odisha

ଦିଗପହଣ୍ଡିରେ କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଘାଟିତ

ଦିଗପହଣ୍ଡି,୨।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ଖେଳପଡିଆଠାରେ ଗୁରୁବାର ଦିଗପହଣ୍ଡି କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଘାଟିତ ହୋଇଯାଇଛି । ସ୍ଥାନୀୟ ଗ୍ରାଉଣ୍ଡ କ୍ଲବ…

2 years ago

ଭିଜିଲାନ୍ସ ଜାଲରେ ଦଶମନ୍ତପୁର ସିଡିପିଓ

କୋରାପୁଟ,୨।୫(ଅମିତାଭ ବେହେରା): ଭିଜିଲାନ୍ସ ଜାଲରେ ସିଡିପିଓ। ଲାଞ୍ଚ ନେବା ବେଳେ କୋରାପୁଟ ଜିଲାର ଦଶମନ୍ତପୁର ବ୍ଲକର ସିଡିପିଓ ଶକୁନ୍ତଳା ଦାସ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ତେବେ…

2 years ago

ଗଜପତିରେ ପାସ୍‌ ହାର ୯୯.୩୫%: ରାଜ୍ୟରେ ସର୍ବାଧିକ, କେକ୍‌ କାଟି ଉତ୍ସବ ମନାଇଲେ ଜିଲା ଶିକ୍ଷାଧିକାରୀ

ପାରଳାଖେମୁଣ୍ଡି,୨।୫(ଗିରିଧାରୀ ପରିଚ୍ଛା): ମାଟ୍ରିକ ପରୀକ୍ଷା ଫଳ ଶୁକ୍ରବାର ଦିନ ପ୍ରକାଶ ପାଇଛି। ରାଜ୍ୟରେ ପାସ ହାର ପ୍ରାୟ ୯୫ ପ୍ରତିଶତ ଥିବା ବେଳେ ଗଜପତି ଜିଲ୍ଲାରେ ସର୍ବାଧିକ…

2 years ago

ସୁପ୍ରିମକୋର୍ଟରେ ମୁଖ୍ୟ ବିଚାରପତିଙ୍କ ଦ୍ୱାରା ପୁରସ୍କୃତ ହେଲେ ଓଡ଼ିଆ ଝିଅ ଜାଗୃତି

ପାଇକମାଳ,୨।୫(ବଡ ଶତପଥୀ) : ସୁପ୍ରିମକୋର୍ଟରେ ଜାତୀୟ ଆଇନଗତ ସେବା ପ୍ରାଧିକରଣ ଆନୁକୁଲ୍ୟରେ କ୍ରାନ୍ତିଜ୍ୟୋତି ସାବିତ୍ରୀବାଇ ଫୁଲେଙ୍କ ଜନ୍ମବାର୍ଷିକୀ ପାଳନ ଅବସରରେ ଜାତୀୟ ରିଲ ଏବଂ କ୍ଷୁଦ୍ର ଚଳଚ୍ଚିତ୍ର…

2 years ago

ସୁରଟରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ,ଦୁଃଖରେ ଭାଙ୍ଗି ପଡ଼ିଛନ୍ତି ପରିବାର

ପୋଲସରା,୨ା୫(ସୁବ୍ରତ ବେହେରା): ସୁରଟରେ ଗତ ୨୯ ତାରିଖରେ ଜଣେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଗଞ୍ଜାମ ଜିଲା ପୋଲସରା ବ୍ଲକ ଅନ୍ତର୍ଗତ ଖଣ୍ଡୁରୁ ଗ୍ରାମ…

2 years ago

କୋରାପୁଟ ଜିଲାରେ ପାସ ହାର ୯୨.୮୩%, ରାଜ୍ୟରେ ସର୍ବନିମ୍ନ

କୋରାପୁଟ,୨।୫(ଅମିତାଭ ବେହେରା): ରାଜ୍ୟରେ ଦଶମ ପରୀକ୍ଷାଫଳ ଶୁକ୍ରବାର ପ୍ରକାଶ ପାଇଥିବାବେଳେ କୋରାପୁଟ ଜିଲାରେ ପାସ ହାର ୯୨.୮୩ ପ୍ରତିଶତ ରହିଛି। ଏହା ରାଜ୍ୟରେ ସର୍ବନିମ୍ନ ବୋଲି ଜଣାପଡ଼ିଛି।…

