୁଷୋତ୍ତମପୁର,୧୫।୫ (ସିମାଞ୍ଚଳ ମିଶ୍ର): ଜମ୍ମୁ କଶ୍ମୀରର ପହଲଗାମ୍‌ରେ ପାକିସ୍ଥାନୀ ଆତଙ୍କବାଦୀଙ୍କ ଆକ୍ରମଣର ଉଚିତ ଜବାବ ଦେଇ ‘ଅପରେଶନ ସିନ୍ଦୂର’ ଜରିଆରେ ପରାକ୍ରମ ଦେଖାଇଥିଲେ ଭାରତୀୟ ବୀର ଯବାନ।…

11 months ago

ଭଦ୍ରକରେ ପରାକ୍ରମ ଶୋଭାଯାତ୍ରା, ଯୋଗଦେଲେ ଏମ୍‌ପି-ଜିଲାପାଳ

ଭଦ୍ରକ, ୧୫।୫(ସନାତନ ରାଉତ): ପାକିସ୍ତାନ ବିରୋଧରେ ଅପରେଶନ ସିନ୍ଦୂରରେ ସଫଳତା ପରେ ସାରା ଦେଶରେ ପରାକ୍ରମ ଶୋଭଯାତ୍ରା କରାଯାଉଛି l ଓଡ଼ିଶାରେ ମୁଖ୍ୟମନ୍ତ୍ରୀ ବୁଧବାର ଶୋଭଯାତ୍ରାର ଶୁଭାରମ୍ଭ…

11 months ago

କିଡ୍‌ନୀ ରୋଗରେ ଆକ୍ରାନ୍ତ ମାନସଙ୍କ ଚିକିତ୍ସାରେ ଅର୍ଥ ବାଧକ, ସହାୟତା ପାଇଁ ସ୍ତ୍ରୀଙ୍କ ନିବେଦନ

କାଏମା,୧୪ା୫(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ କୋତପୁର ପଞ୍ଚାୟତ ମୁରତପୁର ଗଁାର ମାନସ ଦଳାଇ କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇଛନ୍ତି। ହେଲେ ଅର୍ଥ ନ ଥିବାରୁ…

11 months ago

ସହି ପାରିଲେନି ସ୍ତ୍ରୀଙ୍କ ମୃତ୍ୟୁ, ଜଳଖିଆରେ ପୁଅ ଝିଅଙ୍କୁ ବିଷ ଦେଇ ଆତ୍ମହତ୍ୟା କଲେ ବାପା

ଗଜପତି,୧୪ା୫(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ଓଡିଆ ପାରଳା ସାହିରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ପୁଅଝିଅଙ୍କୁ ବିଷ ଦେଇ ବାପା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି।…

11 months ago

ଛାତିରେ ଯନ୍ତ୍ରଣା ହେଉଥିଲା, ଡାକ୍ତରଖାନା ବଦଳରେ ଗୁଣି ଗାରେଡିକୁ ଭରସା; ଗର୍ଭସ୍ଥ ଶିଶୁ ସହ ମହିଳା ମୃତ

ପାଟଣା,୧୪।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଚିନାବାଳିପଶି ପଞ୍ଚାୟତ ଉପାନ୍ତ ଅଞ୍ଚଳ ରୁଢ଼ଇପଡା ଗ୍ରାମର ରଞ୍ଜନ ବେଣ୍ଟ କାରଙ୍କ ସ୍ତ୍ରୀ ଭବାନୀ ନାଏକ (୨୦)ଙ୍କର…

11 months ago

ପୁଣି ଜେଲ ଗଲେ ନିରଞ୍ଜନ ରାଉତ

ଧର୍ମଶାଳା,୧୪।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଧର୍ମଶାଳା ନିର୍ବାଚନମଣ୍ଡଳୀର ୧୩ ନଂ ଜୋନର ପୂର୍ବତନ ବିଜେଡି ଜିଲାପରିଷଦ ସଦସ୍ୟ ନିରଞ୍ଜନ ରାଉତ ପୁଣି ଥରେ ଗିରଫ ହୋଇ ଜେଲ…

11 months ago

ବୁଢ଼ୀ ଠାକୁରାଣୀଙ୍କ ଯାତ୍ରାକୁ ନେଇ ଉତ୍ସବମୁଖର ବାସୁଦେବପୁର, ଯୋଗ ଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୧୪।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବାସୁଦେବପୁର ଗ୍ରାମରେ ଚାଲିଥିବା ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ବୁଧବାର ୬ଷ୍ଠ ଦିନରେ ପହଞ୍ଚିିଛି। ୭ ବର୍ଷ…

11 months ago