odisha

ବାହାଘରରେ ଯୋଗ ଦେବାକୁ ଯାଉଥିଲେ, ହାଇଓ୍ବା ସହ ଧକ୍କାରେ ଚାଲିଗଲା ୪ ବର୍ଷ ପୁଅର ଜୀବନ; ମା’ବାପାଙ୍କ ସହ ୩ ଗୁରୁତର

ବଲାଙ୍ଗୀର,୨୭।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ଼-ଘସିଆନ-ଲରମ୍ଭା ରାସ୍ତାରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ହାଇଓ୍ବାକୁ ପଛପଟୁ ଏକ ବାଇକ ଧକ୍କା ଦେବା…

2 years ago

ରକ୍ତ ସମ୍ପର୍କ ଭୁଲିଗଲେ… ଗାଁ ଦାଣ୍ଡରେ ସାନ ଭାଇକୁ ବାନ୍ଧି ପିଟି ପିଟି ମାରିଦେଲେ ବଡ଼ ଭାଇ

ଭଞ୍ଜନଗର,୨୭।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ବ୍ରାହ୍ମଣପଦର ଗ୍ରାମରେ ଶନିବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ବଡ଼ ଭାଇର ଆକ୍ରମଣରେ ସାନ ଭାଇ ମୃତ୍ୟୁବରଣ କରିଥିବା…

2 years ago

ଗଞ୍ଜାମରେ ଚାଞ୍ଚଲ୍ୟ: ୨ ଭାଇଙ୍କୁ ପିଟିପିଟି ହତ୍ୟା କରି ଶାଳବଣ ଜଙ୍ଗଲରେ ଜାଳିଦେଲେ

ବେଗୁନିଆପଡା,୨୭।୪(ସୁଶାନ୍ତ ପଟ୍ଟନାୟକ): ପୁଣି ଅଶାନ୍ତ ହେଲା ଗଞ୍ଜାମ। ଜିଲାରୂ ବେଗୁନିଆପଡ଼ା ଥାନା ଶାଳବଣ ଗାଁ ଜଙ୍ଗଲରେ ରବିବାର ଦୁଇ ଭାଇଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଠାବ ହୋଇଛି। ପୂର୍ବ…

2 years ago

୬ ଲକ୍ଷ ଯୋଗ୍ୟ ହିତାଧିକାରୀ ପାଇବେ ରାଶନ କାର୍ଡ

ଭୁବନେଶ୍ୱର,୨୭ା୪(ସୁନିତ୍‌ ମିଶ୍ର): ରାଜ୍ୟରେ ପ୍ରାୟ ଲକ୍ଷେ ଲୋକଙ୍କ ରାଶନ କାର୍ଡ କଟିଛି। ଏହାବାଦ୍‌ ଅନ୍ୟ ୫ ଲକ୍ଷ ମୃତ ହିତାଧିକାରୀଙ୍କୁ ମିଶାଇ ମୋଟ ୬ ଲକ୍ଷ କାର୍ଡ…

2 years ago

ହୋଇ ପାରିଲାନି ଗ୍ରାମସଭା: ନିରାଶ ହୋଇ ଫେରିଲା ବ୍ଲକ ପ୍ରଶାସନ, ପଞ୍ଚାୟତ ଅଫିସରେ ତାଲା ପକାଇ ପ୍ରତିବାଦ

ପଟ୍ଟାଙ୍ଗି,୨୬।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ନୂଆଗାଁ ପଞ୍ଚାୟତ କାର୍ଯ୍ୟାଳୟରେ ପାଣି ପାଇଁ ବ୍ୟକ୍ତିଗତ ଜମି ଅଧିଗ୍ରହଣ ନିମନ୍ତେ ପୂର୍ବ ନିର୍ଦ୍ଧାରିତ ଗ୍ରାମସଭା…

2 years ago

ଖଣି ଖନନ ଯୋଜନା ବିରୋଧରେ ବିଜାଲି ଗ୍ରାମରେ ପ୍ରତିବାଦ ସଭା: ଜିଲା ପ୍ରଶାସନ, ବ୍ଲକ ପ୍ରଶାସନକୁ ଟାର୍ଗେଟ୍‌

ଦାରିଙ୍ଗବାଡ଼ି,୨୬ା୪ (ଅରୁଣ ସାହୁ): ଆମକୁ ଖଣି ନୁହଁ ଜଳ, ଜଙ୍ଗଲ ଓ ପରିବେଶ ଦରକାର, ଆମ ପାଇଁ ଜୀବନ ଓ ଜୀବିକା ମୂଲ୍ୟବାନ। ଏଠି ଖଣି ଖନନ…