2 years ago

ମାଟ୍ରିକ୍‌ ପରୀକ୍ଷାରେ ଚମକିଲେ ଝିଅ: ପାଟଣା ବ୍ଲକରେ ଏ-୧ ଗ୍ରେଡ୍‌ ରଖିଲେ ଅନନ୍ୟା-ସାଇସ୍ମିତା

ପାଟଣା,୨।୫(ବୀର କିଶୋର ଦାଶ): ବୋର୍ଡ ଅଫ ସେକେଣ୍ଡାରୀ କଟକ ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ପରୀକ୍ଷାଫଳ ଶୁକ୍ରବାର ପ୍ରକାଶ ପାଇଛି। କେନ୍ଦୁଝର ଜିଲା ପାଟଣା ବ୍ଲକର୨ ଜଣ…

2 years ago

ଗଜପତିରେ ପୁଣି ଲଜ୍ଜା: ଦଶମ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ, ଗିରଫ ଭୟରେ ଫେରାର

ଗଜପତି,୨।୫(ଗିରିଧାରୀ ପରିଛା): ପୁଣି ଗୁରୁ ଶିଷ୍ୟ ସମ୍ପର୍କରେ ଲାଗିଲା କଳଙ୍କ। ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ଶିକ୍ଷକ ବିରୋଧରେ ଥାନାରେ ରୁଜୁ ହୋଇଛି ମାମଲା। ପରିବାରଲୋକଙ୍କ ଅଭିଯୋଗ କ୍ରମେ…

2 years ago

ଟାଙ୍ଗୀ ଖବରଦାତା ସଂଘ ପାଳନ କଲା ଶ୍ରମିକ ଦିବସ

ନିରାକାରପୁର, ୧।୫(ମାନସ ଚନ୍ଦ୍ର ପଟ୍ଟନାୟକ ): ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତ ସ୍ଥିତ ଶ୍ରୀରାମ ମନ୍ଦିରରେ ଥିବା ପାଠାଘର କକ୍ଷରେ ଗୁରୁବାର ଟାଙ୍ଗୀ ବ୍ଲକ ଖବରଦାତା ସଂଘ…

2 years ago

‘ଶ୍ରମିକମାନେ ସମାଜର ପ୍ରମୁଖ ଅଙ୍ଗ’

ଦିଗପହଣ୍ଡି,୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି ପକ୍ଷରୁ ଗୁରୁବାର ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ ହୋଇଯାଇଛି। ସ୍ଥାନୀୟ କୋର୍ଟ ପରିସରରେ…

2 years ago

ଏସ୍‌ଏସ୍‌ଡି ବିଦ୍ୟାଳୟ ଶ୍ରେଣୀଗୃହରୁ ୨୦ ଫୁଟ ଲମ୍ବ ବିରାଟକାୟ ଅହିରାଜ ଉଦ୍ଧାର

ଗଜପତି,୩୦।୪ (ଗିରିଧାରୀ ପରିଚ୍ଛା): ଗଜପତି ଜିଲା ରାୟଗଡ଼ ବ୍ଲକ ଏସ୍‌ଏସ୍‌ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରୁ ବୁଧବାର ସାରେ ପ୍ରାୟ ୨୦ ଫୁଟ ଲମ୍ବର ଏକ ବିରାଟକାୟ…

2 years ago

ଭଦ୍ରକରେ ଜିଲାସ୍ତରୀୟ ଅନ୍ତର୍ଜାତୀୟ ଶ୍ରମିକ ଦିବସ

ଭଦ୍ରକ, ୧।୫(ସନାତନ ରାଉତ)- ଭଦ୍ରକ ଟାଉନ ହଲରେ ଗୁରୁବାର ପୂର୍ବାହ୍ନ ୯ ଟାରେ ଜିଲାସ୍ତରୀୟ ଅନ୍ତର୍ଜାତୀୟ ଶ୍ରମିକ ଦିବସ ପାଳନ ହୋଇଯାଇଛି l ଡିଜିଟାଲ ଯୁଗରେ ମେଶିନ…

2 years ago