odisha

ଅଦିନିଆ ବର୍ଷାରେ ଫସଲ କ୍ଷୟକ୍ଷତି: ଚାଷୀଙ୍କ ପାଇଁ ବଡ଼ ଘୋଷଣା କଲେ ରାଜସ୍ଵ ମନ୍ତ୍ରୀ

ଭୁବନେଶ୍ୱର,୨୩।୧୨: ରାଜ୍ୟରେ ଶୀତଦିନରେ ଅଦିନିଆ ବର୍ଷା କାରଣରୁ ଚାଷୀମାନେ କ୍ଷତିର ସାମ୍ନା କରିଛନ୍ତି। ଅନେକ ଜିଲାରେ ଧାନ ବିଲରେ ଧାନ ଭାସି ଯାଇଥିବା ବେଳେ ବାଦାମ ଚାଷୀମାନେ…

2 years ago

ଭାରତରେ ଜଙ୍ଗଲ ୨୫.୧୭%କୁ ବୃଦ୍ଧି, ପ୍ରଥମ ତିନି ରାଜ୍ୟରେ ଓଡ଼ିଶା

ନୂଆଦିଲ୍ଲୀ,୨୧ା୧୨: ଭାରତରେ ମୋଟ ଜଙ୍ଗଲ ଏବଂ ବୃକ୍ଷଲତା ଥିବା ଜମି ପରିମାଣ ୨୦୨୩ରେ ମୋଟ ଭୌଗୋଳିକ ଅଞ୍ଚଳର ୨୫.୧୭ ପ୍ରତିଶତକୁ ବୃଦ୍ଧି ପାଇଛି। ୨୦୨୧ ପରେ ଜଙ୍ଗଲ…

2 years ago

NALCO ଆଣିଲା ୫୧୮ ପଦବୀରେ ନିଯୁକ୍ତି ସୁଯୋଗ: ଏହିଦିନ ଆରମ୍ଭ ହେବ ଆବେଦନ

ଭୁବନେଶ୍ୱର,୨୧ା୧୨: ନ୍ୟାସନାଲ ଆଲୁମିନିୟମ କମ୍ପାନୀ ଲିମିଟେଡ (ନାଲକୋ), ନବରତ୍ନ ପିଏସୟୁ, ଅନୁଗୁଳରେ ଥିବା ଏସ ଆଣ୍ଡ ପି କଂପ୍ଲେକ୍ସ ଏବଂ ଦାମନଜୋଡିରେ ଏମ ଆଣ୍ଡ ଆର କଂପ୍ଲେକ୍ସରେ…

2 years ago

ନୂଆ ବର୍ଷରୁ ନୂଆ ନିୟମ: ଆଉ ୩ ମାସରେ ଥରେ ମିଳିବନି ରାସନ, ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୨୧।୧୨: ଆଉ ୩ ମାସରେ ଥରେ ନୁହେଁ, ପ୍ରତି ମାସରେ ହିତାଧିକାରୀଙ୍କୁ ରାସନ ମିଳିବ। ଏନେଇ ଶନିବାର ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ତେବେ…

2 years ago

ଚତୁର୍ଥ ପର୍ଯ୍ୟାୟରେ ‘ସୁଭଦ୍ରା ଟଙ୍କା’ ପାଇବେ ୨୦ ଲକ୍ଷ ମହିଳା, ଏହି ଦିନ ଆକାଉଣ୍ଟକୁ ଆସିବ ଟଙ୍କା…

ଭୁବନେଶ୍ୱର,୨୧।୧୨: ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କାକୁ ନେଇ ଲାଗି ରହିଥିବା ଅନିଶ୍ଚିତତା ଉପରୁ ହଟିଛି ପରଦା। ଏବେ ଯୋଗ୍ୟ ହିତାଧିକାରୀଙ୍କ ଯାଞ୍ଚ କରାଯାଉଛି। ଯାଞ୍ଚ ସରିଲେ ଆସନ୍ତା…

2 years ago

ନୂଆବର୍ଷ ପାଳନ ବେଳେ ଅବକାରୀ ନିୟମ ଉଲଂଘନ କଲେ କାର୍ଯ୍ୟାନୁଷ୍ଠାନ: ସତର୍କ କରାଇଲେ ମନ୍ତ୍ରୀ 

ଭୁବନେଶ୍ୱର,୨୦।୧୨: ନୂଆ ବର୍ଷ ପାଳନ ସମୟରେ ଅବକାରୀ ନିୟମ ଉଲ୍ଲଂଘନ କରୁଥିବା ବ୍ୟକ୍ତିଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଶୁକ୍ରବାର ମନ୍ତ୍ରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ…