2 years ago

ଏପ୍ରିଲ ୨୯ରୁ ଜୁନ ୨୭ ଯାଏ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ 

ପୁରୀ ଅଫିସ,୨୬।୪: ଆସନ୍ତା ଏପ୍ରିଲ ୨୯ରୁ ଜୁନ୍‌ ୨୭ ତାରିଖ ଯାଏ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଶନିବାର ଏଏସ୍‌ଆଇ ଏବଂ…

2 years ago

କଟକରେ ପାକିସ୍ତାନୀ ମହିଳା, ଭାରତ ଛାଡ଼ିବା ଲାଗି କରାଗଲା ନୋଟିସ

କଟକ,୨୬।୪: ଜମ୍ମୁ କଶ୍ମୀର ପହଲଗାମରେ ନିର୍ଦ୍ଦୋଶ ପର୍ଯ୍ୟଟକଙ୍କୁ ହତ୍ୟା ଘଟଣାକୁ ନେଇ ଭାରତ ଏବଂ ପାକିସ୍ତାନ ମଧ୍ୟରେ ସମ୍ପର୍କ ତିକ୍ତ ହୋଇଛି। ତ୍ୱରିତ ପଦକ୍ଷେପ ନେଇ ଭାରତ…

2 years ago

ପୁଷ୍ପାଳନ ସେବକଙ୍କୁ ଚେତାବନୀ: ଦୀଘା ଜଗନ୍ନାଥ ମନ୍ଦିର ଆରତୀ, ପୂଜାରେ ଯୋଗଦେଲେ ହେବେ ବାସନ୍ଦ

ପୁରୀ,୨୬।୪: ସୁଆର ମହାସୁଆର ପରେ ପୁଷ୍ପାଳକ ସେବକଙ୍କୁ ମିଳିଛି ବାସନ୍ଦ ଚେତାବନୀ। ଦୀଘା ଜଗନ୍ନାଥ ମନ୍ଦିର ଆରତୀ, ପୂଜାରେ ଯୋଗଦେଲେ ସେମାନଙ୍କୁ ନିଯୋଗ ବିରୋଧୀ କାର୍ଯ୍ୟ ଅଭିହିତ…

2 years ago

ମାଲକାନଗିରିର ତତ୍କାଳୀନ ଜିଲାପାଳଙ୍କ PA ଆତ୍ମହତ୍ୟା ମାମଲା: ଆଗୁଆ ଜାମିନ ଆବେଦନ ଖାରଜ

କଟକ,୨୫ା୪(କାର୍ତ୍ତିକ ସାହୁ/ପ୍ରଭୁ କଲ୍ୟାଣ ପାଲ୍‌): ମାଲକାନଗିରିର ତତ୍କାଳୀନ ଜିଲାପାଳ ମନିଷ ଅଗ୍ରୱାଲଙ୍କ ଅଡୁଆ ବଢ଼ିଛି। ବ୍ୟକ୍ତିଗତ ସହାୟକ ଆତ୍ମହତ୍ୟା ମାମଲାରେ ତାଙ୍କ ଆଗୁଆ ଜାମିନ ଆବେଦନକୁ ହାଇକୋର୍ଟ…

2 years ago

ପହଲଗାମ ଆତଙ୍କବାଦୀ ଆକ୍ରମଣ, କାର୍ଯ୍ୟାନୁଷ୍ଠାନ ଦାବି କଲା ବରଗଡ଼ ହିନ୍ଦୁ ଏକତା ମଞ୍ଚ

ବରଗଡ଼,୨୫।୪(ପ୍ରେମାନନ୍ଦ ଖମାରୀ) - ଜମ୍ମୁ କଶ୍ମୀର ପହଲଗାମରେ ସଂଘଟିତ ଆତଙ୍କବାଦୀ ଆକ୍ରମଣ ସାରା ଦେଶବାସୀଙ୍କୁ ସ୍ତବ୍ଧ କରି ଦେଇଛି। ଉକ୍ତ ଆତଙ୍କବାଦୀ ଆକ୍ରମଣ ପଛରେ ରହିଥିବା ସଂଗଠନ…

2 years ago

ଅନ୍ତ୍ୟୋଦୟ ଯୋଜନାରେ ସାମିଲ୍‌ ହେବେ ଆଉ ଲକ୍ଷେ ହିତାଧିକାରୀ, ମେ’ ଶେଷ ଯାଏ ଚାଲିବ ଆବାସ ସର୍ଭେ

ଭୁବନେଶ୍ୱର,୨୫।୪: ଓଡ଼ିଶା ସରକାର ଆଗାମୀ ମାସରେ ଅନ୍ତୋଦୟ ଗୃହ ଯୋଜନା ଅଧୀନରେ ଆଉ ଏକ ଲକ୍ଷ ଘର ହିତାଧିକାରୀଙ୍କୁ ଯୋଗାଇ ଦେବାକୁ ପ୍ରସ୍ତୁତି କରୁଛନ୍ତି, ବୋଲି ଶୁକ୍ରବାର…

2 years ago