2 years ago

ବଦଳିବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଡିଜାଇନ୍: ସୂଚନା ଦେଲେ ଆଇନ ମନ୍ତ୍ରୀ

ଭୁବନେଶ୍ୱର,୨୦।୧୨: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଡିଜାଇନ୍ ଖୁବ ଶୀଘ୍ର ପରିବର୍ତ୍ତନ ହେବ। ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ ଏନେଇ ସୂଚନା ଦେଇଛନ୍ତି। ପୁରୁଣା ଡିଜାଇନ୍ ଆଉ କିଛି…

2 years ago

ଓଡ଼ିଶାରେ ୧୧୦ ଓଭର ବ୍ରିଜ୍ କରିବ ଇଷ୍ଟକୋଷ୍ଟ ରେଲୱେ

ଭୁବନେଶ୍ୱର,୧୯।୧୨: ରାଜ୍ୟରେ ରେଳ ଭିତ୍ତିଭୂମି ସୁଦୃଢ କରିବା ପାଇଁ ଇଷ୍ଟକୋଷ୍ଟ ରେଲୱେ ବଡ଼ ପଦକ୍ଷେପ ନେଇଛି। ଗୁରୁବାର ଇଷ୍ଟକୋଷ୍ଟ ରେଲୱେର ଜେନେରାଲ ମ୍ୟାନେଜର ୧୭୦ ରୋଡ ଓଭର…

2 years ago

ସମୟ ସୀମା ଭିତରେ କାମ ନ ସାରିଲେ ଠିକାଦାରଙ୍କ ଉପରେ ଆକ୍ସନ୍: ମନ୍ତ୍ରୀ

ଭୁବନେଶ୍ୱର, ୧୭।୧୨: ରାଜ୍ୟରେ ବିଭିନ୍ନ ସ୍ଥାନରେ ଠିକାଦାରମାନେ କାର୍ଯ୍ୟ ଗୁଡିକ ନିର୍ଦ୍ଧିଷ୍ଟ ସମୟରେ ସାରିବାକୁ ନିର୍ଦ୍ଦେଶ ଦେଇଛନ୍ତି ପୂର୍ତ୍ତ ବିଭାଗ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ମଙ୍ଗଳବାର ବିଭିନ୍ନ…

2 years ago

ଓଡ଼ିଶାକୁ ଆଗ୍ରାଧିକାର: ଜାନୁଆରୀ ମାସରେ ୨ ଥର ଆସିବେ ପ୍ରଧାନମନ୍ତ୍ରୀ

କଟକ,୧୬।୧୨: ଜାନୁଆରୀ ମାସରେ ଦୁଇଥର ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି। ଆସନ୍ତା ମାସରେ ଭୁବନେଶ୍ୱରରେ ହେବାକୁ…

2 years ago

ଅପରାଧୀଠାରୁ ପାଦେ ଆଗରେ ରହିବାକୁ ପୋଲିସକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ଵର, ୧୬।୧୨: ଆଜିକାଲି ଅପରାଧୀମାନେ ନୂଆ ନୂଆ ଉପାୟ ଅବଲମ୍ବନ କରୁଛନ୍ତି। ତେଣୁ, ପୋଲିସକୁ ମଧ୍ୟ ଅପରାଧୀଙ୍କ ଠାରୁ ପାଦେ ଆଗରେ ରହିବାକୁ ହେବ। ସୋମବାର କଟକରେ…

2 years ago

ରାଜ୍ୟର ୩ କୋଟି ଲୋକଙ୍କୁ ଦିଆଯିବ ସ୍ବାସ୍ଥ୍ୟ କାର୍ଡ: ମନ୍ତ୍ରୀ ମହାଲିଙ୍ଗ

ଭୁବନେଶ୍ୱର, ୧୫ା୧୨: ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ କାର୍ଡ ସମସ୍ୟା ଖୁବ୍‌ଶୀଘ୍ର ସମାଧାନ ହେବ। ରାଜ୍ୟର ୩ କୋଟି ଲୋକଙ୍କୁ ସ୍ବାସ୍ଥ୍ୟ କାର୍ଡ ଦିଆଯିବ। ମିଶନ ମୋଡ୍‌ରେ ହେଲ୍‌ଥ…

2 years ago